ପୁଣିଥରେ ୟୁଜିସି-ନେଟ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ, ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ ହେବ ଅନଲାଇନ ପରୀକ୍ଷା

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ ନେଟ ଏବଂ ନିଟ୍ ପରୀକ୍ଷା ବିଭ୍ରାଟକୁ ନେଇ ହଙ୍ଗାମା ଜାରି ରହିଛି। ଏହା ମଧ୍ୟରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଖାତା କଲମ ପରୀକ୍ଷା ପରିବର୍ତ୍ତେ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି)କୁ ଲମ୍ଫ ମାରିଛି। ୟୁଜିସି-ନେଟ୍ ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା କରିଛି। ପରବର୍ତ୍ତୀ ପରୀକ୍ଷା ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ ହେବ ବୋଲି କୁହାଯାଇଛି। ସେହିପରି ସିଏସଆଇଆର ନେଟ୍ ପରୀକ୍ଷା ଜୁଲାଇ ୨୫-୨୭ରେ ହେବ ବୋଲି ସୂଚନା ଦିଆଯାଇଛି। ଭାରତୀୟ […]

ନୂଆଦିଲ୍ଲୀ: ଦେଶରେ ନେଟ ଏବଂ ନିଟ୍ ପରୀକ୍ଷା ବିଭ୍ରାଟକୁ ନେଇ ହଙ୍ଗାମା ଜାରି ରହିଛି। ଏହା ମଧ୍ୟରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଖାତା କଲମ ପରୀକ୍ଷା ପରିବର୍ତ୍ତେ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି)କୁ ଲମ୍ଫ ମାରିଛି। ୟୁଜିସି-ନେଟ୍ ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା କରିଛି। ପରବର୍ତ୍ତୀ ପରୀକ୍ଷା ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ ହେବ ବୋଲି କୁହାଯାଇଛି। ସେହିପରି ସିଏସଆଇଆର ନେଟ୍ ପରୀକ୍ଷା ଜୁଲାଇ ୨୫-୨୭ରେ ହେବ ବୋଲି ସୂଚନା ଦିଆଯାଇଛି। ଭାରତୀୟ ବିଶ୍ବବିଦ୍ୟାଳୟ ଏବଂ ଶିକ୍ଷା ପ୍ରତିଷ୍ଠାନ ଗୁଡିକରେ ନାମ ଲେଖାଇବା ପାଇଁ ଏହି ପରୀକ୍ଷା ଗୁରୁତ୍ବପୂର୍ଣ୍ଣ। ସୂଚନାଯୋଗ୍ୟ, ଗତ ୧୮ ତାରିଖରେ ହୋଇଥିବା ୟୁଜିସି ନେଟ ପରୀକ୍ଷା ପେପର ଲିକ ନେଇ ସଙ୍କେତ ମିଳିବା ପରେ ନେଟ ପକ୍ଷରୁ ପରୀକ୍ଷା ରଦ୍ଦ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଲଣ୍ଡନରେ ସିଜେଆଇ ସୂର୍ଯ୍ୟକାନ୍ତଙ୍କ କାର୍ଯ୍ୟକ୍ରମରେ ବିଶୃଙ୍ଖଳା: 'ଅଶୋଭନୀୟ ଆଚରଣ' କହି ନିନ୍ଦା କଲା ଭାରତୀୟ ହାଇକମିଶନ

29 Jun 2024 By The Sakala

ପୁଣିଥରେ ୟୁଜିସି-ନେଟ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ, ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ ହେବ ଅନଲାଇନ ପରୀକ୍ଷା

ନୂଆଦିଲ୍ଲୀ: ଦେଶରେ ନେଟ ଏବଂ ନିଟ୍ ପରୀକ୍ଷା ବିଭ୍ରାଟକୁ ନେଇ ହଙ୍ଗାମା ଜାରି ରହିଛି। ଏହା ମଧ୍ୟରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଖାତା କଲମ ପରୀକ୍ଷା ପରିବର୍ତ୍ତେ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି)କୁ ଲମ୍ଫ ମାରିଛି। ୟୁଜିସି-ନେଟ୍ ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା କରିଛି। ପରବର୍ତ୍ତୀ ପରୀକ୍ଷା ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ ହେବ ବୋଲି କୁହାଯାଇଛି। ସେହିପରି ସିଏସଆଇଆର ନେଟ୍ ପରୀକ୍ଷା ଜୁଲାଇ ୨୫-୨୭ରେ ହେବ ବୋଲି ସୂଚନା ଦିଆଯାଇଛି। ଭାରତୀୟ ବିଶ୍ବବିଦ୍ୟାଳୟ ଏବଂ ଶିକ୍ଷା ପ୍ରତିଷ୍ଠାନ ଗୁଡିକରେ ନାମ ଲେଖାଇବା ପାଇଁ ଏହି ପରୀକ୍ଷା ଗୁରୁତ୍ବପୂର୍ଣ୍ଣ। ସୂଚନାଯୋଗ୍ୟ, ଗତ ୧୮ ତାରିଖରେ ହୋଇଥିବା ୟୁଜିସି ନେଟ ପରୀକ୍ଷା ପେପର ଲିକ ନେଇ ସଙ୍କେତ ମିଳିବା ପରେ ନେଟ ପକ୍ଷରୁ ପରୀକ୍ଷା ରଦ୍ଦ କରାଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର