ଖାଇରେ ଖସି ପଡ଼ିଲା କାର୍‌: ୪ ମୃତ, ୨ ଗୁରୁତର

The Sakala Picture
Published On

ଜମ୍ମୁ: ଜମ୍ମୁ-କଶ୍ମୀରର କିସ୍ତୱାର ଜିଲ୍ଲାର ଡାଚାନ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମାରୁତି କାର୍ ଏକ ଗଭୀର ଖାଇରେ ଖସିପଡ଼ିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ସମ୍ପର୍କରେ ଜମ୍ମୁ-କଶ୍ମୀର ପୁଲିସର ଜଣେ ଅଧିକାରୀ କହିଛନ୍ତି ଯେ ଏକ ମାରୁତି କାର୍ ହେରୋଇନ୍ ନାଲା ଡାଚନଠାରେ ଖାଇକୁ ଖସିପଡ଼ିଥିଲା । ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ […]

ଜମ୍ମୁ: ଜମ୍ମୁ-କଶ୍ମୀରର କିସ୍ତୱାର ଜିଲ୍ଲାର ଡାଚାନ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମାରୁତି କାର୍ ଏକ ଗଭୀର ଖାଇରେ ଖସିପଡ଼ିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ସମ୍ପର୍କରେ ଜମ୍ମୁ-କଶ୍ମୀର ପୁଲିସର ଜଣେ ଅଧିକାରୀ କହିଛନ୍ତି ଯେ ଏକ ମାରୁତି କାର୍ ହେରୋଇନ୍ ନାଲା ଡାଚନଠାରେ ଖାଇକୁ ଖସିପଡ଼ିଥିଲା । ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲା।

ଆହୁରି ପଢ଼ନ୍ତୁ: ବିହାରର ଅଶୋକଧାମ ମନ୍ଦିରରେ ଦଳାଚକଟା, ଶ୍ରାବଣ ସୋମବାରରେ ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଆହୁରି ପଢ଼ନ୍ତୁ: ଦିଲ୍ଲୀର ଟିକ୍ରି କଲାନ୍‌ରେ ଅଘଟଣ: ସିଏନ୍‌ଜି ଷ୍ଟେସନରେ ଗ୍ୟାସ୍ ଟାଙ୍କି ବିସ୍ଫୋରଣ, ଜଣେ ମୃତ ଓ ୬ ଆହତ

09 Jul 2024 By The Sakala

ଖାଇରେ ଖସି ପଡ଼ିଲା କାର୍‌: ୪ ମୃତ, ୨ ଗୁରୁତର

ଜମ୍ମୁ: ଜମ୍ମୁ-କଶ୍ମୀରର କିସ୍ତୱାର ଜିଲ୍ଲାର ଡାଚାନ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମାରୁତି କାର୍ ଏକ ଗଭୀର ଖାଇରେ ଖସିପଡ଼ିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ସମ୍ପର୍କରେ ଜମ୍ମୁ-କଶ୍ମୀର ପୁଲିସର ଜଣେ ଅଧିକାରୀ କହିଛନ୍ତି ଯେ ଏକ ମାରୁତି କାର୍ ହେରୋଇନ୍ ନାଲା ଡାଚନଠାରେ ଖାଇକୁ ଖସିପଡ଼ିଥିଲା । ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର