ଜମି ଦୁର୍ନୀତି ମାମଲା: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍

The Sakala Picture
Published On

ନୂଆଦିଲ୍ଲୀ: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଛି ବଡ ଆଶ୍ୱସ୍ତି । ହେମନ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି ଝାଡଖଣ୍ଡ ହାଇକୋର୍ଟ । ଜମି ଦୁର୍ନୀତି ମାମଲାରେ ନବମ ଥର ସମନ ପରେ ୩୧ ଜାନୁଆରୀରେ ଇଡ଼ି ତାଙ୍କୁ ଗିରଫ କରିଥିଲା । ଏହାପରେ ଜେଲରେ ରହିଥିଲେ ହେମନ୍ତ । ଜଲରେ ରହିବା ଭିତରେ କିଛି ଦିନ ପାଇଁ ଜାମିନରେ ବାହାରକୁ ଆସି ପୁଣି ଜେଲ ଯାଇଥିଲେ । ଗତ ୫ମାସ ହେବ ଜେଲରେ ରହିଥିଲେ ହେମନ୍ତ […]

ନୂଆଦିଲ୍ଲୀ: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଛି ବଡ ଆଶ୍ୱସ୍ତି । ହେମନ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି ଝାଡଖଣ୍ଡ ହାଇକୋର୍ଟ । ଜମି ଦୁର୍ନୀତି ମାମଲାରେ ନବମ ଥର ସମନ ପରେ ୩୧ ଜାନୁଆରୀରେ ଇଡ଼ି ତାଙ୍କୁ ଗିରଫ କରିଥିଲା । ଏହାପରେ ଜେଲରେ ରହିଥିଲେ ହେମନ୍ତ । ଜଲରେ ରହିବା ଭିତରେ କିଛି ଦିନ ପାଇଁ ଜାମିନରେ ବାହାରକୁ ଆସି ପୁଣି ଜେଲ ଯାଇଥିଲେ । ଗତ ୫ମାସ ହେବ ଜେଲରେ ରହିଥିଲେ ହେମନ୍ତ ସୋରେନ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

28 Jun 2024 By The Sakala

ଜମି ଦୁର୍ନୀତି ମାମଲା: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍

ନୂଆଦିଲ୍ଲୀ: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଛି ବଡ ଆଶ୍ୱସ୍ତି । ହେମନ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି ଝାଡଖଣ୍ଡ ହାଇକୋର୍ଟ । ଜମି ଦୁର୍ନୀତି ମାମଲାରେ ନବମ ଥର ସମନ ପରେ ୩୧ ଜାନୁଆରୀରେ ଇଡ଼ି ତାଙ୍କୁ ଗିରଫ କରିଥିଲା । ଏହାପରେ ଜେଲରେ ରହିଥିଲେ ହେମନ୍ତ । ଜଲରେ ରହିବା ଭିତରେ କିଛି ଦିନ ପାଇଁ ଜାମିନରେ ବାହାରକୁ ଆସି ପୁଣି ଜେଲ ଯାଇଥିଲେ । ଗତ ୫ମାସ ହେବ ଜେଲରେ ରହିଥିଲେ ହେମନ୍ତ ସୋରେନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର