ମାନହାନୀ ମାମଲାରେ ରାହୁଲ ଗାନ୍ଧୀଙ୍କୁ ପୁନେ କୋର୍ଟର ସମନ

The Sakala Picture
Published On

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପୁଣି ଅଡୁଆରେ ଛନ୍ଦିହୋଇଛନ୍ତି । ଏକ ମାନହାନୀ ମାମଲାରେ ପୁନେ କୋର୍ଟ ରାହୁଲ ଗାନ୍ଧିଙ୍କୁ ହାଜର ହେବାକୁ ସମନ କରିଛନ୍ତି ।  ତାଙ୍କୁ ଅକ୍ଟୋବର ୨୩ରେ କୋର୍ଟରେ ହାଜର ହେବାକୁ ସମନରେ କୁହାଯାଇଛି । ପୁନେ କୋର୍ଟ ରାହୁଲ ଗାନ୍ଧୀଙ୍କୁ ବୀର ସାବରକରଙ୍କ ନାତି ସାତ୍ୟକି ସାବରକରଙ୍କ ଦ୍ୱାରା ଦାଖଲ ହୋଇଥିବା ମାନହାନୀ ମାମଲାରେ ସମନ ଜାରି କରିଛନ୍ତି । ଅଭିଯୋଗ ହୋଇଛି […]

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପୁଣି ଅଡୁଆରେ ଛନ୍ଦିହୋଇଛନ୍ତି । ଏକ ମାନହାନୀ ମାମଲାରେ ପୁନେ କୋର୍ଟ ରାହୁଲ ଗାନ୍ଧିଙ୍କୁ ହାଜର ହେବାକୁ ସମନ କରିଛନ୍ତି ।  ତାଙ୍କୁ ଅକ୍ଟୋବର ୨୩ରେ କୋର୍ଟରେ ହାଜର ହେବାକୁ ସମନରେ କୁହାଯାଇଛି । ପୁନେ କୋର୍ଟ ରାହୁଲ ଗାନ୍ଧୀଙ୍କୁ ବୀର ସାବରକରଙ୍କ ନାତି ସାତ୍ୟକି ସାବରକରଙ୍କ ଦ୍ୱାରା ଦାଖଲ ହୋଇଥିବା ମାନହାନୀ ମାମଲାରେ ସମନ ଜାରି କରିଛନ୍ତି ।

ଆହୁରି ପଢ଼ନ୍ତୁ: ଜନ୍ତର ମନ୍ତରରେ CJP ର ବିକ୍ଷୋଭ: ଦିଲ୍ଲୀରେ ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ

ଅଭିଯୋଗ ହୋଇଛି ଯେ, ରାହୁଲ ଗାନ୍ଧୀ ୫ ମାର୍ଚ୍ଚ ୨୦୨୩ରେ ଲଣ୍ଡନରେ ସାବରକରଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ ।ଏନେଇ ସାତ୍ୟକି ସାବରକର ଗତବର୍ଷ ଏପ୍ରିଲରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ପୁନେର ମାଜିଷ୍ଟ୍ରେଟ କୋର୍ଟରେ ଅଭିଯୋଗ ଦାଖଲ କରିଥିଲେ । ଏହାର ଶୁଣାଣି କରି କୋର୍ଟ ଆଜି ରାହୁଲ ଗାନ୍ଧୀଙ୍କୁ ସମନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ସିଜେପି ପ୍ରଦର୍ଶନକାରୀଙ୍କ ଉପରେ ପୁଲିସ କାର୍ଯ୍ୟାନୁଷ୍ଠାନ ମାମଲା: ଭୁଲ ଖବର ପ୍ରସାରଣକୁ ନେଇ କ୍ଷୁବ୍ଧ ହେଲେ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

04 Oct 2024 By The Sakala

ମାନହାନୀ ମାମଲାରେ ରାହୁଲ ଗାନ୍ଧୀଙ୍କୁ ପୁନେ କୋର୍ଟର ସମନ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପୁଣି ଅଡୁଆରେ ଛନ୍ଦିହୋଇଛନ୍ତି । ଏକ ମାନହାନୀ ମାମଲାରେ ପୁନେ କୋର୍ଟ ରାହୁଲ ଗାନ୍ଧିଙ୍କୁ ହାଜର ହେବାକୁ ସମନ କରିଛନ୍ତି ।  ତାଙ୍କୁ ଅକ୍ଟୋବର ୨୩ରେ କୋର୍ଟରେ ହାଜର ହେବାକୁ ସମନରେ କୁହାଯାଇଛି । ପୁନେ କୋର୍ଟ ରାହୁଲ ଗାନ୍ଧୀଙ୍କୁ ବୀର ସାବରକରଙ୍କ ନାତି ସାତ୍ୟକି ସାବରକରଙ୍କ ଦ୍ୱାରା ଦାଖଲ ହୋଇଥିବା ମାନହାନୀ ମାମଲାରେ ସମନ ଜାରି କରିଛନ୍ତି ।

ଅଭିଯୋଗ ହୋଇଛି ଯେ, ରାହୁଲ ଗାନ୍ଧୀ ୫ ମାର୍ଚ୍ଚ ୨୦୨୩ରେ ଲଣ୍ଡନରେ ସାବରକରଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ ।ଏନେଇ ସାତ୍ୟକି ସାବରକର ଗତବର୍ଷ ଏପ୍ରିଲରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ପୁନେର ମାଜିଷ୍ଟ୍ରେଟ କୋର୍ଟରେ ଅଭିଯୋଗ ଦାଖଲ କରିଥିଲେ । ଏହାର ଶୁଣାଣି କରି କୋର୍ଟ ଆଜି ରାହୁଲ ଗାନ୍ଧୀଙ୍କୁ ସମନ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର