ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ସିନ୍ଦେ…

The Sakala Picture
Published On

ମୁମ୍ବାଇ: ଆଜି ଶେଷ ହେଉଛି ମହାରାଷ୍ଟ୍ର ବିଧାନସଭା ଅଧିବେଶନ କାର୍ଯ୍ୟକାଳ। ଏଥିସହ ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ସିନ୍ଦେ । ସେ ଆଜି ରାଜଭାବନରେ ପହଞ୍ଚି ନିଜ ଇସ୍ତଫା ପତ୍ର ରାଜ୍ୟପାଳ ସି.ପି. ରାଧାକ୍ରୀଷ୍ଣଙ୍କୁ ପ୍ରଦାନ କରିଛନ୍ତି । ଏହି ସମୟରେ ତାଙ୍କ ସହିତ ମହାୟୁତିକର ପ୍ରମୁଖ ନେତା ଦେବେନ୍ଦ୍ର ପଡନାବିସ୍ ଏବଂ ଅଜିତ୍ ପାଓ୍ବାର ରହିଥିଲେ । ହେଲେ ଏ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ […]

ମୁମ୍ବାଇ: ଆଜି ଶେଷ ହେଉଛି ମହାରାଷ୍ଟ୍ର ବିଧାନସଭା ଅଧିବେଶନ କାର୍ଯ୍ୟକାଳ। ଏଥିସହ ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ସିନ୍ଦେ । ସେ ଆଜି ରାଜଭାବନରେ ପହଞ୍ଚି ନିଜ ଇସ୍ତଫା ପତ୍ର ରାଜ୍ୟପାଳ ସି.ପି. ରାଧାକ୍ରୀଷ୍ଣଙ୍କୁ ପ୍ରଦାନ କରିଛନ୍ତି । ଏହି ସମୟରେ ତାଙ୍କ ସହିତ ମହାୟୁତିକର ପ୍ରମୁଖ ନେତା ଦେବେନ୍ଦ୍ର ପଡନାବିସ୍ ଏବଂ ଅଜିତ୍ ପାଓ୍ବାର ରହିଥିଲେ ।

ଆହୁରି ପଢ଼ନ୍ତୁ: ବିନା ବାରୁଦ, ବିନା ବିସ୍ଫୋରଣରେ ଶତ୍ରୁ ନିପାତ: ଜାଣନ୍ତୁ ଆମେରିକାର ଭୟଙ୍କର 'ଲେଜି ଡଗ୍' ଅସ୍ତ୍ର ବିଷୟରେ

ହେଲେ ଏ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନେଇ ଛିଡୁନି ଅଙ୍କ। ବିଜେପିର ଦେବେନ୍ଦ୍ର ଫଡନବିସ ହେବେ ନା ଶିବସେନାର ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ହେବେ, ଏ ଯାଏଁ ଘୋଷଣା ହୋଇପାରିନି।

ଆହୁରି ପଢ଼ନ୍ତୁ: ଭୟଙ୍କର ଭୂକମ୍ପ ଝଟକାରେ ଥରିଲା ଜାପାନ: ୭.୫ ତୀବ୍ରତା ରେକର୍ଡ, ସୁନାମି ଆଲର୍ଟ ଜାରି

26 Nov 2024 By The Sakala

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ସିନ୍ଦେ…

ମୁମ୍ବାଇ: ଆଜି ଶେଷ ହେଉଛି ମହାରାଷ୍ଟ୍ର ବିଧାନସଭା ଅଧିବେଶନ କାର୍ଯ୍ୟକାଳ। ଏଥିସହ ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ସିନ୍ଦେ । ସେ ଆଜି ରାଜଭାବନରେ ପହଞ୍ଚି ନିଜ ଇସ୍ତଫା ପତ୍ର ରାଜ୍ୟପାଳ ସି.ପି. ରାଧାକ୍ରୀଷ୍ଣଙ୍କୁ ପ୍ରଦାନ କରିଛନ୍ତି । ଏହି ସମୟରେ ତାଙ୍କ ସହିତ ମହାୟୁତିକର ପ୍ରମୁଖ ନେତା ଦେବେନ୍ଦ୍ର ପଡନାବିସ୍ ଏବଂ ଅଜିତ୍ ପାଓ୍ବାର ରହିଥିଲେ ।

ହେଲେ ଏ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନେଇ ଛିଡୁନି ଅଙ୍କ। ବିଜେପିର ଦେବେନ୍ଦ୍ର ଫଡନବିସ ହେବେ ନା ଶିବସେନାର ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ହେବେ, ଏ ଯାଏଁ ଘୋଷଣା ହୋଇପାରିନି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର