ବଜେଟ ୨୦୨୪-୨୫: ପ୍ରଥମଥର ଚାକିରି କରିବାକୁ ଯାଉଥିବା ବ୍ୟକ୍ତିଙ୍କୁ ସରକାର ଦେବେ ୧ ମାସର ଦରମା

The Sakala Picture
Published On

ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ବଜେଟ ଉପସ୍ଥାନ କରିଛନ୍ତି ଅର୍ଥମନ୍ତ୍ରୀ । ଏହି ବଜେଟରେ ଇପିଏଫଓରେ ପଞ୍ଜୀକରଣ କରୁଥିବା କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ପ୍ରଥମଥର ଚାକିରି କରୁଥିବା କିମ୍ବା ପ୍ରଥମଥର ଇପିଏଫଓରେ ପଞ୍ଜୀକରଣ କରୁଥିବା କର୍ମଚାରୀଙ୍କୁ ସରକାର ୧୫ ହଜାର ଟଙ୍କା ଦେବେ। ଏହା ସେମାନଙ୍କ ଇପିଏଫଓ ଆକାଉଣ୍ଟରେ ଜମା ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ […]

ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ବଜେଟ ଉପସ୍ଥାନ କରିଛନ୍ତି ଅର୍ଥମନ୍ତ୍ରୀ । ଏହି ବଜେଟରେ ଇପିଏଫଓରେ ପଞ୍ଜୀକରଣ କରୁଥିବା କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ପ୍ରଥମଥର ଚାକିରି କରୁଥିବା କିମ୍ବା ପ୍ରଥମଥର ଇପିଏଫଓରେ ପଞ୍ଜୀକରଣ କରୁଥିବା କର୍ମଚାରୀଙ୍କୁ ସରକାର ୧୫ ହଜାର ଟଙ୍କା ଦେବେ। ଏହା ସେମାନଙ୍କ ଇପିଏଫଓ ଆକାଉଣ୍ଟରେ ଜମା ହେବ।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି,  ପ୍ରଥମଥର ଚାକିରି ଆରମ୍ଭ କରିବାକୁ ଯାଉଥିବା ଯୁବକଙ୍କୁ ୧ ମାସର ଦରମା ଆଗୁଆ ଦିଆଯିବ। ୱାର୍କଫର୍ମ ହୋମରେ ପ୍ରଥମଥର କାମ କରୁଥିବା ଯୁବପିଢ଼ିଙ୍କୁ ମଧ୍ୟ ୧ ମାସର ଦରମା ମିଳିବ। ୧ ଲକ୍ଷରୁ କମ ଦରମା ପାଉଥିବା କର୍ମଚାରୀ ଇପିଏଫଓରେ ପ୍ରଥମଥର ପାଇଁ ପଞ୍ଜୀକରଣ କଲେ, ସେମାନଙ୍କୁ ୩ଟି କିସ୍ତିରେ ୧୫ ହଜାର ଟଙ୍କାର ସହାୟତା ମିଳିବ। ଏହି ଦରମା ଡିବିଟି ଜରିଆରେ ୩ଟି କିସ୍ତିରେ ଦିଆଯିବ

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର