ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ନକ୍ସଲ ମୁକାବିଲାରେ ବଡ଼ ସଫଳତା: ସୁରକ୍ଷାକର୍ମୀଙ୍କ ଗୁଳିରେ ୩୦ରୁ ଉର୍ଦ୍ଧ୍ବ ମାଓବାଦୀ ନିପାତ

The Sakala Picture
Published On

ଛତିଶଗଡ଼: ନକ୍ସଲ ମୁକାବିଲାରେ ବଡ଼ ସଫଳତା । ଛତିଶଗଡ଼ର ନାରାୟଣପୁର ଓ ଦନ୍ତେୱାଡ଼ା ଜିଲ୍ଲାର ସୀମାନ୍ତରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଏହି ଏନକାଉଣ୍ଟରରେ ୩୦ ରୁ ଉର୍ଦ୍ଧ୍ବ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା।  ଏନକାଉଣ୍ଟର ନେଇ ସ୍ଥାନୀୟ ଏସପି ସୂଚନା ଦେଇଛନ୍ତି । ଜଙ୍ଗଲରୁ ବର୍ତ୍ତମାନ ସୁଦ୍ଧା ୩୦ ରୁ ଉର୍ଦ୍ଧ୍ବ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହାସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି । ପୂରା ଅଞ୍ଚଳକୁ […]

ଛତିଶଗଡ଼: ନକ୍ସଲ ମୁକାବିଲାରେ ବଡ଼ ସଫଳତା । ଛତିଶଗଡ଼ର ନାରାୟଣପୁର ଓ ଦନ୍ତେୱାଡ଼ା ଜିଲ୍ଲାର ସୀମାନ୍ତରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଏହି ଏନକାଉଣ୍ଟରରେ ୩୦ ରୁ ଉର୍ଦ୍ଧ୍ବ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା।  ଏନକାଉଣ୍ଟର ନେଇ ସ୍ଥାନୀୟ ଏସପି ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଇସ୍ରାଏଲ୍-ଇରାନ୍ ଯୁଦ୍ଧ ମଧ୍ୟରେ ହୋରମୁଜ୍ ପ୍ରଣାଳୀକୁ ନେଇ ଇରାନର ବଡ଼ ଘୋଷଣା: ଜାହାଜଗୁଡ଼ିକ ଉପରେ ଲାଗିବ ଟ୍ରାଞ୍ଜିଟ୍ ଫି’

ଜଙ୍ଗଲରୁ ବର୍ତ୍ତମାନ ସୁଦ୍ଧା ୩୦ ରୁ ଉର୍ଦ୍ଧ୍ବ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହାସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି । ପୂରା ଅଞ୍ଚଳକୁ ଘେରି ସୁରାକ୍ଷାକର୍ମୀ ଏବେ ବି ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି।

ଆହୁରି ପଢ଼ନ୍ତୁ: ନିଟ୍ ପୁନଃ ପରୀକ୍ଷା: ପ୍ରଶ୍ନପତ୍ର ସୁରକ୍ଷା ପାଇଁ ବାୟୁସେନାର MI-17 ହେଲିକପ୍ଟର ମୁତୟନ, ୧୮ଟି ସ୍ଥାନରୁ ହେବ ଏୟାରଲିଫ୍ଟ

ମାଓବାଦୀମାନେ ଜଙ୍ଗଲରେ କ୍ୟାମ୍ପ କରିଥିବା ବେଳେ ସେମାନଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ ସୁରକ୍ଷାକର୍ମୀ । ଜବତ ହୋଇଥିବା ଅସ୍ତ୍ରଶସ୍ତ୍ର ମଧ୍ୟରେ ରହିଛି ଏକେ ୪୭ ରାଇଫଲ ଓ ଏସଏଲଆର । ଚଳିତବର୍ଷ କେବଳ ବସ୍ତର ଅଞ୍ଚଳରେ ୧୬୦ରୁ ଅଧିକ ମାଓବାଦୀ ନିହତ ହେଲେଣି ।

ଆହୁରି ପଢ଼ନ୍ତୁ: ଟ୍ରମ୍ପ ଏବଂ ନେତନ୍ୟାହୁଙ୍କ ମଧ୍ୟରେ ରାଜନୈତିକ ଅସ୍ତିତ୍ୱ ବଞ୍ଚାଇବାକୁ ସଂଘର୍ଷ: କ'ଣ ରହିଛି ଏହାର ପ୍ରଭାବ?

04 Oct 2024 By The Sakala

ନକ୍ସଲ ମୁକାବିଲାରେ ବଡ଼ ସଫଳତା: ସୁରକ୍ଷାକର୍ମୀଙ୍କ ଗୁଳିରେ ୩୦ରୁ ଉର୍ଦ୍ଧ୍ବ ମାଓବାଦୀ ନିପାତ

ଛତିଶଗଡ଼: ନକ୍ସଲ ମୁକାବିଲାରେ ବଡ଼ ସଫଳତା । ଛତିଶଗଡ଼ର ନାରାୟଣପୁର ଓ ଦନ୍ତେୱାଡ଼ା ଜିଲ୍ଲାର ସୀମାନ୍ତରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଏହି ଏନକାଉଣ୍ଟରରେ ୩୦ ରୁ ଉର୍ଦ୍ଧ୍ବ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା।  ଏନକାଉଣ୍ଟର ନେଇ ସ୍ଥାନୀୟ ଏସପି ସୂଚନା ଦେଇଛନ୍ତି ।

ଜଙ୍ଗଲରୁ ବର୍ତ୍ତମାନ ସୁଦ୍ଧା ୩୦ ରୁ ଉର୍ଦ୍ଧ୍ବ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହାସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି । ପୂରା ଅଞ୍ଚଳକୁ ଘେରି ସୁରାକ୍ଷାକର୍ମୀ ଏବେ ବି ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି।

ମାଓବାଦୀମାନେ ଜଙ୍ଗଲରେ କ୍ୟାମ୍ପ କରିଥିବା ବେଳେ ସେମାନଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ ସୁରକ୍ଷାକର୍ମୀ । ଜବତ ହୋଇଥିବା ଅସ୍ତ୍ରଶସ୍ତ୍ର ମଧ୍ୟରେ ରହିଛି ଏକେ ୪୭ ରାଇଫଲ ଓ ଏସଏଲଆର । ଚଳିତବର୍ଷ କେବଳ ବସ୍ତର ଅଞ୍ଚଳରେ ୧୬୦ରୁ ଅଧିକ ମାଓବାଦୀ ନିହତ ହେଲେଣି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର