ହରିୟାଣାରେ ବଦଳିଲା ଟ୍ରେଣ୍ଡ, କଂଗ୍ରେସକୁ ପଛରେ ପକାଇଲା ବିଜେପି…

The Sakala Picture
Published On

ନୂଆଦିଲ୍ଲୀ: ସକାଳୁ ହରିୟାଣାରେ କଂଗ୍ରେସ ଆଗରେ ରହିଥିବା ବେଳେ ଏବେ ଟ୍ରେଣ୍ଡ୍‌ ପରିବର୍ତ୍ତନ ହୋଇଛି। କଂଗ୍ରେସ ତୁଳନାରେ ବିଜେପି ରାଜ୍ୟରେ ଅଧିକ ଆସନରେ ଆଗୁଆ ରହିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୯୦ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୪୭ଟି ଟିରେ ବିଜେପି ଆଗରେ ଥିବାବେଳେ କଂଗ୍ରେସ ୩୬ ରେ ଆଗୁଆ ରହିଛି। ଗଣନା ଆରମ୍ଭ ହେବା ପୂର୍ବରୁ ମଧ୍ୟ ନୂଆଦିଲ୍ଲୀରେ କଂଗ୍ରେସ ମୁଖ୍ୟାଳୟ ବାହାରେ ଉତ୍ସବ ଆରମ୍ଭ ହୋଇଥିବାବେଳେ ଦଳ ସମର୍ଥକମାନେ ଢୋଲ ବଜାଇ ନାଚୁଥିବାର ଦେଖିବାକୁ ମିଳିଥିଲା। […]

ନୂଆଦିଲ୍ଲୀ: ସକାଳୁ ହରିୟାଣାରେ କଂଗ୍ରେସ ଆଗରେ ରହିଥିବା ବେଳେ ଏବେ ଟ୍ରେଣ୍ଡ୍‌ ପରିବର୍ତ୍ତନ ହୋଇଛି। କଂଗ୍ରେସ ତୁଳନାରେ ବିଜେପି ରାଜ୍ୟରେ ଅଧିକ ଆସନରେ ଆଗୁଆ ରହିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୯୦ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୪୭ଟି ଟିରେ ବିଜେପି ଆଗରେ ଥିବାବେଳେ କଂଗ୍ରେସ ୩୬ ରେ ଆଗୁଆ ରହିଛି।

ଆହୁରି ପଢ଼ନ୍ତୁ: ନେପାଳ ସୀମାରୁ ପୋଲିସ ଜାଲରେ ତୃଣମୂଳ ନେତା ଜାହାଙ୍ଗୀର ଖାନ

ଗଣନା ଆରମ୍ଭ ହେବା ପୂର୍ବରୁ ମଧ୍ୟ ନୂଆଦିଲ୍ଲୀରେ କଂଗ୍ରେସ ମୁଖ୍ୟାଳୟ ବାହାରେ ଉତ୍ସବ ଆରମ୍ଭ ହୋଇଥିବାବେଳେ ଦଳ ସମର୍ଥକମାନେ ଢୋଲ ବଜାଇ ନାଚୁଥିବାର ଦେଖିବାକୁ ମିଳିଥିଲା। ସେପଟେ ହରିଆଣା ମୁଖ୍ୟମନ୍ତ୍ରୀ ନୟାବ ସିଂ ସାଇନି ତୃତୀୟ ଥର ପାଇଁ ହରିୟାଣାରେ ସରକାର ଗଠନ କରିବେ ବୋଲି ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ନିଷ୍ପତ୍ତି: ସିବିଆଇ ତଦନ୍ତ ପାଇଁ ମିଳିଲା ସମ୍ପୂର୍ଣ୍ଣ ଅନୁମତି

08 Oct 2024 By The Sakala

ହରିୟାଣାରେ ବଦଳିଲା ଟ୍ରେଣ୍ଡ, କଂଗ୍ରେସକୁ ପଛରେ ପକାଇଲା ବିଜେପି…

ନୂଆଦିଲ୍ଲୀ: ସକାଳୁ ହରିୟାଣାରେ କଂଗ୍ରେସ ଆଗରେ ରହିଥିବା ବେଳେ ଏବେ ଟ୍ରେଣ୍ଡ୍‌ ପରିବର୍ତ୍ତନ ହୋଇଛି। କଂଗ୍ରେସ ତୁଳନାରେ ବିଜେପି ରାଜ୍ୟରେ ଅଧିକ ଆସନରେ ଆଗୁଆ ରହିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୯୦ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୪୭ଟି ଟିରେ ବିଜେପି ଆଗରେ ଥିବାବେଳେ କଂଗ୍ରେସ ୩୬ ରେ ଆଗୁଆ ରହିଛି।

ଗଣନା ଆରମ୍ଭ ହେବା ପୂର୍ବରୁ ମଧ୍ୟ ନୂଆଦିଲ୍ଲୀରେ କଂଗ୍ରେସ ମୁଖ୍ୟାଳୟ ବାହାରେ ଉତ୍ସବ ଆରମ୍ଭ ହୋଇଥିବାବେଳେ ଦଳ ସମର୍ଥକମାନେ ଢୋଲ ବଜାଇ ନାଚୁଥିବାର ଦେଖିବାକୁ ମିଳିଥିଲା। ସେପଟେ ହରିଆଣା ମୁଖ୍ୟମନ୍ତ୍ରୀ ନୟାବ ସିଂ ସାଇନି ତୃତୀୟ ଥର ପାଇଁ ହରିୟାଣାରେ ସରକାର ଗଠନ କରିବେ ବୋଲି ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର