ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦର

The Sakala Picture
Published On

ନୂଆଦିଲ୍ଲୀ : ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦର । ଆଜି ପେଟ୍ରୋଲ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ୍ ଲିଟର ପିଛା ୯ ପଇସା ମହଙ୍ଗା ହୋଇଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୧ ଟଙ୍କା ୩୭ ପଇସା ଥିବା ବେଳେ ଡିଜେଲ୍ ଲିଟର ପିଛା ୯୭ ଟଙ୍କା ୬୭ ପଇସା ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ୫୬ ପଇସା ରହିଥିବା ବେଳେ […]

ନୂଆଦିଲ୍ଲୀ : ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦର । ଆଜି ପେଟ୍ରୋଲ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ୍ ଲିଟର ପିଛା ୯ ପଇସା ମହଙ୍ଗା ହୋଇଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୧ ଟଙ୍କା ୩୭ ପଇସା ଥିବା ବେଳେ ଡିଜେଲ୍ ଲିଟର ପିଛା ୯୭ ଟଙ୍କା ୬୭ ପଇସା ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ୫୬ ପଇସା ରହିଥିବା ବେଳେ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ରହିଛି । କୋଲକାତାରେ ପେଟ୍ରୋଲ୍ ଲିଟର ପିଛା ଦର ରହିଛି ୧୦୦ ଟଙ୍କା ୬୨ ପଇସା । ଚେନ୍ନାଇ ଓ ମୁମ୍ବାଇରେ ପୂର୍ବରୁ ପେଟ୍ରୋଲ୍ ଦର ସେଞ୍ଚୁରୀ ମାରି ସାରିଛି । ମୁମ୍ବାଇରେ ମେ ୨୯କୁ ପେଟ୍ରୋଲ ଲିଟର ପିଛା ଶହେ ଟଙ୍କା ପାର୍ କରିଥିବା ବେଳେ ଏବେ ଲିଟର ପିଛା ୧୦୬ ଟଙ୍କା ୫୯ ପଇସାରେ ବିକ୍ରି ହେଉଛି । ଦେଶର ସମସ୍ତ ବଡ଼ ସହରରେ ପେଟ୍ରୋଲ୍ ଦର ଶହେ ପାର୍ କରିଛି ।

ଆହୁରି ପଢ଼ନ୍ତୁ: ବିହାର ସୁପୌଲରେ ତୁମୁଳକାଣ୍ଡ: ପ୍ରେମିକକୁ ଉଦ୍ଧାର କରିବାକୁ ଯାଇ ଆକ୍ରମଣର ଶିକାର ହେଲା ପୋଲିସ, ଗାଡ଼ି ଭଙ୍ଗାରୁଜା

08 Jul 2021 By The Sakala

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦର

ନୂଆଦିଲ୍ଲୀ : ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦର । ଆଜି ପେଟ୍ରୋଲ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ୍ ଲିଟର ପିଛା ୯ ପଇସା ମହଙ୍ଗା ହୋଇଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୧ ଟଙ୍କା ୩୭ ପଇସା ଥିବା ବେଳେ ଡିଜେଲ୍ ଲିଟର ପିଛା ୯୭ ଟଙ୍କା ୬୭ ପଇସା ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ୫୬ ପଇସା ରହିଥିବା ବେଳେ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ରହିଛି । କୋଲକାତାରେ ପେଟ୍ରୋଲ୍ ଲିଟର ପିଛା ଦର ରହିଛି ୧୦୦ ଟଙ୍କା ୬୨ ପଇସା । ଚେନ୍ନାଇ ଓ ମୁମ୍ବାଇରେ ପୂର୍ବରୁ ପେଟ୍ରୋଲ୍ ଦର ସେଞ୍ଚୁରୀ ମାରି ସାରିଛି । ମୁମ୍ବାଇରେ ମେ ୨୯କୁ ପେଟ୍ରୋଲ ଲିଟର ପିଛା ଶହେ ଟଙ୍କା ପାର୍ କରିଥିବା ବେଳେ ଏବେ ଲିଟର ପିଛା ୧୦୬ ଟଙ୍କା ୫୯ ପଇସାରେ ବିକ୍ରି ହେଉଛି । ଦେଶର ସମସ୍ତ ବଡ଼ ସହରରେ ପେଟ୍ରୋଲ୍ ଦର ଶହେ ପାର୍ କରିଛି ।

https://www.thesakala.in/national-international/petrol-and-diesel-prices-have-risen-again/article-3567
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର