ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଓ ତାଙ୍କ ପତ୍ନୀ ବୁଶରାଙ୍କୁ ୭ ବର୍ଷ ଜେଲଦଣ୍ଡ

The Sakala Picture
Published On

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଲାଗିଛି ଏକ ବଡ଼ ଝଟକା । ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲଦଣ୍ଡ ଶୁଣାଣି ହୋଇଛି । ଅଲକାଦିର ଟ୍ରଷ୍ଟ ମାମଲାରେ ପାକିସ୍ତାନର ଏକ ଅଦାଲତ ଏହି ଶୁଣାଣି କରିଛନ୍ତି । ଏହି ମାମଲାରେ ଇମ୍ରାନଙ୍କ ପତ୍ନୀ ବୁଶରା ବୀବୀଙ୍କୁ ମଧ୍ୟ ୭ ବର୍ଷର ଜେଲଦଣ୍ଡ ହୋଇଛି । କୋର୍ଟଙ୍କ ଏହି ଶୁଣାଣିରେ ଜେଲରେ ବନ୍ଦ ଥିବା ଇମ୍ରାନଙ୍କୁ ଲାଗିଛି ଶକ୍ତି ଝଟକା । ଅଲ-କାଦୀର […]

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଲାଗିଛି ଏକ ବଡ଼ ଝଟକା । ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲଦଣ୍ଡ ଶୁଣାଣି ହୋଇଛି । ଅଲକାଦିର ଟ୍ରଷ୍ଟ ମାମଲାରେ ପାକିସ୍ତାନର ଏକ ଅଦାଲତ ଏହି ଶୁଣାଣି କରିଛନ୍ତି । ଏହି ମାମଲାରେ ଇମ୍ରାନଙ୍କ ପତ୍ନୀ ବୁଶରା ବୀବୀଙ୍କୁ ମଧ୍ୟ ୭ ବର୍ଷର ଜେଲଦଣ୍ଡ ହୋଇଛି । କୋର୍ଟଙ୍କ ଏହି ଶୁଣାଣିରେ ଜେଲରେ ବନ୍ଦ ଥିବା ଇମ୍ରାନଙ୍କୁ ଲାଗିଛି ଶକ୍ତି ଝଟକା । ଅଲ-କାଦୀର ୟୁନିଭରସିଟି ପ୍ରୋଜେକ୍ଟ ସହ ଜଡ଼ିତ ଭ୍ରଷ୍ଟାଚାର ମାମଲାରେ ଦମ୍ପତ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି । କ୍ଷମତାର ଦୁରୂପଯୋଗ କରିଥିବା ନେଇ ଇମ୍ରାନ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଅନିଶ୍ଚିତତାରେ ଆମେରିକା-ଇରାନ ଶାନ୍ତି ଆଲୋଚନା: ଟ୍ରମ୍ପଙ୍କ ବୋମାମାଡ଼ ଚେତାବନୀ ଓ ଇରାନର 'ନୂଆ କାର୍ଡ' ଧମକ

17 Jan 2025 By The Sakala

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଓ ତାଙ୍କ ପତ୍ନୀ ବୁଶରାଙ୍କୁ ୭ ବର୍ଷ ଜେଲଦଣ୍ଡ

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଲାଗିଛି ଏକ ବଡ଼ ଝଟକା । ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲଦଣ୍ଡ ଶୁଣାଣି ହୋଇଛି । ଅଲକାଦିର ଟ୍ରଷ୍ଟ ମାମଲାରେ ପାକିସ୍ତାନର ଏକ ଅଦାଲତ ଏହି ଶୁଣାଣି କରିଛନ୍ତି । ଏହି ମାମଲାରେ ଇମ୍ରାନଙ୍କ ପତ୍ନୀ ବୁଶରା ବୀବୀଙ୍କୁ ମଧ୍ୟ ୭ ବର୍ଷର ଜେଲଦଣ୍ଡ ହୋଇଛି । କୋର୍ଟଙ୍କ ଏହି ଶୁଣାଣିରେ ଜେଲରେ ବନ୍ଦ ଥିବା ଇମ୍ରାନଙ୍କୁ ଲାଗିଛି ଶକ୍ତି ଝଟକା । ଅଲ-କାଦୀର ୟୁନିଭରସିଟି ପ୍ରୋଜେକ୍ଟ ସହ ଜଡ଼ିତ ଭ୍ରଷ୍ଟାଚାର ମାମଲାରେ ଦମ୍ପତ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି । କ୍ଷମତାର ଦୁରୂପଯୋଗ କରିଥିବା ନେଇ ଇମ୍ରାନ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର