ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, ସୁରକ୍ଷିତ ଅଛନ୍ତି ସମସ୍ତ ଯାତ୍ରୀଙ୍କ ସହ କ୍ରିଉ ମେମ୍ବର

The Sakala Picture
Published On

ନୂଆଦିଲ୍ଲୀ: ମୁମ୍ବାଇରୁ ନ୍ୟୁୟର୍କ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ବୋମା ଥିବା ଧମକ ମିଳିବା ପରେ ଉତ୍ତେଜନା ଦେଖାଦେଇଥିଲା। ଏହା ପରେ ବିମାନଟି ଦିଲ୍ଲୀ ବିମାନ ବନ୍ଦରକୁ ଡାଇଭର୍ଟ କରାଯାଇଥିଲା। ଅଧିକାରୀ କହିଛନ୍ତି ଯେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି ଏବଂ ଅଧିକ ତଦନ୍ତ ଚାଲିଛି। ସମସ୍ତଙ୍କୁ ଦିଲ୍ଲୀ ବିମାନ ବନ୍ଦରରେ ସୁରକ୍ଷିତ ଭାବେ ଛାଡି ଦିଆଯାଇଛି। ବିମାନକୁ ଅଲଗା ସ୍ଥାନରେ ରଖାଯାଇଛି। ଅଧିକାରୀଙ୍କ ସୂଚନା ଅପୁଯାୟୀ, ବିମାନଟି ବର୍ତ୍ତମାନ ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ […]

ନୂଆଦିଲ୍ଲୀ: ମୁମ୍ବାଇରୁ ନ୍ୟୁୟର୍କ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ବୋମା ଥିବା ଧମକ ମିଳିବା ପରେ ଉତ୍ତେଜନା ଦେଖାଦେଇଥିଲା। ଏହା ପରେ ବିମାନଟି ଦିଲ୍ଲୀ ବିମାନ ବନ୍ଦରକୁ ଡାଇଭର୍ଟ କରାଯାଇଥିଲା। ଅଧିକାରୀ କହିଛନ୍ତି ଯେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି ଏବଂ ଅଧିକ ତଦନ୍ତ ଚାଲିଛି। ସମସ୍ତଙ୍କୁ ଦିଲ୍ଲୀ ବିମାନ ବନ୍ଦରରେ ସୁରକ୍ଷିତ ଭାବେ ଛାଡି ଦିଆଯାଇଛି। ବିମାନକୁ ଅଲଗା ସ୍ଥାନରେ ରଖାଯାଇଛି।

ଆହୁରି ପଢ଼ନ୍ତୁ: ନେପାଳ ବନ୍ୟା ବିଭୀଷିକା: ସୁଡ଼ଙ୍ଗରେ ଫସିଛନ୍ତି ଶତାଧିକ ଶ୍ରମିକ, ଜୀବନ ବଞ୍ଚାଇବାକୁ ଚାଲିଛି ଆପ୍ରାଣ ଚେଷ୍ଟା

ଅଧିକାରୀଙ୍କ ସୂଚନା ଅପୁଯାୟୀ, ବିମାନଟି ବର୍ତ୍ତମାନ ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଛି ଏବଂ ଯାତ୍ରୀ ଏବଂ କର୍ମଚାରୀଙ୍କ ସୁରକ୍ଷା ନିଶ୍ଚିତ କରିବାକୁ ସମସ୍ତ ମାନକ ସୁରକ୍ଷା ପ୍ରୋଟୋକଲ ପାଳନ କରାଯାଉଛି।

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

 

ଆହୁରି ପଢ଼ନ୍ତୁ: ଏସସିଓ ସମ୍ମିଳନୀରେ ଭାରତ ସହ ସମ୍ପର୍କକୁ 'ଐତିହାସିକ' କହିଲା ଇରାନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର