ବଜେଟ ୨୦୨୪-୨୫: ୧୦ଲକ୍ଷରୁ ୨୦ଲକ୍ଷକୁ ବୃଦ୍ଧି ହେଲା ମୁଦ୍ରା ଋଣ

The Sakala Picture
Published On

ନୂଆଦିଲ୍ଲୀ: ସଂସଦରେ ୨୦୨୪-୨୫ ବଜେଟ ଉପସ୍ଥାପିତ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟରେ ମୁଦ୍ରା ଋଣ ୨୦ଲକ୍ଷକୁ ବୃଦ୍ଧି ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। ମୁଦ୍ରା ଋଣ ସୀମା ୧୦ଲକ୍ଷରୁ ୨୦ଲକ୍ଷକୁ ବୃଦ୍ଧି ନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଏହି ଲୋନ୍‌ ପାଇବେ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଛୋଟ ଉଦ୍ୟୋଗୀ ଏବଂ ବ୍ୟବସାୟୀଙ୍କ ପାଇଁ ୨୦୧୫ରେ ଆରମ୍ଭ କରାଯାଇଥିବା ଏହି ଯୋଜନାରେ ବିନା ଗ୍ୟାରେଣ୍ଟିରେ ୧୦ […]

ନୂଆଦିଲ୍ଲୀ: ସଂସଦରେ ୨୦୨୪-୨୫ ବଜେଟ ଉପସ୍ଥାପିତ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟରେ ମୁଦ୍ରା ଋଣ ୨୦ଲକ୍ଷକୁ ବୃଦ୍ଧି ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। ମୁଦ୍ରା ଋଣ ସୀମା ୧୦ଲକ୍ଷରୁ ୨୦ଲକ୍ଷକୁ ବୃଦ୍ଧି ନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଏହି ଲୋନ୍‌ ପାଇବେ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

ଛୋଟ ଉଦ୍ୟୋଗୀ ଏବଂ ବ୍ୟବସାୟୀଙ୍କ ପାଇଁ ୨୦୧୫ରେ ଆରମ୍ଭ କରାଯାଇଥିବା ଏହି ଯୋଜନାରେ ବିନା ଗ୍ୟାରେଣ୍ଟିରେ ୧୦ ଲକ୍ଷ ଟଙ୍କାର ଋଣ ଯୋଗାଇ ଦେବାକୁ ବ୍ୟବସ୍ଥା କରାଯାଇଥିଲା। ଶିଶୁ,କିଶୋର ଏବଂ ତରୁଣ ଭଳି ତିନୋଟି ଶ୍ରେଣୀରେ ଏହି ଋଣ ଯୋଗାଇ ଦିଅଯାଉଥିଲା ବେଳେ ଶିଶୁ ଶ୍ରେଣୀକୁ ୫୦ ହଜାର, କିଶୋର ଶ୍ରେଣୀରେ ୫୦ ହଜାରରୁ ୫ ଲକ୍ଷ ଏବଂ ତରୁଣ ଶ୍ରେଣୀରେ ୫ ଲକ୍ଷରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବାକୁ ବ୍ୟବସ୍ଥା ରହିଥିଲା। ବର୍ତ୍ତମାନ ଏହାକୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର