ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ପ୍ରତିଷ୍ଠିତ ଶିଳ୍ପପତି ରାଜ କୁନ୍ଦ୍ରା ଗିରଫ

The Sakala Picture
Published On

ମୁମ୍ବାଇ : ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ପ୍ରତିଷ୍ଠିତ ବ୍ୟବସାୟୀ ରାଜ୍‌ କୁନ୍ଦ୍ରାଙ୍କୁ ଗିରଫ କରିଛି ମୁମ୍ବାଇ ପୁଲିସ। ଶ୍ରୀ କୁନ୍ଦ୍ରା ମୋବାଇଲ୍ ଆପ୍‌ରେ ପର୍ନୋଗ୍ରାଫିର ପ୍ରସାରଣ କରିଥିବା ଅଭିଯୋଗରେ ତାଙ୍କୁ ମୁମ୍ବାଇ ପୁଲିସ ଗିରଫ କରିଛି। ତେବେ ଏଥିରେ ଆଉ କାହାର ସମ୍ପୃକ୍ତି ଅଛି ସେ ନେଇ ତଦନ୍ତ ଚାଲିଛି। ଗତ ଫେବୃଆରୀରେ କୁନ୍ଦ୍ରାଙ୍କ ବିରୋଧରେ ପର୍ନୋଗ୍ରାଫି(ଅଶ୍ଲୀଳ ଚଳଚ୍ଚିତ୍ର) ପ୍ରସ୍ତୁତ କରିବା ଓ ସେଗୁଡ଼ିକୁ ବିଭିନ୍ନ ଆପ୍‌ ମାଧ୍ୟମରେ ପ୍ରସାରଣ କରିବା ଭଳି […]

ମୁମ୍ବାଇ : ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ପ୍ରତିଷ୍ଠିତ ବ୍ୟବସାୟୀ ରାଜ୍‌ କୁନ୍ଦ୍ରାଙ୍କୁ ଗିରଫ କରିଛି ମୁମ୍ବାଇ ପୁଲିସ। ଶ୍ରୀ କୁନ୍ଦ୍ରା ମୋବାଇଲ୍ ଆପ୍‌ରେ ପର୍ନୋଗ୍ରାଫିର ପ୍ରସାରଣ କରିଥିବା ଅଭିଯୋଗରେ ତାଙ୍କୁ ମୁମ୍ବାଇ ପୁଲିସ ଗିରଫ କରିଛି। ତେବେ ଏଥିରେ ଆଉ କାହାର ସମ୍ପୃକ୍ତି ଅଛି ସେ ନେଇ ତଦନ୍ତ ଚାଲିଛି। ଗତ ଫେବୃଆରୀରେ କୁନ୍ଦ୍ରାଙ୍କ ବିରୋଧରେ ପର୍ନୋଗ୍ରାଫି(ଅଶ୍ଲୀଳ ଚଳଚ୍ଚିତ୍ର) ପ୍ରସ୍ତୁତ କରିବା ଓ ସେଗୁଡ଼ିକୁ ବିଭିନ୍ନ ଆପ୍‌ ମାଧ୍ୟମରେ ପ୍ରସାରଣ କରିବା ଭଳି ଅଭିଯୋଗ ଆସିଥିଲା। ମୁମ୍ବାଇ କ୍ରାଇମବ୍ରାଞ୍ଚ୍ ଏହାର ତଦନ୍ତ କରୁଥିଲା। କୁନ୍ଦ୍ରା ମୁଖ୍ୟ ଅଭିଯୁକ୍ତ ହୋଇଥିବା ବେଳେ ତାଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ମିଳିବା ପରେ ତାଙ୍କୁ ଗିରଫ କରାଯାଇଛି ବୋଲି ମୁମ୍ବାଇ ପୁଲିସ କମିସନର କହିଛନ୍ତି।

ଆହୁରି ପଢ଼ନ୍ତୁ: ଖଣ୍ଡୱାରେ ଲଜ୍ଜାଜନକ ଘଟଣା: ୯୦ ବର୍ଷୀୟା ବୃଦ୍ଧାଙ୍କ ସହ ଗଣଦୁଷ୍କର୍ମ, ୪ ମୁଖାପିନ୍ଧା ଦୁର୍ବୃତ୍ତଙ୍କ କାରନାମା

20 Jul 2021 By The Sakala

ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ପ୍ରତିଷ୍ଠିତ ଶିଳ୍ପପତି ରାଜ କୁନ୍ଦ୍ରା ଗିରଫ

ମୁମ୍ବାଇ : ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ପ୍ରତିଷ୍ଠିତ ବ୍ୟବସାୟୀ ରାଜ୍‌ କୁନ୍ଦ୍ରାଙ୍କୁ ଗିରଫ କରିଛି ମୁମ୍ବାଇ ପୁଲିସ। ଶ୍ରୀ କୁନ୍ଦ୍ରା ମୋବାଇଲ୍ ଆପ୍‌ରେ ପର୍ନୋଗ୍ରାଫିର ପ୍ରସାରଣ କରିଥିବା ଅଭିଯୋଗରେ ତାଙ୍କୁ ମୁମ୍ବାଇ ପୁଲିସ ଗିରଫ କରିଛି। ତେବେ ଏଥିରେ ଆଉ କାହାର ସମ୍ପୃକ୍ତି ଅଛି ସେ ନେଇ ତଦନ୍ତ ଚାଲିଛି। ଗତ ଫେବୃଆରୀରେ କୁନ୍ଦ୍ରାଙ୍କ ବିରୋଧରେ ପର୍ନୋଗ୍ରାଫି(ଅଶ୍ଲୀଳ ଚଳଚ୍ଚିତ୍ର) ପ୍ରସ୍ତୁତ କରିବା ଓ ସେଗୁଡ଼ିକୁ ବିଭିନ୍ନ ଆପ୍‌ ମାଧ୍ୟମରେ ପ୍ରସାରଣ କରିବା ଭଳି ଅଭିଯୋଗ ଆସିଥିଲା। ମୁମ୍ବାଇ କ୍ରାଇମବ୍ରାଞ୍ଚ୍ ଏହାର ତଦନ୍ତ କରୁଥିଲା। କୁନ୍ଦ୍ରା ମୁଖ୍ୟ ଅଭିଯୁକ୍ତ ହୋଇଥିବା ବେଳେ ତାଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ମିଳିବା ପରେ ତାଙ୍କୁ ଗିରଫ କରାଯାଇଛି ବୋଲି ମୁମ୍ବାଇ ପୁଲିସ କମିସନର କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର