ମନୋରଞ୍ଜନ
ଓଡ଼ିଶା
ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟର: ୨ ଯବାନ ସହିଦ, ୨ ଆତଙ୍କବାଦୀ ନିହତ
ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀରରେ ଏନକାଉଣ୍ଟର। ପୃଥକ ପୃଥକ ଏନକାଉଣ୍ଟରରେ ୨ ସେନା ଯବାନ ସହିଦ ହୋଇଥିବା ବେଳେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଜମ୍ମୁ ଓ କାଶ୍ମୀର କଠୱାରେ ସୁରକ୍ଷାବଳଙ୍କ ଗୁଳିରେ ୨ ଆତଙ୍କୀ ଟଳିଥିବାବେଳେ କିସ୍ତୱାଡ଼ରେ ଆଉ ଏକ ଏନକାଉଣ୍ଟରରେ ଦୁଇ ସେନା ଯବାନ ସହିଦ ହୋଇଛନ୍ତି। ସେହିପରି ଏନକାଉଣ୍ଟରରେ ଅନ୍ୟ ଦୁଇ ଯବାନ ଆହତ ହୋଇଛନ୍ତି। କିସ୍ତୱାଡ ଚଟରୁ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ବେଳେ ଗୁଳିବିନିମୟ ହୋଇଛି। ଏହି ସମୟରେ […]
ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀରରେ ଏନକାଉଣ୍ଟର। ପୃଥକ ପୃଥକ ଏନକାଉଣ୍ଟରରେ ୨ ସେନା ଯବାନ ସହିଦ ହୋଇଥିବା ବେଳେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଜମ୍ମୁ ଓ କାଶ୍ମୀର କଠୱାରେ ସୁରକ୍ଷାବଳଙ୍କ ଗୁଳିରେ ୨ ଆତଙ୍କୀ ଟଳିଥିବାବେଳେ କିସ୍ତୱାଡ଼ରେ ଆଉ ଏକ ଏନକାଉଣ୍ଟରରେ ଦୁଇ ସେନା ଯବାନ ସହିଦ ହୋଇଛନ୍ତି। ସେହିପରି ଏନକାଉଣ୍ଟରରେ ଅନ୍ୟ ଦୁଇ ଯବାନ ଆହତ ହୋଇଛନ୍ତି।
ଆହୁରି ପଢ଼ନ୍ତୁ: ସାଉଦି ଆରବର ଆରାମକୋ ରିଫାଇନାରୀ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ନୂଆ 'ମକ୍କା ଚୁକ୍ତି' ଉପରେ ଉଠିଲା ପ୍ରଶ୍ନ
କିସ୍ତୱାଡ ଚଟରୁ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ବେଳେ ଗୁଳିବିନିମୟ ହୋଇଛି। ଏହି ସମୟରେ ଆତଙ୍କବାଦୀଙ୍କ ଗୁଳିରେ ୪ ଯବାନ ଆହତ ହୋଇଥିଲେ। ପରେ ଆହତ ଯବାନଙ୍କ ମଧ୍ୟରୁ ୨ ଜଣ ସହିଦ ହୋଇଥିବା ଜଣାପଡ଼ିଛି।






