ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଇସ୍ତଫା ଦଲେ ଚମ୍ପାଇ ସୋରେନ୍, ପୁଣି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ୍

The Sakala Picture
Published On

ନୂଆଦିଲ୍ଲୀ: ବୁଧବାର ନିଜ ପଦରୁ ଇସ୍ତଫା ଦେଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ । ମାତ୍ର ୪ ମାସ ପୂର୍ବରୁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଚମ୍ପାଇ ସୋରେନ୍ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଜେଲରୁ ଫେରିବା ପରେ ପୁଣି ଝାଡଖଣ୍ଡର ମଙ୍ଗ ଧରିବାକୁ ଯାଉଛନ୍ତି । ପୁଣି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ୍ । ଆର୍ଥିକ ହେରଫେର୍‌ ମାମଲାରେ ଗିରଫ ହୋଇ ଜେଲ ଯିବା […]

ନୂଆଦିଲ୍ଲୀ: ବୁଧବାର ନିଜ ପଦରୁ ଇସ୍ତଫା ଦେଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ । ମାତ୍ର ୪ ମାସ ପୂର୍ବରୁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଚମ୍ପାଇ ସୋରେନ୍ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଜେଲରୁ ଫେରିବା ପରେ ପୁଣି ଝାଡଖଣ୍ଡର ମଙ୍ଗ ଧରିବାକୁ ଯାଉଛନ୍ତି । ପୁଣି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ୍ ।

ଆହୁରି ପଢ଼ନ୍ତୁ: ସ୍ୱାମୀଙ୍କୁ ଭେଟିବା ପାଇଁ ମୋବାଇଲ୍ ଟାୱାରରେ ଚଢ଼ିଲେ ସ୍ତ୍ରୀ: ବିହାରର ବଗହାରେ ହାଇଭୋଲଟେଜ୍ ଡ୍ରାମା

ଆର୍ଥିକ ହେରଫେର୍‌ ମାମଲାରେ ଗିରଫ ହୋଇ ଜେଲ ଯିବା ପରେ ଜାମିନରେ ଆସିଥିଲେ ହେମନ୍ତ ସୋରେନ୍ । ଆର୍ଥିକ ହେରଫେର ମାମଲାରେ ୨୦୨୪ ଜାନୁଆରୀ ୩୧ ତାରିଖରେ ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଗିରଫ ହେବା ପୂର୍ବରୁ ହିଁ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ତାଙ୍କ ସ୍ଥାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ଚମ୍ପାଇ ସୋରେନ୍ । ଏବେ ହେମନ୍ତ ଜାମିନରେ ଆସିବା ପରେ ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିଲେ । ଆଉ ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ହେମନ୍ତ ସୋରେନ୍ ।

ଆହୁରି ପଢ଼ନ୍ତୁ: ଇରାନ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍: 'ମିଡିଲ୍ ଇଷ୍ଟର ଗୁଣ୍ଡା ଶେଷ' ବୋଲି କହିଲେ ଟ୍ରମ୍ପ, ଇରାନର ପଲଟାବାର

03 Jul 2024 By The Sakala

ଇସ୍ତଫା ଦଲେ ଚମ୍ପାଇ ସୋରେନ୍, ପୁଣି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ୍

ନୂଆଦିଲ୍ଲୀ: ବୁଧବାର ନିଜ ପଦରୁ ଇସ୍ତଫା ଦେଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ । ମାତ୍ର ୪ ମାସ ପୂର୍ବରୁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଚମ୍ପାଇ ସୋରେନ୍ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଜେଲରୁ ଫେରିବା ପରେ ପୁଣି ଝାଡଖଣ୍ଡର ମଙ୍ଗ ଧରିବାକୁ ଯାଉଛନ୍ତି । ପୁଣି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ୍ ।

ଆର୍ଥିକ ହେରଫେର୍‌ ମାମଲାରେ ଗିରଫ ହୋଇ ଜେଲ ଯିବା ପରେ ଜାମିନରେ ଆସିଥିଲେ ହେମନ୍ତ ସୋରେନ୍ । ଆର୍ଥିକ ହେରଫେର ମାମଲାରେ ୨୦୨୪ ଜାନୁଆରୀ ୩୧ ତାରିଖରେ ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଗିରଫ ହେବା ପୂର୍ବରୁ ହିଁ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ତାଙ୍କ ସ୍ଥାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ଚମ୍ପାଇ ସୋରେନ୍ । ଏବେ ହେମନ୍ତ ଜାମିନରେ ଆସିବା ପରେ ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିଲେ । ଆଉ ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ହେମନ୍ତ ସୋରେନ୍ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର