ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ, ଛାତିରେ ଯନ୍ତ୍ରଣା ହେବାରୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି

The Sakala Picture
Published On

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କାର୍ଡିଓଲୋଜି ବିଭାଗରେ ଭର୍ତ୍ତି କରାଯାଇଛି । ଏବେ ତାଙ୍କର ସ୍ୱାସ୍ଥ୍ଯ ଅବସ୍ଥା ସ୍ଥିର ରହିଛି ଏବଂ ଡାକ୍ତରଙ୍କ ନିରୀକ୍ଷଣରେ ସେ ରହିଛନ୍ତି । ଡାକ୍ତରଙ୍କ ଏକ ଟିମ୍ ତାଙ୍କ ସ୍ୱାସ୍ଥ୍ଯବସ୍ଥା ଉପରେ ନଜର ରଖିଛନ୍ତି। ଉପରାଷ୍ଟ୍ରପତି ଏମ୍ସର କାର୍ଡିଓଲୋଜି ବିଭାଗର ମୁଖ୍ୟ ଡକ୍ଟର ରାଜୀବ ନାରାଙ୍ଗଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ତାଙ୍କୁ କ୍ରିଟିକାଲ୍ କେୟାର ୟୁନିଟ୍ […]

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କାର୍ଡିଓଲୋଜି ବିଭାଗରେ ଭର୍ତ୍ତି କରାଯାଇଛି । ଏବେ ତାଙ୍କର ସ୍ୱାସ୍ଥ୍ଯ ଅବସ୍ଥା ସ୍ଥିର ରହିଛି ଏବଂ ଡାକ୍ତରଙ୍କ ନିରୀକ୍ଷଣରେ ସେ ରହିଛନ୍ତି । ଡାକ୍ତରଙ୍କ ଏକ ଟିମ୍ ତାଙ୍କ ସ୍ୱାସ୍ଥ୍ଯବସ୍ଥା ଉପରେ ନଜର ରଖିଛନ୍ତି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ଚାଞ୍ଚଲ୍ୟ: ଆଇଆରଏସ ଅଧିକାରୀଙ୍କ ଝିଅକୁ ଦୁଷ୍କର୍ମ ପରେ ମୋବାଇଲ୍ ଚାର୍ଜିଂ କେବୁଲରେ ତଣ୍ଟି ଚିପି ହତ୍ୟା

ଉପରାଷ୍ଟ୍ରପତି ଏମ୍ସର କାର୍ଡିଓଲୋଜି ବିଭାଗର ମୁଖ୍ୟ ଡକ୍ଟର ରାଜୀବ ନାରାଙ୍ଗଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ତାଙ୍କୁ କ୍ରିଟିକାଲ୍ କେୟାର ୟୁନିଟ୍ (ସିସିୟୁ) ରେ ରଖାଯାଇଛି। ଡାକ୍ତରଙ୍କ ଟିମ୍ ତାଙ୍କ ଅବସ୍ଥା ଉପରେ ନିରନ୍ତର ନଜର ରଖିଛନ୍ତି। ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ସୂଚନା ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ତାଙ୍କୁ ସାକ୍ଷାତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆମ୍ ଆଦମୀ ପାର୍ଟିକୁ ଶକ୍ତ ଝଟକା: ବିଜେପିରେ ସାମିଲ ହେଲେ ଆପ୍‌ର ୭ ରାଜ୍ୟସଭା ସାଂସଦ

09 Mar 2025 By The Sakala

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ, ଛାତିରେ ଯନ୍ତ୍ରଣା ହେବାରୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କାର୍ଡିଓଲୋଜି ବିଭାଗରେ ଭର୍ତ୍ତି କରାଯାଇଛି । ଏବେ ତାଙ୍କର ସ୍ୱାସ୍ଥ୍ଯ ଅବସ୍ଥା ସ୍ଥିର ରହିଛି ଏବଂ ଡାକ୍ତରଙ୍କ ନିରୀକ୍ଷଣରେ ସେ ରହିଛନ୍ତି । ଡାକ୍ତରଙ୍କ ଏକ ଟିମ୍ ତାଙ୍କ ସ୍ୱାସ୍ଥ୍ଯବସ୍ଥା ଉପରେ ନଜର ରଖିଛନ୍ତି।

ଉପରାଷ୍ଟ୍ରପତି ଏମ୍ସର କାର୍ଡିଓଲୋଜି ବିଭାଗର ମୁଖ୍ୟ ଡକ୍ଟର ରାଜୀବ ନାରାଙ୍ଗଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ତାଙ୍କୁ କ୍ରିଟିକାଲ୍ କେୟାର ୟୁନିଟ୍ (ସିସିୟୁ) ରେ ରଖାଯାଇଛି। ଡାକ୍ତରଙ୍କ ଟିମ୍ ତାଙ୍କ ଅବସ୍ଥା ଉପରେ ନିରନ୍ତର ନଜର ରଖିଛନ୍ତି। ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ସୂଚନା ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ତାଙ୍କୁ ସାକ୍ଷାତ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର