ପୁଣି ଇତିହାସ ରଚିଲା ଇସ୍ରୋ, ପ୍ରୋବା-୩ ସାଟେଲାଇଟର ହେଲା ସଫଳ ଉତକ୍ଷେପଣ….

The Sakala Picture
Published On

ନୂଆଦିଲ୍ଲୀ: ପୁଣି ଇତିହାସ ରଚିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ । ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ସଫଳ ଉତକ୍ଷେପଣ ହେଲା ୟୁରୋପୀୟ ସ୍ପେସ ଏଜେନ୍ସିର ପ୍ରୋବା-୩ ସାଟେଲାଇଟ । ଅପରାହ୍ଣରେ ଉତକ୍ଷେପଣ ହେଲା ପ୍ରୋବା-୩ ସ୍ପେସକ୍ରାଫ୍ଟ ପିଏସଏଲଭି-ସି୫୯ । ପ୍ରୋବା-୩ ସାଟେଲାଇଟ ଏଲିପ୍ଟିକାଲ ଅରବିଟରେ ପ୍ରଦିକ୍ଷଣ କରିବ । ଭାରତର ପିଏସଏଲଭି ଦ୍ବାରା ପ୍ରେରିତ ଏହି ସାଟେଲାଇଟ ସୂର୍ଯ୍ୟର ବାହ୍ଯ ଆସ୍ତରଣ ସମ୍ପର୍କରେ ଗବେଷଣ କରିବ। କକ୍ଷ ପଥରେ ସାଟେଲାଇଟକୁ […]

ନୂଆଦିଲ୍ଲୀ: ପୁଣି ଇତିହାସ ରଚିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ । ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ସଫଳ ଉତକ୍ଷେପଣ ହେଲା ୟୁରୋପୀୟ ସ୍ପେସ ଏଜେନ୍ସିର ପ୍ରୋବା-୩ ସାଟେଲାଇଟ । ଅପରାହ୍ଣରେ ଉତକ୍ଷେପଣ ହେଲା ପ୍ରୋବା-୩ ସ୍ପେସକ୍ରାଫ୍ଟ ପିଏସଏଲଭି-ସି୫୯ ।

ଆହୁରି ପଢ଼ନ୍ତୁ: ଭୟଙ୍କର ଭୂକମ୍ପ ଝଟକାରେ ଥରିଲା ଜାପାନ: ୭.୫ ତୀବ୍ରତା ରେକର୍ଡ, ସୁନାମି ଆଲର୍ଟ ଜାରି

ପ୍ରୋବା-୩ ସାଟେଲାଇଟ ଏଲିପ୍ଟିକାଲ ଅରବିଟରେ ପ୍ରଦିକ୍ଷଣ କରିବ । ଭାରତର ପିଏସଏଲଭି ଦ୍ବାରା ପ୍ରେରିତ ଏହି ସାଟେଲାଇଟ ସୂର୍ଯ୍ୟର ବାହ୍ଯ ଆସ୍ତରଣ ସମ୍ପର୍କରେ ଗବେଷଣ କରିବ। କକ୍ଷ ପଥରେ ସାଟେଲାଇଟକୁ ଅବସ୍ଥାପିତ କରିବା ପରେ ଅଲଗା ହୋଇଯିବ ପିଏସଏଲଭି । ଆଦିତ୍ଯ ଏଲ-୧ ମିଶନ ପରି ଏହି ସାଟେଲାଇଟ ସୋଲାର କରୋନା ସମ୍ପର୍କରେ ଗବେଷଣା କରିବ । ପ୍ରୋବା ମିଶନରେ ଉପଗ୍ରହ ପ୍ରେରଣ କରାଯିବ ଏବଂ ଏଥିରେ ରହିବ କରୋନାଗ୍ରାଫ ଓ ଗୋଟିଏ ଅକ୍ଯୁଲେଟର ।

ଆହୁରି ପଢ଼ନ୍ତୁ: "ଏଠାରୁ ଟ୍ରାଫିକ୍ ହଟାଅ": ରାଲି ଯୋଗୁଁ ରାସ୍ତା ଜାମ୍ ହେବାରୁ ମନ୍ତ୍ରୀ ଗିରୀଶ ମହାଜନଙ୍କ ଉପରେ ବର୍ଷିଲେ ମୁମ୍ବାଇର ମହିଳା

05 Dec 2024 By The Sakala

ପୁଣି ଇତିହାସ ରଚିଲା ଇସ୍ରୋ, ପ୍ରୋବା-୩ ସାଟେଲାଇଟର ହେଲା ସଫଳ ଉତକ୍ଷେପଣ….

ନୂଆଦିଲ୍ଲୀ: ପୁଣି ଇତିହାସ ରଚିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ । ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ସଫଳ ଉତକ୍ଷେପଣ ହେଲା ୟୁରୋପୀୟ ସ୍ପେସ ଏଜେନ୍ସିର ପ୍ରୋବା-୩ ସାଟେଲାଇଟ । ଅପରାହ୍ଣରେ ଉତକ୍ଷେପଣ ହେଲା ପ୍ରୋବା-୩ ସ୍ପେସକ୍ରାଫ୍ଟ ପିଏସଏଲଭି-ସି୫୯ ।

ପ୍ରୋବା-୩ ସାଟେଲାଇଟ ଏଲିପ୍ଟିକାଲ ଅରବିଟରେ ପ୍ରଦିକ୍ଷଣ କରିବ । ଭାରତର ପିଏସଏଲଭି ଦ୍ବାରା ପ୍ରେରିତ ଏହି ସାଟେଲାଇଟ ସୂର୍ଯ୍ୟର ବାହ୍ଯ ଆସ୍ତରଣ ସମ୍ପର୍କରେ ଗବେଷଣ କରିବ। କକ୍ଷ ପଥରେ ସାଟେଲାଇଟକୁ ଅବସ୍ଥାପିତ କରିବା ପରେ ଅଲଗା ହୋଇଯିବ ପିଏସଏଲଭି । ଆଦିତ୍ଯ ଏଲ-୧ ମିଶନ ପରି ଏହି ସାଟେଲାଇଟ ସୋଲାର କରୋନା ସମ୍ପର୍କରେ ଗବେଷଣା କରିବ । ପ୍ରୋବା ମିଶନରେ ଉପଗ୍ରହ ପ୍ରେରଣ କରାଯିବ ଏବଂ ଏଥିରେ ରହିବ କରୋନାଗ୍ରାଫ ଓ ଗୋଟିଏ ଅକ୍ଯୁଲେଟର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର