ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ପରଲୋକ

The Sakala Picture
Published On

ନୂଆଦିଲ୍ଲୀ: ଟାଟା ଗ୍ରୁପ୍‌ ଅଧ୍ୟକ୍ଷ ରତନ ଟାଟାଙ୍କ ପରଲୋକ ଘଟିଛି।ମୁମ୍ବାଇର ଏକ ହସ୍ପିଟାଲରେ ୮୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୟସାଧିକ୍ୟ ରୋଗରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ। ଏହି ଖବର ଜାଣିବାପରେ ଭାରତ ବର୍ଷରେ ଶୋକର ଛାୟା ଖେଳିଯାଇଛି। ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ବିଶିଷ୍ଟ ଲୋକ ଶୋକ ପ୍ରକାଶ କରିଛନ୍ତି।

ନୂଆଦିଲ୍ଲୀ: ଟାଟା ଗ୍ରୁପ୍‌ ଅଧ୍ୟକ୍ଷ ରତନ ଟାଟାଙ୍କ ପରଲୋକ ଘଟିଛି।ମୁମ୍ବାଇର ଏକ ହସ୍ପିଟାଲରେ ୮୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୟସାଧିକ୍ୟ ରୋଗରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ଏହି ଖବର ଜାଣିବାପରେ ଭାରତ ବର୍ଷରେ ଶୋକର ଛାୟା ଖେଳିଯାଇଛି। ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ବିଶିଷ୍ଟ ଲୋକ ଶୋକ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ଥାଣେ ଜିଲ୍ଲା ଭିୱାଣ୍ଡି ଖାଡ଼ି ନିକଟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ, ପୋଲିସର ତଦନ୍ତ ଜାରି

10 Oct 2024 By The Sakala

ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ପରଲୋକ

ନୂଆଦିଲ୍ଲୀ: ଟାଟା ଗ୍ରୁପ୍‌ ଅଧ୍ୟକ୍ଷ ରତନ ଟାଟାଙ୍କ ପରଲୋକ ଘଟିଛି।ମୁମ୍ବାଇର ଏକ ହସ୍ପିଟାଲରେ ୮୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୟସାଧିକ୍ୟ ରୋଗରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ।

ଏହି ଖବର ଜାଣିବାପରେ ଭାରତ ବର୍ଷରେ ଶୋକର ଛାୟା ଖେଳିଯାଇଛି। ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ବିଶିଷ୍ଟ ଲୋକ ଶୋକ ପ୍ରକାଶ କରିଛନ୍ତି।

https://www.thesakala.in/national-international/industrialist-ratan-tata-passes-away/article-35761
Join Us @ WhatsApp

About The Author

10 Oct 2024 By The Sakala

ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ପରଲୋକ

ନୂଆଦିଲ୍ଲୀ: ଟାଟା ଗ୍ରୁପ୍‌ ଅଧ୍ୟକ୍ଷ ରତନ ଟାଟାଙ୍କ ପରଲୋକ ଘଟିଛି।ମୁମ୍ବାଇର ଏକ ହସ୍ପିଟାଲରେ ୮୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୟସାଧିକ୍ୟ ରୋଗରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ।

ଏହି ଖବର ଜାଣିବାପରେ ଭାରତ ବର୍ଷରେ ଶୋକର ଛାୟା ଖେଳିଯାଇଛି। ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ବିଶିଷ୍ଟ ଲୋକ ଶୋକ ପ୍ରକାଶ କରିଛନ୍ତି।

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର