ଜାମ୍ମୁ କାଶ୍ମୀରରେ ଭୂମିକମ୍ପ ଝଟ୍‌କା, ରିକ୍ଟର ସ୍କେଲରେ ତୀବ୍ରତା ୪.୯

The Sakala Picture
Published On

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରରେ ଭୂମିକମ୍ପ ଝଟ୍‌କା । ଆଜି ସାକଳୁ ବାରାମୁଲା ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଫଳରେ ଲୋକେ ଭୟଭୀତ ହୋଇପଡିଛନ୍ତି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୯ ରେକର୍ଡ କରାଯାଇଛି। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ। ସୂଚନା ଅନୁଯାୟୀ, ଆଜି ବାରାମୁଲାରେ ସକାଳ ୬.୪୫ମିନିଟ୍‌ରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ବାରାମୁଲା ଠାରୁ ୭୪ କିଲୋମିଟର ଦୂରରେ ଭୂମି ତଳେ ପାଞ୍ଚ କିଲୋମିଟର ଗଭୀରତାରେ ଥିଲା। ଏହାର ତୀବ୍ରତା […]

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରରେ ଭୂମିକମ୍ପ ଝଟ୍କା ଆଜି ସାକଳୁ ବାରାମୁଲା ଅଞ୍ଚଳରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଫଳରେ ଲୋକେ ଭୟଭୀତ ହୋଇପଡିଛନ୍ତି। ରିକ୍ଟର ସ୍କେଲରେ ଏହାର ତୀବ୍ରତା . ରେକର୍ଡ କରାଯାଇଛି। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ।

ଆହୁରି ପଢ଼ନ୍ତୁ: ଆମେରିକାରେ ପିଲାଙ୍କ ପାସପୋର୍ଟ ନିୟମରେ ହୋଇପାରେ ପରିବର୍ତ୍ତନ: ବାପା-ମା'ଙ୍କୁ ଦେବାକୁ ପଡ଼ିବ ନାଗରିକତ୍ୱର ପ୍ରମାଣ

ସୂଚନା ଅନୁଯାୟୀ, ଆଜି ବାରାମୁଲାରେ ସକାଳ .୪୫ମିନିଟ୍ରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ବାରାମୁଲା ଠାରୁ ୭୪ କିଲୋମିଟର ଦୂରରେ ଭୂମି ତଳେ ପାଞ୍ଚ କିଲୋମିଟର ଗଭୀରତାରେ ଥିଲା। ଏହାର ତୀବ୍ରତା . ରେକର୍ଡ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ହେଲେ ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର