ମୁମ୍ବାଇରେ ଏକ କୋଠାରେ ଭୟାବହ ଅଗ୍ନିକାଣ୍ଡ; ୩ଶିଶୁଙ୍କ ସମେତ ୭ଜଣ ଜୀବନ୍ତ ଦଗ୍ଧ

The Sakala Picture
Published On

ମୁମ୍ବାଇ: ମହାରାଷ୍ଟ୍ର ଚେମ୍ବୁର୍‌ ଅଞ୍ଚଳର ଏକ କୋଠାରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ଗୋଟିଏ ପରିବାରର ୩ଶିଶୁଙ୍କ ସମେତ ୭ଜଣ ଜୀବନ୍ତ ଜଳିଗଲେ । ସର୍ଟସର୍କିଟ ପରେ ପୂରା ବିଲ୍ଡିଂକୁ ନିଆଁ ବ୍ୟାପିଯାଇଥିବା ନେଇ ସୂଚନା । ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀର ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅନେକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା। ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ତେବେ ଦୋକାନ ଏବଂ ଘରେ ଥିବା […]

ମୁମ୍ବାଇ: ମହାରାଷ୍ଟ୍ର ଚେମ୍ବୁର୍‌ ଅଞ୍ଚଳର ଏକ କୋଠାରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ଗୋଟିଏ ପରିବାରର ୩ଶିଶୁଙ୍କ ସମେତ ୭ଜଣ ଜୀବନ୍ତ ଜଳିଗଲେ । ସର୍ଟସର୍କିଟ ପରେ ପୂରା ବିଲ୍ଡିଂକୁ ନିଆଁ ବ୍ୟାପିଯାଇଥିବା ନେଇ ସୂଚନା । ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀର ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅନେକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା। ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ତେବେ ଦୋକାନ ଏବଂ ଘରେ ଥିବା ସମସ୍ତ ସାମଗ୍ରୀ ମଧ୍ୟ ପୋଡି ପାଉଁଶ ହୋଇଯାଇଛି। ପୁଲିସ ମାମଲାର ତଦନ୍ତ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲରୁ ଜୀବନ୍ତ ଉଦ୍ଧାର ହେଲେ ଦୁଇ ଶ୍ରମିକ

ସୂଚନା ଅନୁସାରେ, ଆଜି ସକାଳୁ ମୁମ୍ବାଇ ଚେମ୍ବୁର ଅଞ୍ଚଳର ସିଦ୍ଧାର୍ଥ କଲୋନୀରେ ଥିବା ଏକ ଘରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଥିଲା। ଭୋର୍‌ ସାଢ଼େ ୪ଟା ବେଳେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ତିନି ଜଣ ଛୋଟ ଛୁଆ ମଧ୍ୟ ଅଛନ୍ତି।

ଆହୁରି ପଢ଼ନ୍ତୁ: ମୋବାଇଲରେ 'ରିଲ୍ସ' ଦେଖିବାକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର