ସବୁ ଜିଲ୍ଲା ହସ୍ପିଟାଲ୍‌ରେ ରହିବ କ୍ୟାନ୍ସର ଚିକିତ୍ସା: କେନ୍ଦ୍ର ଅର୍ଥମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: ସଂସଦରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ଉପସ୍ଥାପନ । ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ସୀତାରମଣ । ଲଗାତାର ଅଷ୍ଟମ ଥର ପାଇଁ ଉପସ୍ଥାପନ କରୁଛନ୍ତି ସୀତାରମଣ । ସଂସଦରେ ପେପର୍‌ ଲେସ୍‌ ବଜେଟ୍‌ ଉପସ୍ଥାପନ ହୋଇଛି। ଏଥର ବଜେଟ୍‌ରେ ୧୦ଟି କ୍ଷେତ୍ରକୁ ଗୁରୁତ୍ବ ଦିଆଯାଇଛି । ମଧ୍ୟମ ଶ୍ରେଣୀ ଲୋକଙ୍କ ବିକାଶକୁ ବେଶୀ ଗୁରୁତ୍ବ ଦିଆଯାଇଛି। ଗରିବ, ଯୁବକ, ଅନ୍ନଦାତା, ମହିଳାଇନ୍ ଇଣ୍ଡିଆକୁ ଆହୁରି ଆଗକୁ ବଢ଼ାଇବା ଓ MSME ଆଦି ଫୋକସରେ ରହିଛି। […]

ନୂଆଦିଲ୍ଲୀ: ସଂସଦରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ଉପସ୍ଥାପନ । ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ସୀତାରମଣ । ଲଗାତାର ଅଷ୍ଟମ ଥର ପାଇଁ ଉପସ୍ଥାପନ କରୁଛନ୍ତି ସୀତାରମଣ । ସଂସଦରେ ପେପର୍‌ ଲେସ୍‌ ବଜେଟ୍‌ ଉପସ୍ଥାପନ ହୋଇଛି। ଏଥର ବଜେଟ୍‌ରେ ୧୦ଟି କ୍ଷେତ୍ରକୁ ଗୁରୁତ୍ବ ଦିଆଯାଇଛି । ମଧ୍ୟମ ଶ୍ରେଣୀ ଲୋକଙ୍କ ବିକାଶକୁ ବେଶୀ ଗୁରୁତ୍ବ ଦିଆଯାଇଛି। ଗରିବ, ଯୁବକ, ଅନ୍ନଦାତା, ମହିଳାଇନ୍ ଇଣ୍ଡିଆକୁ ଆହୁରି ଆଗକୁ ବଢ଼ାଇବା ଓ MSME ଆଦି ଫୋକସରେ ରହିଛି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ସେ ନିଜ ଅଭିଭାଷଣରେ, କୃଷିକୁ ବିକାଶାର  ପ୍ରଥମ ଇଞ୍ଜିନ୍ କହିଥିବାବେଳେ MSME ବିକାଶର ଦ୍ବିତୀୟ ଇଞ୍ଜିନ ଓ ପୁଞ୍ଜି ନିବେଶ ୩ୟ ଇଞ୍ଜିନ ବୋଲି କହିଛନ୍ତି। ଏଥିସହ ସ୍ବାସ୍ଥ୍ୟ କ୍ଷେତ୍ରକୁ ଏକ ଗୁରୁତ୍ବ ସୂଚନା ଦେଇଛନ୍ତି। କର୍କଟ ଏକ ଗମ୍ଭୀର ଏବଂ ଭୟାନକ ରୋଗ । ଏହି ରୋଗକୁ ନେଇ ଲୋକଙ୍କ ମଧ୍ୟରେ ବହୁତ ଭୟ ରହିଥିବା ବେଳେ ଦିନକୁ ଦିନ ରୋଗୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଏଥିପାଇଁ ସବୁ ଜିଲ୍ଲା ହସ୍ପିଟାଲ୍‌ରେ କ୍ୟାନ୍ସର ଚିକିତ୍ସା କେନ୍ଦ୍ର ରହିବ। ଆସନ୍ତା ୩ ବର୍ଷରେ ଲକ୍ଷ୍ୟ ପୂରଣ କରାଯିବ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ମେଡିକାଲ ଶିକ୍ଷାକୁ ଅଧିକ ଗୁରୁତ୍ବ ଦିଆଯିବ। ଆସନ୍ତା ବର୍ଷ ଆଉ ୧୦ ହଜାର ମେଡିକାଲ ସିଟ୍‌ ବୃଦ୍ଧି କରାଯିବ । ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର ମେଡିକାଲ ସିଟ୍‌ ବୃଦ୍ଧି ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

01 Feb 2025 By The Sakala

ସବୁ ଜିଲ୍ଲା ହସ୍ପିଟାଲ୍‌ରେ ରହିବ କ୍ୟାନ୍ସର ଚିକିତ୍ସା: କେନ୍ଦ୍ର ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: ସଂସଦରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ଉପସ୍ଥାପନ । ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ସୀତାରମଣ । ଲଗାତାର ଅଷ୍ଟମ ଥର ପାଇଁ ଉପସ୍ଥାପନ କରୁଛନ୍ତି ସୀତାରମଣ । ସଂସଦରେ ପେପର୍‌ ଲେସ୍‌ ବଜେଟ୍‌ ଉପସ୍ଥାପନ ହୋଇଛି। ଏଥର ବଜେଟ୍‌ରେ ୧୦ଟି କ୍ଷେତ୍ରକୁ ଗୁରୁତ୍ବ ଦିଆଯାଇଛି । ମଧ୍ୟମ ଶ୍ରେଣୀ ଲୋକଙ୍କ ବିକାଶକୁ ବେଶୀ ଗୁରୁତ୍ବ ଦିଆଯାଇଛି। ଗରିବ, ଯୁବକ, ଅନ୍ନଦାତା, ମହିଳାଇନ୍ ଇଣ୍ଡିଆକୁ ଆହୁରି ଆଗକୁ ବଢ଼ାଇବା ଓ MSME ଆଦି ଫୋକସରେ ରହିଛି।

ସେ ନିଜ ଅଭିଭାଷଣରେ, କୃଷିକୁ ବିକାଶାର  ପ୍ରଥମ ଇଞ୍ଜିନ୍ କହିଥିବାବେଳେ MSME ବିକାଶର ଦ୍ବିତୀୟ ଇଞ୍ଜିନ ଓ ପୁଞ୍ଜି ନିବେଶ ୩ୟ ଇଞ୍ଜିନ ବୋଲି କହିଛନ୍ତି। ଏଥିସହ ସ୍ବାସ୍ଥ୍ୟ କ୍ଷେତ୍ରକୁ ଏକ ଗୁରୁତ୍ବ ସୂଚନା ଦେଇଛନ୍ତି। କର୍କଟ ଏକ ଗମ୍ଭୀର ଏବଂ ଭୟାନକ ରୋଗ । ଏହି ରୋଗକୁ ନେଇ ଲୋକଙ୍କ ମଧ୍ୟରେ ବହୁତ ଭୟ ରହିଥିବା ବେଳେ ଦିନକୁ ଦିନ ରୋଗୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଏଥିପାଇଁ ସବୁ ଜିଲ୍ଲା ହସ୍ପିଟାଲ୍‌ରେ କ୍ୟାନ୍ସର ଚିକିତ୍ସା କେନ୍ଦ୍ର ରହିବ। ଆସନ୍ତା ୩ ବର୍ଷରେ ଲକ୍ଷ୍ୟ ପୂରଣ କରାଯିବ ବୋଲି ସେ କହିଛନ୍ତି।

ମେଡିକାଲ ଶିକ୍ଷାକୁ ଅଧିକ ଗୁରୁତ୍ବ ଦିଆଯିବ। ଆସନ୍ତା ବର୍ଷ ଆଉ ୧୦ ହଜାର ମେଡିକାଲ ସିଟ୍‌ ବୃଦ୍ଧି କରାଯିବ । ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର ମେଡିକାଲ ସିଟ୍‌ ବୃଦ୍ଧି ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର