ବଢ଼ିଲା କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା

The Sakala Picture
Published On

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ ବୈଠକ ଶେଷ ହୋଇଛି।  କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA) ବୃଦ୍ଧି ନେଇ ଏକ ବଡ ଘୋଷଣା କରାଯାଇଛି। ୩ ପ୍ରତିଶତ DA ବୃଦ୍ଧିକୁ ସରକାର ଅନୁମୋଦନ କରିଛନ୍ତି। କେନ୍ଦ୍ରୀୟ କର୍ମଚାରୀମାନେ ଅକ୍ଟୋବର ପାଇଁ ବର୍ଦ୍ଧିତ ଦରମା ପାଇବେ ଏବଂ ଏହା ସହିତ ସେମାନେ ୩ ମାସର ବକେୟା ମଧ୍ୟ ପାଇବେ। ସରକାରୀ କର୍ମଚାରୀଙ୍କ ସହ ପେନ୍‌ସନ୍‌ ଭୋଗୀ ଉପକୃତ ହେବେ। ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ପାଇଁ କାର୍ଯ୍ଯ କରୁଥିବା […]

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ ବୈଠକ ଶେଷ ହୋଇଛି।  କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA) ବୃଦ୍ଧି ନେଇ ଏକ ବଡ ଘୋଷଣା କରାଯାଇଛି। ୩ ପ୍ରତିଶତ DA ବୃଦ୍ଧିକୁ ସରକାର ଅନୁମୋଦନ କରିଛନ୍ତି। କେନ୍ଦ୍ରୀୟ କର୍ମଚାରୀମାନେ ଅକ୍ଟୋବର ପାଇଁ ବର୍ଦ୍ଧିତ ଦରମା ପାଇବେ ଏବଂ ଏହା ସହିତ ସେମାନେ ୩ ମାସର ବକେୟା ମଧ୍ୟ ପାଇବେ। ସରକାରୀ କର୍ମଚାରୀଙ୍କ ସହ ପେନ୍‌ସନ୍‌ ଭୋଗୀ ଉପକୃତ ହେବେ। ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ପାଇଁ କାର୍ଯ୍ଯ କରୁଥିବା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତ ଥିଲା। କ୍ୟାବିନେଟ ୩ ପ୍ରତିଶତ ବୃଦ୍ଧିକୁ ଅନୁମୋଦନ କରିବା ପରେ ଏହା ୫୩ ପ୍ରତିଶତକୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଭୟଙ୍କର ଭୂକମ୍ପ ଝଟକାରେ ଥରିଲା ଜାପାନ: ୭.୫ ତୀବ୍ରତା ରେକର୍ଡ, ସୁନାମି ଆଲର୍ଟ ଜାରି

ଆହୁରି ପଢ଼ନ୍ତୁ: "ମୋ ପାଖରେ ଅଲୌକିକ ଶକ୍ତି ଅଛି...": ନାସିକରେ 'ଭଣ୍ଡ ବାବା' ମହେଶଗିରିର କଳାକାରନାମା, ଯୁବତୀଙ୍କୁ ଦୁଷ୍କର୍ମ ପରେ କରୁଥିଲା ବ୍ଲାକମେଲ୍

16 Oct 2024 By The Sakala

ବଢ଼ିଲା କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ ବୈଠକ ଶେଷ ହୋଇଛି।  କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA) ବୃଦ୍ଧି ନେଇ ଏକ ବଡ ଘୋଷଣା କରାଯାଇଛି। ୩ ପ୍ରତିଶତ DA ବୃଦ୍ଧିକୁ ସରକାର ଅନୁମୋଦନ କରିଛନ୍ତି। କେନ୍ଦ୍ରୀୟ କର୍ମଚାରୀମାନେ ଅକ୍ଟୋବର ପାଇଁ ବର୍ଦ୍ଧିତ ଦରମା ପାଇବେ ଏବଂ ଏହା ସହିତ ସେମାନେ ୩ ମାସର ବକେୟା ମଧ୍ୟ ପାଇବେ। ସରକାରୀ କର୍ମଚାରୀଙ୍କ ସହ ପେନ୍‌ସନ୍‌ ଭୋଗୀ ଉପକୃତ ହେବେ। ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ପାଇଁ କାର୍ଯ୍ଯ କରୁଥିବା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତ ଥିଲା। କ୍ୟାବିନେଟ ୩ ପ୍ରତିଶତ ବୃଦ୍ଧିକୁ ଅନୁମୋଦନ କରିବା ପରେ ଏହା ୫୩ ପ୍ରତିଶତକୁ ବୃଦ୍ଧି ପାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର