ଛତିଶଗଡରେ ବଡ଼ ଧରଣର ମାଓ ଅପରେସନ, ସୁରକ୍ଷାକର୍ମୀଙ୍କ ଗୁଳିରେ ୯ ମାଓବାଦୀ ନିହତ…

The Sakala Picture
Published On

ଛତିଶଗଡ: ଛତିଶଗଡରେ ନକ୍ସଲଙ୍କ ବିରୋଧରେ ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା ମିଳିଛି। ସୂଚନାନୁସାରେ, ଦନ୍ତେୱାଡା ଏବଂ ବିଜାପୁର ଜିଲ୍ଲାର ସୀମା ଅଞ୍ଚଳରେ ମଙ୍ଗଳବାର ସକାଳ ୧୦ଟା ୩୦ ରୁ ସୁରକ୍ଷାକର୍ମୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏହି ଏନକାଉଣ୍ଟର ଚାଲିଛି। ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ଜାରି ରହିଛି। ସମସ୍ତ ସୁରକ୍ଷାକର୍ମୀ ନିରାପଦରେ ଥିବାବେଳେ ୯ରୁ ଅଧିକ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଡିଆର୍‌ଜି ଓ ସିଆର୍‌ପିଏଫ୍‌ ମିଳିତ ଅପରେସନରେ ଏହି […]

ଛତିଶଗଡ: ଛତିଶଗଡରେ ନକ୍ସଲଙ୍କ ବିରୋଧରେ ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା ମିଳିଛି। ସୂଚନାନୁସାରେ, ଦନ୍ତେୱାଡା ଏବଂ ବିଜାପୁର ଜିଲ୍ଲାର ସୀମା ଅଞ୍ଚଳରେ ମଙ୍ଗଳବାର ସକାଳ ୧୦ଟା ୩୦ ରୁ ସୁରକ୍ଷାକର୍ମୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏହି ଏନକାଉଣ୍ଟର ଚାଲିଛି। ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ଜାରି ରହିଛି। ସମସ୍ତ ସୁରକ୍ଷାକର୍ମୀ ନିରାପଦରେ ଥିବାବେଳେ ୯ରୁ ଅଧିକ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଡିଆର୍‌ଜି ଓ ସିଆର୍‌ପିଏଫ୍‌ ମିଳିତ ଅପରେସନରେ ଏହି ସଫଳତା ମିଳିଛି।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର