ବିଏସପିର ହରିୟାଣା ରାଜ୍ୟ ସମ୍ପାଦକଙ୍କୁ ଗୁଳି କରି ହତ୍ୟା

The Sakala Picture
Published On

ନୂଆଦିଲ୍ଲୀ: ବହୁଜନ ସମାଜ ପାର୍ଟି(ବିଏସପି)ର ହରିୟାଣା ରାଜ୍ୟ ସମ୍ପାଦକ ହରବିଳାସ ସିଂହ ରାଜ୍ଜୁମାଜ୍ରାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ହରବିଳାସ ଶୁକ୍ରବାର ନିଜ କାରରେ ଅନ୍ୟ ୨ ଜଣଙ୍କ ସହ ଯାଉଥିବାବେଳେ ଦୁର୍ବୃତ୍ତମାନେ ତାଙ୍କୁ ଗୁଳି କରିଥିଲେ। ଘଟଣା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଶନିବାର ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ସହିତ ଥିବା ପୁନୀତ ନାମକ ଅନ୍ୟ ଜଣେ ବ୍ୟକ୍ତି ମଧ୍ୟ ଗୁଳିମାଡ଼ରେ ଆହତ ହୋଇଛନ୍ତି। ଆକ୍ରମଣକାରୀଙ୍କ ବିଷୟରେ କୌଣସି ସୂଚନା […]

ନୂଆଦିଲ୍ଲୀ: ବହୁଜନ ସମାଜ ପାର୍ଟି(ବିଏସପି)ର ହରିୟାଣା ରାଜ୍ୟ ସମ୍ପାଦକ ହରବିଳାସ ସିଂହ ରାଜ୍ଜୁମାଜ୍ରାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ହରବିଳାସ ଶୁକ୍ରବାର ନିଜ କାରରେ ଅନ୍ୟ ୨ ଜଣଙ୍କ ସହ ଯାଉଥିବାବେଳେ ଦୁର୍ବୃତ୍ତମାନେ ତାଙ୍କୁ ଗୁଳି କରିଥିଲେ। ଘଟଣା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଶନିବାର ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ସହିତ ଥିବା ପୁନୀତ ନାମକ ଅନ୍ୟ ଜଣେ ବ୍ୟକ୍ତି ମଧ୍ୟ ଗୁଳିମାଡ଼ରେ ଆହତ ହୋଇଛନ୍ତି। ଆକ୍ରମଣକାରୀଙ୍କ ବିଷୟରେ କୌଣସି ସୂଚନା ମିଳି ନାହିଁ।

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର