ଆସନ୍ତାକାଲି ସିଏମ୍ ଆବାସ ଖାଲି କରିବେ ଅରବିନ୍ଦ କେଜ୍ରିୱାଲ

The Sakala Picture
Published On

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇସାରିଛନ୍ତି ଅରବିନ୍ଦ କେଜ୍ରିଓ୍ବାଲ । ଏନେଇ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ କେଜ୍ରିୱାଲ । ମୁଖ୍ୟମନ୍ତ୍ରୀ ନିବାସ ଛାଡ଼ିବା ପରେ ସେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ୍‌ ସାଂସଦ ଅଶୋକ ମିତ୍ତଲଙ୍କ ଘରେ ରହିବା ନେଇ ସୂଚନା ରହିଛି। ଏହି ପ୍ରରିପେକ୍ଷୀରେ ଦଳର ନେତା, କାଉନସିଲର, ବିଧାୟକ ଓ ସାଂସଦମାନେ ଅରବିନ୍ଦ କେଜ୍ରିୱାଲଙ୍କୁ ସେମାନଙ୍କ ଘର ଅଫର କରିଥିଲେ, କିନ୍ତୁ ଅରବିନ୍ଦ କେଜ୍ରିୱାଲ ଅଶୋକ ମିତ୍ତଲଙ୍କ ଘରେ ରହିବେ […]

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇସାରିଛନ୍ତି ଅରବିନ୍ଦ କେଜ୍ରିଓ୍ବାଲ । ଏନେଇ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ କେଜ୍ରିୱାଲ । ମୁଖ୍ୟମନ୍ତ୍ରୀ ନିବାସ ଛାଡ଼ିବା ପରେ ସେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ୍‌ ସାଂସଦ ଅଶୋକ ମିତ୍ତଲଙ୍କ ଘରେ ରହିବା ନେଇ ସୂଚନା ରହିଛି।

ଆହୁରି ପଢ଼ନ୍ତୁ: ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା: ବିବାହର ୪ ମାସ ନ ପୂରୁଣୁ କମ୍ବଳରେ ମୁହଁ ଚାପି ମାରିଦେଲା

ଏହି ପ୍ରରିପେକ୍ଷୀରେ ଦଳର ନେତା, କାଉନସିଲର, ବିଧାୟକ ଓ ସାଂସଦମାନେ ଅରବିନ୍ଦ କେଜ୍ରିୱାଲଙ୍କୁ ସେମାନଙ୍କ ଘର ଅଫର କରିଥିଲେ, କିନ୍ତୁ ଅରବିନ୍ଦ କେଜ୍ରିୱାଲ ଅଶୋକ ମିତ୍ତଲଙ୍କ ଘରେ ରହିବେ ବୋଲି ସୂଚନା ମିଳିଛି। ଅଶୋକ ମିତ୍ତଲଙ୍କ ଘର ୫ ଫିରୋଜଶାହା ରୋଡରେ ଅବସ୍ଥିତ। କେଜ୍ରିଓ୍ବାଲ ନୂଆଦିଲ୍ଲୀରୁ ତାଙ୍କ ବିଧାନସଭା ଏବଂ ଦିଲ୍ଲୀ ନିର୍ବାଚନ ପ୍ରଚାରର ତଦାରଖ କରିବେ। କେଜ୍ରିୱାଲ ଏକ ରାଷ୍ଟ୍ରୀୟ ପାର୍ଟିର ମୁଖ୍ୟ ହୋଇଥିବାରୁ ସେ କ୍ଷମତାରେ ନ ରହିଲେ ମଧ୍ୟ ତାଙ୍କୁ ଏକ ସରକାରୀ ଆବାସ ଯୋଗାଇ ଦେବାକୁ ଦଳ ପକ୍ଷରୁ କେନ୍ଦ୍ର ସରକାରଙ୍କ ନିକଟରେ ଅପିଲ୍‌ କରାଯାଇଥିଲା । ମାତ୍ର ଏନେଇ କେନ୍ଦ୍ର ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ ।
03 Oct 2024 By The Sakala

ଆସନ୍ତାକାଲି ସିଏମ୍ ଆବାସ ଖାଲି କରିବେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇସାରିଛନ୍ତି ଅରବିନ୍ଦ କେଜ୍ରିଓ୍ବାଲ । ଏନେଇ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ କେଜ୍ରିୱାଲ । ମୁଖ୍ୟମନ୍ତ୍ରୀ ନିବାସ ଛାଡ଼ିବା ପରେ ସେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ୍‌ ସାଂସଦ ଅଶୋକ ମିତ୍ତଲଙ୍କ ଘରେ ରହିବା ନେଇ ସୂଚନା ରହିଛି।

ଏହି ପ୍ରରିପେକ୍ଷୀରେ ଦଳର ନେତା, କାଉନସିଲର, ବିଧାୟକ ଓ ସାଂସଦମାନେ ଅରବିନ୍ଦ କେଜ୍ରିୱାଲଙ୍କୁ ସେମାନଙ୍କ ଘର ଅଫର କରିଥିଲେ, କିନ୍ତୁ ଅରବିନ୍ଦ କେଜ୍ରିୱାଲ ଅଶୋକ ମିତ୍ତଲଙ୍କ ଘରେ ରହିବେ ବୋଲି ସୂଚନା ମିଳିଛି। ଅଶୋକ ମିତ୍ତଲଙ୍କ ଘର ୫ ଫିରୋଜଶାହା ରୋଡରେ ଅବସ୍ଥିତ। କେଜ୍ରିଓ୍ବାଲ ନୂଆଦିଲ୍ଲୀରୁ ତାଙ୍କ ବିଧାନସଭା ଏବଂ ଦିଲ୍ଲୀ ନିର୍ବାଚନ ପ୍ରଚାରର ତଦାରଖ କରିବେ। କେଜ୍ରିୱାଲ ଏକ ରାଷ୍ଟ୍ରୀୟ ପାର୍ଟିର ମୁଖ୍ୟ ହୋଇଥିବାରୁ ସେ କ୍ଷମତାରେ ନ ରହିଲେ ମଧ୍ୟ ତାଙ୍କୁ ଏକ ସରକାରୀ ଆବାସ ଯୋଗାଇ ଦେବାକୁ ଦଳ ପକ୍ଷରୁ କେନ୍ଦ୍ର ସରକାରଙ୍କ ନିକଟରେ ଅପିଲ୍‌ କରାଯାଇଥିଲା । ମାତ୍ର ଏନେଇ କେନ୍ଦ୍ର ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ ।
https://www.thesakala.in/national-international/arvind-kejriwal-delhi-cm-residence-ashok-mittal-bungalow/article-35608
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର