ଜମ୍ମୁକାଶ୍ମୀରର ବାରମୁଲ୍ଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଜଣେ ଆତଙ୍କୀ ନିପାତ

The Sakala Picture
Published On

ଜମ୍ମୁକାଶ୍ମୀର: ଜମ୍ମୁକାଶ୍ମୀରରେ ସେନାକୁ ବଡ ସଫଳତା । ଜମ୍ମୁକାଶ୍ମୀରର ବାରମୁଲ୍ଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା । ଉତରୀ କାଶ୍ମୀରର ଉରି ସେକ୍ଟରରେ କଣ୍ଟ୍ରୋଲ୍ ଲାଇନ୍ ଦେଇ ଅନୁପ୍ରବେଶ କରୁଥିବା ବେଳେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିପାତ ହୋଇଛି । ଏବେ ବି ଉରୀରେ ସେନାର ସର୍ଚ୍ଚ ଅପରେସନ ଜାରି ରହିଛି । ଆତଙ୍କବାଦୀଙ୍କୁ ଅନୁପ୍ରବେଶ ଉଦ୍ୟମକୁ […]

ଜମ୍ମୁକାଶ୍ମୀର: ଜମ୍ମୁକାଶ୍ମୀରରେ ସେନାକୁ ବଡ ସଫଳତା । ଜମ୍ମୁକାଶ୍ମୀରର ବାରମୁଲ୍ଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା । ଉତରୀ କାଶ୍ମୀରର ଉରି ସେକ୍ଟରରେ କଣ୍ଟ୍ରୋଲ୍ ଲାଇନ୍ ଦେଇ ଅନୁପ୍ରବେଶ କରୁଥିବା ବେଳେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିପାତ ହୋଇଛି । ଏବେ ବି ଉରୀରେ ସେନାର ସର୍ଚ୍ଚ ଅପରେସନ ଜାରି ରହିଛି । ଆତଙ୍କବାଦୀଙ୍କୁ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛନ୍ତି ସେନାର ଯବାନମାନେ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ହୌଜ ରାନୀ ହୋଟେଲ୍ ଅଗ୍ନିକାଣ୍ଡ: ୨୧ ମୃତ, ନିୟମ ଉଲ୍ଲଂଘନ ଅଭିଯୋଗରେ ମାଲିକ ଗିରଫ ଏବଂ B&B ନୀତି ପ୍ରତ୍ୟାହାର ଘୋଷଣା

20 Oct 2024 By The Sakala

ଜମ୍ମୁକାଶ୍ମୀରର ବାରମୁଲ୍ଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଜଣେ ଆତଙ୍କୀ ନିପାତ

ଜମ୍ମୁକାଶ୍ମୀର: ଜମ୍ମୁକାଶ୍ମୀରରେ ସେନାକୁ ବଡ ସଫଳତା । ଜମ୍ମୁକାଶ୍ମୀରର ବାରମୁଲ୍ଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା । ଉତରୀ କାଶ୍ମୀରର ଉରି ସେକ୍ଟରରେ କଣ୍ଟ୍ରୋଲ୍ ଲାଇନ୍ ଦେଇ ଅନୁପ୍ରବେଶ କରୁଥିବା ବେଳେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିପାତ ହୋଇଛି । ଏବେ ବି ଉରୀରେ ସେନାର ସର୍ଚ୍ଚ ଅପରେସନ ଜାରି ରହିଛି । ଆତଙ୍କବାଦୀଙ୍କୁ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛନ୍ତି ସେନାର ଯବାନମାନେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର