ନୋଏଲ୍ ଟାଟା ହେଲେ ଟାଟା ଟ୍ରଷ୍ଟର ନୂଆ ଅଧ୍ୟକ୍ଷ

The Sakala Picture
Published On

ନୂଆଦିଲ୍ଲୀ: ଟାଟା ଟ୍ରଷ୍ଟକୁ ମିଳିଲା ନୂଆ ଅଧ୍ୟକ୍ଷ । ନୋଏଲ୍ ଟାଟା ହେଲେ ଟାଟା ଟ୍ରଷ୍ଟର ନୂଆ ଅଧ୍ୟକ୍ଷ । ରତନ ଟାଟାଙ୍କ ଦେହାନ୍ତ ପରେ ଟାଟା ଟ୍ରଷ୍ଟ୍ରର ଅଧ୍ୟକ୍ଷ କିଏ ହେବ ତାହାକୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଟ୍ରଷ୍ଟ ରତନ ଟାଟାଙ୍କ ସାବତ ଭାଇ ନୋଏଲ୍ ଟାଟାଙ୍କୁ ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛି। ବୁଧବାର ରତନ ଟାଟାଙ୍କ ନିଧନ ପରେ ଆଜି ମୁମ୍ବାଇରେ ଏକ ବୈଠକ ହୋଇଥିଲା । ଏହି ବୈଠକରେ ରତନ […]

ନୂଆଦିଲ୍ଲୀ: ଟାଟା ଟ୍ରଷ୍ଟକୁ ମିଳିଲା ନୂଆ ଅଧ୍ୟକ୍ଷ । ନୋଏଲ୍ ଟାଟା ହେଲେ ଟାଟା ଟ୍ରଷ୍ଟର ନୂଆ ଅଧ୍ୟକ୍ଷ । ରତନ ଟାଟାଙ୍କ ଦେହାନ୍ତ ପରେ ଟାଟା ଟ୍ରଷ୍ଟ୍ରର ଅଧ୍ୟକ୍ଷ କିଏ ହେବ ତାହାକୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଟ୍ରଷ୍ଟ ରତନ ଟାଟାଙ୍କ ସାବତ ଭାଇ ନୋଏଲ୍ ଟାଟାଙ୍କୁ ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛି।

ଆହୁରି ପଢ଼ନ୍ତୁ: ୨୬ଦିନ ପରେ ଅନଶନ ଭାଙ୍ଗିଲେ ସୋନମ୍ ୱାଙ୍ଗଚୁକ୍, ଦେଶରେ ଶାନ୍ତି ବଜାୟ ରଖିବାକୁ ୱାଙ୍ଗଚୁକ୍ କଲେ ଅପିଲ୍

ବୁଧବାର ରତନ ଟାଟାଙ୍କ ନିଧନ ପରେ ଆଜି ମୁମ୍ବାଇରେ ଏକ ବୈଠକ ହୋଇଥିଲା । ଏହି ବୈଠକରେ ରତନ ଟାଟାଙ୍କ ସାବତ ଭାଇ ନୋଏଲ ଟାଟାଙ୍କୁ ଟାଟା ଟ୍ରଷ୍ଟର ନୂଆ ଚେୟାରମ୍ୟାନ କରାଯାଇଛି । ବୈଠକରେ ସମସ୍ତଙ୍କ ସହମତିରେ ଏହି ନିଷ୍ପତ୍ତି ନିଆଯାଇଛି । ନୋଏଲ୍ ପୂର୍ବରୁ ସାର୍ ଦୋରାବଜୀ ଟାଟା ଟ୍ରଷ୍ଟ ଏବଂ ସାର୍ ରତନ ଟାଟା ଟ୍ରଷ୍ଟର ଟ୍ରଷ୍ଟି ଅଟନ୍ତି । ଏହି ଟ୍ରଷ୍ଟ କେବଳ ଟାଟା ଗ୍ରୁପ୍‌ର ଚିତ୍ତାକର୍ଷକ କାର୍ଯ୍ୟକଳାପକୁ ପରିଚାଳନା କରେ ନାହିଁ, ବରଂ ଟାଟା ଗ୍ରୁପର ପ୍ୟାରେଣ୍ଟ କମ୍ପାନି ଥିବା ଟାଟା ସନ୍ସରେ ମଧ୍ୟ ଏହାର ବହୁ ସଂଖ୍ୟା ରହିଛି। ଏହି ନିଯୁକ୍ତି ସହିତ ନୋଏଲ୍ ସାର୍ ଦୋରାବଜୀ ଟାଟା ଟ୍ରଷ୍ଟର ଏକାଦଶ ଚେୟାରମ୍ୟାନ୍ ଏବଂ ସାର୍ ରତନ ଟାଟା ଟ୍ରଷ୍ଟର ଷଷ୍ଠ ଚେୟାରମ୍ୟାନ୍ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: କେନ୍ଦ୍ରମନ୍ତ୍ରୀଙ୍କ ସହ CJP ର ଆଲୋଚନା: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଅଟଳ CJP, ସମୟ ମାଗିଲେ ସରକାର

11 Oct 2024 By The Sakala

ନୋଏଲ୍ ଟାଟା ହେଲେ ଟାଟା ଟ୍ରଷ୍ଟର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ: ଟାଟା ଟ୍ରଷ୍ଟକୁ ମିଳିଲା ନୂଆ ଅଧ୍ୟକ୍ଷ । ନୋଏଲ୍ ଟାଟା ହେଲେ ଟାଟା ଟ୍ରଷ୍ଟର ନୂଆ ଅଧ୍ୟକ୍ଷ । ରତନ ଟାଟାଙ୍କ ଦେହାନ୍ତ ପରେ ଟାଟା ଟ୍ରଷ୍ଟ୍ରର ଅଧ୍ୟକ୍ଷ କିଏ ହେବ ତାହାକୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଟ୍ରଷ୍ଟ ରତନ ଟାଟାଙ୍କ ସାବତ ଭାଇ ନୋଏଲ୍ ଟାଟାଙ୍କୁ ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛି।

ବୁଧବାର ରତନ ଟାଟାଙ୍କ ନିଧନ ପରେ ଆଜି ମୁମ୍ବାଇରେ ଏକ ବୈଠକ ହୋଇଥିଲା । ଏହି ବୈଠକରେ ରତନ ଟାଟାଙ୍କ ସାବତ ଭାଇ ନୋଏଲ ଟାଟାଙ୍କୁ ଟାଟା ଟ୍ରଷ୍ଟର ନୂଆ ଚେୟାରମ୍ୟାନ କରାଯାଇଛି । ବୈଠକରେ ସମସ୍ତଙ୍କ ସହମତିରେ ଏହି ନିଷ୍ପତ୍ତି ନିଆଯାଇଛି । ନୋଏଲ୍ ପୂର୍ବରୁ ସାର୍ ଦୋରାବଜୀ ଟାଟା ଟ୍ରଷ୍ଟ ଏବଂ ସାର୍ ରତନ ଟାଟା ଟ୍ରଷ୍ଟର ଟ୍ରଷ୍ଟି ଅଟନ୍ତି । ଏହି ଟ୍ରଷ୍ଟ କେବଳ ଟାଟା ଗ୍ରୁପ୍‌ର ଚିତ୍ତାକର୍ଷକ କାର୍ଯ୍ୟକଳାପକୁ ପରିଚାଳନା କରେ ନାହିଁ, ବରଂ ଟାଟା ଗ୍ରୁପର ପ୍ୟାରେଣ୍ଟ କମ୍ପାନି ଥିବା ଟାଟା ସନ୍ସରେ ମଧ୍ୟ ଏହାର ବହୁ ସଂଖ୍ୟା ରହିଛି। ଏହି ନିଯୁକ୍ତି ସହିତ ନୋଏଲ୍ ସାର୍ ଦୋରାବଜୀ ଟାଟା ଟ୍ରଷ୍ଟର ଏକାଦଶ ଚେୟାରମ୍ୟାନ୍ ଏବଂ ସାର୍ ରତନ ଟାଟା ଟ୍ରଷ୍ଟର ଷଷ୍ଠ ଚେୟାରମ୍ୟାନ୍ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର