ମୁମ୍ବାଇ-ଥିରୁଅନନ୍ତପୁରମ ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ

The Sakala Picture
Published On

ନୂଆଦିଲ୍ଲୀ: ଏୟାର ଇଣ୍ଡିଆର ଏକ ବିମାନରେ ରହିଛି ବୋମା । ଏଭଳି ଧମକ ମିଳିଥିବାବେଳେ ଯାତ୍ରୀଙ୍କ ମଧ୍ୟରେ ଖେଳି ଯାଇଛି ଭୟର ବାତାବରଣ । ମୁମ୍ବାଇରୁ ଉଡ଼ାଣ ଭରିଥିବା ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ। କେରଳ ଥିରୁଅନନ୍ତପୁରମ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରାଯାଇଛି। ଏୟାର ଇଣ୍ଡିଆର ବିମାନ ୬୫୭ ମୁମ୍ବାଇରୁ ଉଡ଼ାଣ ଭରିଥିଲା। ପରେ ବିମାନରେ ବୋମା ଥିବା ନେଇ ସୂଚନା ମିଳିବା ପରେ ଏହାକୁ କେରଳର ଥିରୁଭନନ୍ତପୁରମରେ ଜରୁରୀ ଅବତରଣ କରାଯାଇଛି। ମମ୍ବାଇରୁ ଥିରୁଅନ୍ତପୁରମ୍‌ରେ […]

ନୂଆଦିଲ୍ଲୀ: ଏୟାର ଇଣ୍ଡିଆର ଏକ ବିମାନରେ ରହିଛି ବୋମା । ଏଭଳି ଧମକ ମିଳିଥିବାବେଳେ ଯାତ୍ରୀଙ୍କ ମଧ୍ୟରେ ଖେଳି ଯାଇଛି ଭୟର ବାତାବରଣ । ମୁମ୍ବାଇରୁ ଉଡ଼ାଣ ଭରିଥିବା ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ। କେରଳ ଥିରୁଅନନ୍ତପୁରମ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରାଯାଇଛି। ଏୟାର ଇଣ୍ଡିଆର ବିମାନ ୬୫୭ ମୁମ୍ବାଇରୁ ଉଡ଼ାଣ ଭରିଥିଲା। ପରେ ବିମାନରେ ବୋମା ଥିବା ନେଇ ସୂଚନା ମିଳିବା ପରେ ଏହାକୁ କେରଳର ଥିରୁଭନନ୍ତପୁରମରେ ଜରୁରୀ ଅବତରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ପାକିସ୍ତାନ ସୀମା ନିକଟରେ ବାୟୁସେନାର ମେଗା ସମରାଭ୍ୟାସ, ସିଜ୍ ହେଲା ଆକାଶମାର୍ଗ, ଗର୍ଜିବେ ଯୁଦ୍ଧ ବିମାନ

ମମ୍ବାଇରୁ ଥିରୁଅନ୍ତପୁରମ୍‌ରେ ପହଞ୍ଚିଥିବା ଏୟାର ଇଣ୍ଡିଆର ବିମାନ AI 657ରେ ବୋମା ଥିବା ଧମକ ମିଳିବା ପରେ ପୂରା ବିମାନ ବନ୍ଦରରେ ଏମରଜେନ୍ସି ଘୋଷଣା କରାଯାଇଛି।ଏହାପରେ ଏୟାର ଇଣ୍ଡିଆ ବିମାନ AI 657କୁ ବିମାନ ବନ୍ଦରରେ ନିରାପଦରେ ଅବତରଣ କରାଯାଇଥିଲା। ଏହି ବିମାନଟିକୁ ବର୍ତ୍ତମାନ ଆଇସୋଲେସନରେ ରଖାଯାଇଛି। କ୍ରୁ ସଦସ୍ୟଙ୍କ ସମେତ ବିମାନରେ ମୋଟ ୧୩୫ ଯାତ୍ରୀ ଥିଲେ। ସମସ୍ତଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଛି। ସେପଟେ ବିମାନ ବନ୍ଦର ଅଧିକାରୀମାନେ ସମ୍ପୂର୍ଣ୍ଣ ବିମାନର ଯାଞ୍ଚ ଜାରି ରଖିଛନ୍ତି।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର