ବନ୍ଧକମୁକ୍ତ କୃଷିଋଣ ସୀମାକୁ ବୃଦ୍ଧି କଲେ ଭାରତୀୟ ରିଜର୍ଭ ବ୍ୟାଙ୍କ

The Sakala Picture
Published On

ମୁମ୍ବାଇ: କୃଷି କ୍ଷେତ୍ରକୁ ସହାୟତା ଓ ବଢିଚାଲିଥିବା ଖର୍ଚ୍ଚର ଭରଣା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇ ବନ୍ଧକମୁକ୍ତ କୃଷିଋଣ ସୀମାକୁ ବୃଦ୍ଧି କରିଛନ୍ତି । କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ପାଇଁ ଉଦ୍ଦିଷ୍ଟ ଏହି ଋଣ ସୀମାକୁ ବର୍ତ୍ତମାନର ୧.୬ ଲକ୍ଷ କୋଟିରୁ ୨ ଲକ୍ଷ କୋଟିକୁ ବୃଦ୍ଧି କରାଯାଇଛି। ଏ ନେଇ ଆସନ୍ତା ଜାନୁଆରି ୧ରୁ ଆବଶ୍ୟକ ପଦକ୍ଷେପ ନେବା ଲାଗି ବ୍ୟାଙ୍କମାନଙ୍କୁ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା […]

ମୁମ୍ବାଇ: କୃଷି କ୍ଷେତ୍ରକୁ ସହାୟତା ଓ ବଢିଚାଲିଥିବା ଖର୍ଚ୍ଚର ଭରଣା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇ ବନ୍ଧକମୁକ୍ତ କୃଷିଋଣ ସୀମାକୁ ବୃଦ୍ଧି କରିଛନ୍ତି । କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ପାଇଁ ଉଦ୍ଦିଷ୍ଟ ଏହି ଋଣ ସୀମାକୁ ବର୍ତ୍ତମାନର ୧.୬ ଲକ୍ଷ କୋଟିରୁ ୨ ଲକ୍ଷ କୋଟିକୁ ବୃଦ୍ଧି କରାଯାଇଛି। ଏ ନେଇ ଆସନ୍ତା ଜାନୁଆରି ୧ରୁ ଆବଶ୍ୟକ ପଦକ୍ଷେପ ନେବା ଲାଗି ବ୍ୟାଙ୍କମାନଙ୍କୁ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ଏ ନେଇ କୃଷକମାନଙ୍କ ମଧ୍ୟରେ ସଚେତନା ବୃଦ୍ଧି ପାଇଁ ମଧ୍ୟ ବ୍ୟାଙ୍କମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କୃଷକମାନଙ୍କ ଉପରେ ମୁଦ୍ରାସ୍ଫୀତିର ବଢିଚାଲିଥିବା ପ୍ରଭାବ ଏବଂ କୃଷି ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏହାର ଉଦ୍ଦେଶ୍ୟ ହେଉଛି କୃଷକମାନଙ୍କୁ ବର୍ଦ୍ଧିତ ଆର୍ଥିକ ସୁବିଧା ପ୍ରଦାନ କରିବା ଏବଂ ବନ୍ଧକ ସମସ୍ୟା ବିନା ସେମାନଙ୍କର ପରିଚାଳନାଗତ ଏବଂ ଉନ୍ନୟନମୂଳକ ଆବଶ୍ୟକତା ପୂରଣ କରିବା ପାଇଁ ସେମାନଙ୍କ ପାଖରେ ପର୍ଯ୍ୟାପ୍ତ ସମ୍ବଳ ସୁନିଶ୍ଚିତ କରିବା ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

14 Dec 2024 By The Sakala

ବନ୍ଧକମୁକ୍ତ କୃଷିଋଣ ସୀମାକୁ ବୃଦ୍ଧି କଲେ ଭାରତୀୟ ରିଜର୍ଭ ବ୍ୟାଙ୍କ

ମୁମ୍ବାଇ: କୃଷି କ୍ଷେତ୍ରକୁ ସହାୟତା ଓ ବଢିଚାଲିଥିବା ଖର୍ଚ୍ଚର ଭରଣା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇ ବନ୍ଧକମୁକ୍ତ କୃଷିଋଣ ସୀମାକୁ ବୃଦ୍ଧି କରିଛନ୍ତି । କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ପାଇଁ ଉଦ୍ଦିଷ୍ଟ ଏହି ଋଣ ସୀମାକୁ ବର୍ତ୍ତମାନର ୧.୬ ଲକ୍ଷ କୋଟିରୁ ୨ ଲକ୍ଷ କୋଟିକୁ ବୃଦ୍ଧି କରାଯାଇଛି। ଏ ନେଇ ଆସନ୍ତା ଜାନୁଆରି ୧ରୁ ଆବଶ୍ୟକ ପଦକ୍ଷେପ ନେବା ଲାଗି ବ୍ୟାଙ୍କମାନଙ୍କୁ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ଏ ନେଇ କୃଷକମାନଙ୍କ ମଧ୍ୟରେ ସଚେତନା ବୃଦ୍ଧି ପାଇଁ ମଧ୍ୟ ବ୍ୟାଙ୍କମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କୃଷକମାନଙ୍କ ଉପରେ ମୁଦ୍ରାସ୍ଫୀତିର ବଢିଚାଲିଥିବା ପ୍ରଭାବ ଏବଂ କୃଷି ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏହାର ଉଦ୍ଦେଶ୍ୟ ହେଉଛି କୃଷକମାନଙ୍କୁ ବର୍ଦ୍ଧିତ ଆର୍ଥିକ ସୁବିଧା ପ୍ରଦାନ କରିବା ଏବଂ ବନ୍ଧକ ସମସ୍ୟା ବିନା ସେମାନଙ୍କର ପରିଚାଳନାଗତ ଏବଂ ଉନ୍ନୟନମୂଳକ ଆବଶ୍ୟକତା ପୂରଣ କରିବା ପାଇଁ ସେମାନଙ୍କ ପାଖରେ ପର୍ଯ୍ୟାପ୍ତ ସମ୍ବଳ ସୁନିଶ୍ଚିତ କରିବା ।

https://www.thesakala.in/national-international/rbi-raises-collateral-free-agricultural-loan-limit-to-rs-2-lakh-to-aid-farmers/article-37248
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର