ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ୫.୮ ରେକର୍ଡ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ରେକର୍ଡ କରାଯାଇଥିଲା। ସୂଚନା  ଅନୁଯାୟୀ, ଏହି ଭୂକମ୍ପର କେନ୍ଦ୍ର ପାକିସ୍ତାନର ଡେରା ଗାଜି ଖାନ ଅଞ୍ଚଳ ଥିଲା। ଇସଲାମାବାଦ ଏବଂ ପାକିସ୍ତାନର ଲାହୋରରେ ମଧ୍ୟ ଭୂକମ୍ପ କମ୍ପନ ଅନୁଭୂତ ହୋଇଥିଲା। ଦିଲ୍ଲୀ-ଏନସିଆର ବ୍ୟତୀତ ଜମ୍ମୁ-କାଶ୍ମୀର, ପଞ୍ଜାବ, ହରିୟାଣାରେ ମଧ୍ୟ କମ୍ପନ ଅନୁଭୂତ ହୋଇଛି। ବର୍ତ୍ତମାନ ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହେବାର କୌଣସି ସୂଚନା ନାହିଁ। କମ୍ପନ ଗୁଡ଼ିକ ସାମାନ୍ୟ ହାଲକା ଥିଲା […]

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ରେକର୍ଡ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ନିଟ୍‌ ପେପର ଲିକ୍ ଓ ପୋଲିସ କାର୍ଯ୍ୟାନୁଷ୍ଠାନକୁ ବିରୋଧ: ସଂସଦ ବାହାରେ କଳା ପୋଷାକରେ ବିରୋଧୀ ସାଂସଦଙ୍କ ପ୍ରତିବାଦ

ସୂଚନା  ଅନୁଯାୟୀ, ଏହି ଭୂକମ୍ପର କେନ୍ଦ୍ର ପାକିସ୍ତାନର ଡେରା ଗାଜି ଖାନ ଅଞ୍ଚଳ ଥିଲା। ଇସଲାମାବାଦ ଏବଂ ପାକିସ୍ତାନର ଲାହୋରରେ ମଧ୍ୟ ଭୂକମ୍ପ କମ୍ପନ ଅନୁଭୂତ ହୋଇଥିଲା। ଦିଲ୍ଲୀ-ଏନସିଆର ବ୍ୟତୀତ ଜମ୍ମୁ-କାଶ୍ମୀର, ପଞ୍ଜାବ, ହରିୟାଣାରେ ମଧ୍ୟ କମ୍ପନ ଅନୁଭୂତ ହୋଇଛି। ବର୍ତ୍ତମାନ ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହେବାର କୌଣସି ସୂଚନା ନାହିଁ। କମ୍ପନ ଗୁଡ଼ିକ ସାମାନ୍ୟ ହାଲକା ଥିଲା । ତେଣୁ କ୍ଷୟକ୍ଷତିର ସମ୍ଭାବନା ନାହିଁ ।

ଆହୁରି ପଢ଼ନ୍ତୁ: ପେପର ଲିକ୍ ମାମଲା ପାଇଁ ଗଠନ ହେବ ଫାଷ୍ଟଟ୍ରାକ୍ କୋର୍ଟ, ଦେଶବ୍ୟାପୀ ବିକ୍ଷୋଭ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ଼ ଘୋଷଣା

11 Sep 2024 By The Sakala

ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ୫.୮ ରେକର୍ଡ

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ରେକର୍ଡ କରାଯାଇଥିଲା।

ସୂଚନା  ଅନୁଯାୟୀ, ଏହି ଭୂକମ୍ପର କେନ୍ଦ୍ର ପାକିସ୍ତାନର ଡେରା ଗାଜି ଖାନ ଅଞ୍ଚଳ ଥିଲା। ଇସଲାମାବାଦ ଏବଂ ପାକିସ୍ତାନର ଲାହୋରରେ ମଧ୍ୟ ଭୂକମ୍ପ କମ୍ପନ ଅନୁଭୂତ ହୋଇଥିଲା। ଦିଲ୍ଲୀ-ଏନସିଆର ବ୍ୟତୀତ ଜମ୍ମୁ-କାଶ୍ମୀର, ପଞ୍ଜାବ, ହରିୟାଣାରେ ମଧ୍ୟ କମ୍ପନ ଅନୁଭୂତ ହୋଇଛି। ବର୍ତ୍ତମାନ ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହେବାର କୌଣସି ସୂଚନା ନାହିଁ। କମ୍ପନ ଗୁଡ଼ିକ ସାମାନ୍ୟ ହାଲକା ଥିଲା । ତେଣୁ କ୍ଷୟକ୍ଷତିର ସମ୍ଭାବନା ନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର