ପୁଣି ପ୍ରୟାଗରାଜ ମହାକୁମ୍ଭ ମେଳାରେ ଅଗ୍ନିକାଣ୍ଡ, ଶଙ୍କରାଚାର୍ଯ୍ୟ ମାର୍ଗରେ ନିଆଁ ଲାଗିଥିବା ସୂଚନା

The Sakala Picture
Published On

ନୂଆଦିଲ୍ଲୀ: ପୁଣି ପ୍ରୟାଗରାଜ ମହାକୁମ୍ଭ ମେଳାରେ ଅଗ୍ନିକାଣ୍ଡ । କୁମ୍ଭମେଳା କ୍ଷେତ୍ରର ସେକ୍ଟର-୧୮ ଟେଣ୍ଟରେ ଶଙ୍କରାଚାର୍ଯ୍ୟ ମାର୍ଗରେ ନିଆଁ ଲାଗିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପ୍ରୟାଗରାଜ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ନିଆଁ କେମିତି ଲାଗିଛି, ତାହା ଏଯାଏଁ ଜଣାପଡିନାହିଁ । ଅଗ୍ନିକାଣ୍ଡ ଫଳରେ ବହୁ କଟେଜ୍ ଜଳିପୋଡି ପାଉଁଶ ହୋଇଯାଇଛି। ଏହି ଘଟଣାରେ କେହି ମୃତାହତ ହୋଇନାହାଁନ୍ତି। ସୂଚନାଯୋଗ୍ୟ, କିଛିଦିନ ତଳେ ମେଳା ଅଞ୍ଚଳର ସେକ୍ଟର-୫ସ୍ଥିତ କ୍ୟାମ୍ପରେ ଅଗ୍ନିକାଣ୍ଡ ଘଟିଥିଲା […]

ନୂଆଦିଲ୍ଲୀ: ପୁଣି ପ୍ରୟାଗରାଜ ମହାକୁମ୍ଭ ମେଳାରେ ଅଗ୍ନିକାଣ୍ଡ । କୁମ୍ଭମେଳା କ୍ଷେତ୍ରର ସେକ୍ଟର-୧୮ ଟେଣ୍ଟରେ ଶଙ୍କରାଚାର୍ଯ୍ୟ ମାର୍ଗରେ ନିଆଁ ଲାଗିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପ୍ରୟାଗରାଜ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ନିଆଁ କେମିତି ଲାଗିଛି, ତାହା ଏଯାଏଁ ଜଣାପଡିନାହିଁ । ଅଗ୍ନିକାଣ୍ଡ ଫଳରେ ବହୁ କଟେଜ୍ ଜଳିପୋଡି ପାଉଁଶ ହୋଇଯାଇଛି। ଏହି ଘଟଣାରେ କେହି ମୃତାହତ ହୋଇନାହାଁନ୍ତି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ସୂଚନାଯୋଗ୍ୟ, କିଛିଦିନ ତଳେ ମେଳା ଅଞ୍ଚଳର ସେକ୍ଟର-୫ସ୍ଥିତ କ୍ୟାମ୍ପରେ ଅଗ୍ନିକାଣ୍ଡ ଘଟିଥିଲା । ୬ ଦମକଳ ଗାଡ଼ି ନିଆଁ ଲିଭାଇବାରେ ନିୟୋଜିତ ହୋଇଥିଲା । ଟେଣ୍ଟରେ ରଖା ହୋଇଥିବା ସିଲିଣ୍ଡରରେ ବିସ୍ଫୋରଣ ହେବା ପରେ ନିଆଁ ଲାଗିଥିଲା । ଏହି ଅଗ୍ନିକାଣ୍ଡରେ ୨୦ରୁ ୨୫ଟି ଟେଣ୍ଟ ଜଳି ପାଉଁଶ ହୋଇଯାଇଥିଲା ।

ଆହୁରି ପଢ଼ନ୍ତୁ: କାନାଡାରେ ପଞ୍ଜାବୀ ମୂଳର ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ନାନ୍ସି ଗ୍ରେୱାଲଙ୍କ ହତ୍ୟା, ଘରେ ପଶି ଛୁରୀ ଭୁସିଲା ଦୁର୍ବୃତ୍ତ

07 Feb 2025 By The Sakala

ପୁଣି ପ୍ରୟାଗରାଜ ମହାକୁମ୍ଭ ମେଳାରେ ଅଗ୍ନିକାଣ୍ଡ, ଶଙ୍କରାଚାର୍ଯ୍ୟ ମାର୍ଗରେ ନିଆଁ ଲାଗିଥିବା ସୂଚନା

ନୂଆଦିଲ୍ଲୀ: ପୁଣି ପ୍ରୟାଗରାଜ ମହାକୁମ୍ଭ ମେଳାରେ ଅଗ୍ନିକାଣ୍ଡ । କୁମ୍ଭମେଳା କ୍ଷେତ୍ରର ସେକ୍ଟର-୧୮ ଟେଣ୍ଟରେ ଶଙ୍କରାଚାର୍ଯ୍ୟ ମାର୍ଗରେ ନିଆଁ ଲାଗିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପ୍ରୟାଗରାଜ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ନିଆଁ କେମିତି ଲାଗିଛି, ତାହା ଏଯାଏଁ ଜଣାପଡିନାହିଁ । ଅଗ୍ନିକାଣ୍ଡ ଫଳରେ ବହୁ କଟେଜ୍ ଜଳିପୋଡି ପାଉଁଶ ହୋଇଯାଇଛି। ଏହି ଘଟଣାରେ କେହି ମୃତାହତ ହୋଇନାହାଁନ୍ତି।

ସୂଚନାଯୋଗ୍ୟ, କିଛିଦିନ ତଳେ ମେଳା ଅଞ୍ଚଳର ସେକ୍ଟର-୫ସ୍ଥିତ କ୍ୟାମ୍ପରେ ଅଗ୍ନିକାଣ୍ଡ ଘଟିଥିଲା । ୬ ଦମକଳ ଗାଡ଼ି ନିଆଁ ଲିଭାଇବାରେ ନିୟୋଜିତ ହୋଇଥିଲା । ଟେଣ୍ଟରେ ରଖା ହୋଇଥିବା ସିଲିଣ୍ଡରରେ ବିସ୍ଫୋରଣ ହେବା ପରେ ନିଆଁ ଲାଗିଥିଲା । ଏହି ଅଗ୍ନିକାଣ୍ଡରେ ୨୦ରୁ ୨୫ଟି ଟେଣ୍ଟ ଜଳି ପାଉଁଶ ହୋଇଯାଇଥିଲା ।

https://www.thesakala.in/national-international/fire-break-out-in-sector-18-of-prayagraj-mahakumbh-mela/article-38518
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର