ଚିନ୍ତା ବଢ଼ାଇଲା ମଙ୍କି ପକ୍ସ: ହସ୍ପିଟାଲ ଓ ଏୟାରପୋର୍ଟକୁ ଆଲର୍ଟ ଜାରି

The Sakala Picture
Published On

ନୂଆଦିଲ୍ଲୀ: ମଙ୍କି ପକ୍ସ ଭାଇରସ୍ ନେଇ ଭୟର ବାତ୍ତାବରଣ ଦେଖିବାକୁ ମିଳିଛି । ଏହାର ପ୍ରଭାବ ଭାରତରେ ମଧ୍ୟ ଦେଖିବାକୁ ମିଳିଛି । ମଙ୍କି ପକ୍ସକୁ ଦୃଷ୍ଟିରେ ରଖି ବିଭିନ୍ନ ହସ୍ପିଟାଲ ଓ ଏୟାରପୋର୍ଟ ଗୁଡ଼ିକୁ ଆଲର୍ଟ ଜାରି କରାଯାଇଛି । ହସ୍ପିଟାଲ ଗୁଡ଼ିକୁ ଜରୁରୀକାଳୀନ ୱାର୍ଡ ପ୍ରସ୍ତୁତ ରଖିବାକୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଥିବା ଜଣାପଡ଼ିଛି । ଏୟାରପୋର୍ଟ ଗୁଡ଼ିକୁ ସଂକ୍ରମଣ ରୋକିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଥିବା ଜଣାପଡ଼ିଛି […]

ନୂଆଦିଲ୍ଲୀ: ମଙ୍କି ପକ୍ସ ଭାଇରସ୍ ନେଇ ଭୟର ବାତ୍ତାବରଣ ଦେଖିବାକୁ ମିଳିଛି । ଏହାର ପ୍ରଭାବ ଭାରତରେ ମଧ୍ୟ ଦେଖିବାକୁ ମିଳିଛି । ମଙ୍କି ପକ୍ସକୁ ଦୃଷ୍ଟିରେ ରଖି ବିଭିନ୍ନ ହସ୍ପିଟାଲ ଓ ଏୟାରପୋର୍ଟ ଗୁଡ଼ିକୁ ଆଲର୍ଟ ଜାରି କରାଯାଇଛି । ହସ୍ପିଟାଲ ଗୁଡ଼ିକୁ ଜରୁରୀକାଳୀନ ୱାର୍ଡ ପ୍ରସ୍ତୁତ ରଖିବାକୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଥିବା ଜଣାପଡ଼ିଛି । ଏୟାରପୋର୍ଟ ଗୁଡ଼ିକୁ ସଂକ୍ରମଣ ରୋକିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ବିରଳ ରୋଗରେ ପୀଡ଼ିତ ଶିଶୁକନ୍ୟା ପାଇଁ ଦେବଦୂତ ସାଜିଲେ ହେମନ୍ତ ସରକାର, ମଞ୍ଜୁର କଲେ ୧୫ କୋଟି ଟଙ୍କା

ଖବର ଅନୁଯାୟୀ, ଯେଉଁ ବ୍ୟକ୍ତି ଦେହରେ ନାଲି ନେଳି ଫିଳିଯାଉଥିବ ସେମାନଙ୍କୁ ଚିକ୍ନଟ କରିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ହସ୍ପିଟାଲ ଗୁଡ଼ିକୁ କୁହାଯାଇଛି । ସେମାନଙ୍କୁ ଆଇସୋଲେସନ ୱାର୍ଡରେ ରଖିବାକୁ ପରାମର୍ଶ ଦିଆଯାଇଛି ।
20 Aug 2024 By The Sakala

ଚିନ୍ତା ବଢ଼ାଇଲା ମଙ୍କି ପକ୍ସ: ହସ୍ପିଟାଲ ଓ ଏୟାରପୋର୍ଟକୁ ଆଲର୍ଟ ଜାରି

ନୂଆଦିଲ୍ଲୀ: ମଙ୍କି ପକ୍ସ ଭାଇରସ୍ ନେଇ ଭୟର ବାତ୍ତାବରଣ ଦେଖିବାକୁ ମିଳିଛି । ଏହାର ପ୍ରଭାବ ଭାରତରେ ମଧ୍ୟ ଦେଖିବାକୁ ମିଳିଛି । ମଙ୍କି ପକ୍ସକୁ ଦୃଷ୍ଟିରେ ରଖି ବିଭିନ୍ନ ହସ୍ପିଟାଲ ଓ ଏୟାରପୋର୍ଟ ଗୁଡ଼ିକୁ ଆଲର୍ଟ ଜାରି କରାଯାଇଛି । ହସ୍ପିଟାଲ ଗୁଡ଼ିକୁ ଜରୁରୀକାଳୀନ ୱାର୍ଡ ପ୍ରସ୍ତୁତ ରଖିବାକୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଥିବା ଜଣାପଡ଼ିଛି । ଏୟାରପୋର୍ଟ ଗୁଡ଼ିକୁ ସଂକ୍ରମଣ ରୋକିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଥିବା ଜଣାପଡ଼ିଛି ।

ଖବର ଅନୁଯାୟୀ, ଯେଉଁ ବ୍ୟକ୍ତି ଦେହରେ ନାଲି ନେଳି ଫିଳିଯାଉଥିବ ସେମାନଙ୍କୁ ଚିକ୍ନଟ କରିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ହସ୍ପିଟାଲ ଗୁଡ଼ିକୁ କୁହାଯାଇଛି । ସେମାନଙ୍କୁ ଆଇସୋଲେସନ ୱାର୍ଡରେ ରଖିବାକୁ ପରାମର୍ଶ ଦିଆଯାଇଛି ।
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର