ପୁଣି କେଜ୍ରିଓ୍ବାଲଙ୍କୁ ଝଟକା, ଜାମିନ ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

The Sakala Picture
Published On

ନୂଆଦିଲ୍ଲୀ: ପୁଣି କେଜ୍ରିଓ୍ବାଲଙ୍କୁ ଝଟକା। ସିବିଆଇ ଗିରଫଦାରୀ ବିରୁଦ୍ଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରିଥିବା ଆବେଦନକୁ ଆଜି ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତିର ସିବିଆଇ ସହ ଜଡ଼ିତ ମାମଲାରେ ଦିଲ୍ଲୀ ହାଇକୋର୍ଟ ସୋମବାର ଏହି ରାୟ ଶୁଣାଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ବର୍ତ୍ତମାନ ଅରବିନ୍ଦ କେଜ୍ରିୱାଲ ଜେଲରୁ ବାହାରି ପାରିବେ ନାହିଁ । ସିବିଆଇ ମାମଲାରେ ଗିରଫକୁ ବେଆଇନ ଘୋଷଣା କରିଥିବା ଆବେଦନକୁ କୋର୍ଟ ମଧ୍ୟ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା ସହିତ […]

ନୂଆଦିଲ୍ଲୀ: ପୁଣି କେଜ୍ରିଓ୍ବାଲଙ୍କୁ ଝଟକା। ସିବିଆଇ ଗିରଫଦାରୀ ବିରୁଦ୍ଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରିଥିବା ଆବେଦନକୁ ଆଜି ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତିର ସିବିଆଇ ସହ ଜଡ଼ିତ ମାମଲାରେ ଦିଲ୍ଲୀ ହାଇକୋର୍ଟ ସୋମବାର ଏହି ରାୟ ଶୁଣାଇଛନ୍ତି।

ଆହୁରି ପଢ଼ନ୍ତୁ: 'ଆପଣ ଗୁଗଲରେ ଅଶ୍ଳୀଳ ଭିଡିଓ ଦେଖିଛନ୍ତି...': କ୍ରାଇମବ୍ରାଞ୍ଚ ଅଫିସର ପରିଚୟ ଦେଇ ମହିଳାଙ୍କଠାରୁ ୪.୫୦ ଲକ୍ଷ ଟଙ୍କାର ସାଇବର ଠକେଇ

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ବର୍ତ୍ତମାନ ଅରବିନ୍ଦ କେଜ୍ରିୱାଲ ଜେଲରୁ ବାହାରି ପାରିବେ ନାହିଁ । ସିବିଆଇ ମାମଲାରେ ଗିରଫକୁ ବେଆଇନ ଘୋଷଣା କରିଥିବା ଆବେଦନକୁ କୋର୍ଟ ମଧ୍ୟ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା ସହିତ କେଜ୍ରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ମଧ୍ୟ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଜାମିନ ପାଇଁ ନିମ୍ନ ଅଦାଲତକୁ ଯିବାକୁ ହାଇକୋର୍ଟ କହିଛନ୍ତି।
ସୂଚନାଯୋଗ୍ୟ, ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଇଡି ପକ୍ଷରୁ ଗିରଫ ହୋଇ ବର୍ତ୍ତମାନ ତିହାର ଜେଲରେ ଅଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟ ଇଡି ମାମଲାରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ। କିନ୍ତୁ ସିବିଆଇ ମାମଲାରେ ଆବେଦନ ଖାରଜ ହେବାରୁ କେଜ୍ରିୱାଲଙ୍କୁ ବର୍ତ୍ତମାନ ଜେଲରେ ହିଁ ରହିବାକୁ ପଡ଼ିବ।
05 Aug 2024 By The Sakala

ପୁଣି କେଜ୍ରିଓ୍ବାଲଙ୍କୁ ଝଟକା, ଜାମିନ ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ପୁଣି କେଜ୍ରିଓ୍ବାଲଙ୍କୁ ଝଟକା। ସିବିଆଇ ଗିରଫଦାରୀ ବିରୁଦ୍ଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରିଥିବା ଆବେଦନକୁ ଆଜି ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତିର ସିବିଆଇ ସହ ଜଡ଼ିତ ମାମଲାରେ ଦିଲ୍ଲୀ ହାଇକୋର୍ଟ ସୋମବାର ଏହି ରାୟ ଶୁଣାଇଛନ୍ତି।

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ବର୍ତ୍ତମାନ ଅରବିନ୍ଦ କେଜ୍ରିୱାଲ ଜେଲରୁ ବାହାରି ପାରିବେ ନାହିଁ । ସିବିଆଇ ମାମଲାରେ ଗିରଫକୁ ବେଆଇନ ଘୋଷଣା କରିଥିବା ଆବେଦନକୁ କୋର୍ଟ ମଧ୍ୟ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା ସହିତ କେଜ୍ରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ମଧ୍ୟ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଜାମିନ ପାଇଁ ନିମ୍ନ ଅଦାଲତକୁ ଯିବାକୁ ହାଇକୋର୍ଟ କହିଛନ୍ତି।
ସୂଚନାଯୋଗ୍ୟ, ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଇଡି ପକ୍ଷରୁ ଗିରଫ ହୋଇ ବର୍ତ୍ତମାନ ତିହାର ଜେଲରେ ଅଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟ ଇଡି ମାମଲାରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ। କିନ୍ତୁ ସିବିଆଇ ମାମଲାରେ ଆବେଦନ ଖାରଜ ହେବାରୁ କେଜ୍ରିୱାଲଙ୍କୁ ବର୍ତ୍ତମାନ ଜେଲରେ ହିଁ ରହିବାକୁ ପଡ଼ିବ।
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର