ନିର୍ବଚନୀ ପୂର୍ବରୁ ଜୋର ଧରିଲାଣି ପ୍ରଚାର, ମୋଦୀଙ୍କ ରାଲିରେ ସାମିଲ ହେବେ ସୌରଭ ଗାଙ୍ଗୁଲି !

The Sakala Picture
Published On

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଆରମ୍ଭ ହେବାକୁ ଯାଉଛି। ଏହି ନିିର୍ବାଚନୀ ପ୍ରଚାରରେ ​​ଅନେକ ସେଲିବ୍ରିଟି ମଧ୍ୟ ପ୍ରଚାର କରିବେ। ଚଳଚ୍ଚିତ୍ର ତାରକା ଠାରୁ ଆରମ୍ଭ କରି କ୍ରିକେଟର ପର୍ଯ୍ୟନ୍ତ ସମସ୍ତ ରାଜନୈତିକ ଦଳ ​​ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। କ୍ରିକେଟ୍ ବୋର୍ଡ ଅଫ୍ ଇଣ୍ଡିଆ (ବିସିସିଆଇ) ର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ମଧ୍ୟ ଏକ ବିଜେପି ରାଲିରେ ଯୋଗଦେବେ ବୋଲି କଳ୍ପନ ଚାଲିଛି। ଗାଙ୍ଗୁଲି ବିଜେପିରେ ସାମିଲ […]

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଆରମ୍ଭ ହେବାକୁ ଯାଉଛି। ଏହି ନିିର୍ବାଚନୀ ପ୍ରଚାରରେ ​​ଅନେକ ସେଲିବ୍ରିଟି ମଧ୍ୟ ପ୍ରଚାର କରିବେ। ଚଳଚ୍ଚିତ୍ର ତାରକା ଠାରୁ ଆରମ୍ଭ କରି କ୍ରିକେଟର ପର୍ଯ୍ୟନ୍ତ ସମସ୍ତ ରାଜନୈତିକ ଦଳ ​​ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। କ୍ରିକେଟ୍ ବୋର୍ଡ ଅଫ୍ ଇଣ୍ଡିଆ (ବିସିସିଆଇ) ର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ମଧ୍ୟ ଏକ ବିଜେପି ରାଲିରେ ଯୋଗଦେବେ ବୋଲି କଳ୍ପନ ଚାଲିଛି।

ଆହୁରି ପଢ଼ନ୍ତୁ: ଖାଦ୍ୟ ପଦାର୍ଥରେ ଆଉ ବ୍ୟବହାର ହେବନି ଅଶ୍ୱଗନ୍ଧା ପତ୍ର, କେବଳ ଚେର ବ୍ୟବହାର ପାଇଁ ଅନୁମତି

ଗାଙ୍ଗୁଲି ବିଜେପିରେ ସାମିଲ ହେବା ପ୍ରସଙ୍ଗରେ ଦଳ ତରଫରୁ କୁହାଯାଇଛି ଯେ, ସେ ବିଜେପିରେ ସାମିଲ ହେବେ ନା ନାହିଁ ଏହା ତାଙ୍କ ଉପରେ ନିର୍ଭର କରୁଛି । ବିଜେପି ପ୍ରବକ୍ତା ସାମିକ ଭଟ୍ଟାଚାର୍ଯ୍ଯ କହିଛନ୍ତି ଯେ, ଯଦି ଗାଙ୍ଗୁଲି ନିଜର ସ୍ୱାସ୍ଥ୍ୟକୁ ଦେଖି ରାଲିରେ ଭାଗ ନେବାକୁ ଇଚ୍ଛା କରନ୍ତି ତେବେ ତାଙ୍କୁ ସବୁଠାରୁ ଅଧିକ ସ୍ୱାଗତ କରାଯିବ । ସେ ରାଲିରେ ଉପସ୍ଥିତ ରହିଲେ ସେ ଲୋକଙ୍କୁ ପସନ୍ଦ କରିବେ ଓ ଲୋକମାନେ ମଧ୍ୟ ତାଙ୍କୁ ପସନ୍ଦ କରିବେ । କିନ୍ତୁ ଏବେସୁଦ୍ଧା ଏହା ସ୍ପଷ୍ଟ ହୋଇନାହିଁ । ମାର୍ଚ୍ଚ ୭ରେ  କଲକାତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରାଲିରେ ଯୋଗଦେବାକୁ ଚାହୁଁଛନ୍ତି କି ନାହିଁ ତାହା ଜଣାପଡ଼ିବ।

ଆହୁରି ପଢ଼ନ୍ତୁ: ଇରାନରେ ଏହି ୮ ମହିଳାଙ୍କ ଫାଶୀ ଦଣ୍ଡାଦେଶକୁ ରୋକିବାକୁ ଟ୍ରମ୍ପଙ୍କ ଅପିଲ: ଜାଣନ୍ତୁ କିଏ ଏହି ମହିଳା...

ସୂଚନାଯୋଗ୍ୟ, ଗାଙ୍ଗୁଲିଙ୍କର ନିକଟରେ ଆଉ ଏକ ଏ଼ଞ୍ଜିୟୋପ୍ଲାଷ୍ଟି କରାଯାଇଥିଲା । ସେ ୩ ଦିନ ହସ୍ପିଟାଲରେ ରହି ଜାନୁଆରୀ ୩୧ ତାରିଖରେ ଡିସଚାର୍ଜ ହୋଇଥିଲେ । ଅପରେସନ ପରେ ତାଙ୍କୁ ବିଶ୍ରାମ ନେବାକୁ କୁହାଯାଇଥିଲା ।

ଆହୁରି ପଢ଼ନ୍ତୁ: ଆମ୍ ଆଦମୀ ପାର୍ଟିକୁ ଶକ୍ତ ଝଟକା: ବିଜେପିରେ ସାମିଲ ହେଲେ ଆପ୍‌ର ୭ ରାଜ୍ୟସଭା ସାଂସଦ

ତେବେ ଏହି ପ୍ରସଙ୍ଗରେ ବିସିସିଆଇ ମୁଖ୍ୟ ସୌରଭ ଗାଙ୍ଗୁଲିଙ୍କ ପକ୍ଷରୁ କୌଣସି ବିବୃତ୍ତି ଦିଆଯାଇ ନାହିଁ। ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ସେ ରାଜନୀତିରେ ଯୋଗଦେବେ ବୋଲି ଅନୁମାନ କରାଯାଉଛି।

03 Mar 2021 By The Sakala

ନିର୍ବଚନୀ ପୂର୍ବରୁ ଜୋର ଧରିଲାଣି ପ୍ରଚାର, ମୋଦୀଙ୍କ ରାଲିରେ ସାମିଲ ହେବେ ସୌରଭ ଗାଙ୍ଗୁଲି !

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଆରମ୍ଭ ହେବାକୁ ଯାଉଛି। ଏହି ନିିର୍ବାଚନୀ ପ୍ରଚାରରେ ​​ଅନେକ ସେଲିବ୍ରିଟି ମଧ୍ୟ ପ୍ରଚାର କରିବେ। ଚଳଚ୍ଚିତ୍ର ତାରକା ଠାରୁ ଆରମ୍ଭ କରି କ୍ରିକେଟର ପର୍ଯ୍ୟନ୍ତ ସମସ୍ତ ରାଜନୈତିକ ଦଳ ​​ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। କ୍ରିକେଟ୍ ବୋର୍ଡ ଅଫ୍ ଇଣ୍ଡିଆ (ବିସିସିଆଇ) ର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ମଧ୍ୟ ଏକ ବିଜେପି ରାଲିରେ ଯୋଗଦେବେ ବୋଲି କଳ୍ପନ ଚାଲିଛି।

ଗାଙ୍ଗୁଲି ବିଜେପିରେ ସାମିଲ ହେବା ପ୍ରସଙ୍ଗରେ ଦଳ ତରଫରୁ କୁହାଯାଇଛି ଯେ, ସେ ବିଜେପିରେ ସାମିଲ ହେବେ ନା ନାହିଁ ଏହା ତାଙ୍କ ଉପରେ ନିର୍ଭର କରୁଛି । ବିଜେପି ପ୍ରବକ୍ତା ସାମିକ ଭଟ୍ଟାଚାର୍ଯ୍ଯ କହିଛନ୍ତି ଯେ, ଯଦି ଗାଙ୍ଗୁଲି ନିଜର ସ୍ୱାସ୍ଥ୍ୟକୁ ଦେଖି ରାଲିରେ ଭାଗ ନେବାକୁ ଇଚ୍ଛା କରନ୍ତି ତେବେ ତାଙ୍କୁ ସବୁଠାରୁ ଅଧିକ ସ୍ୱାଗତ କରାଯିବ । ସେ ରାଲିରେ ଉପସ୍ଥିତ ରହିଲେ ସେ ଲୋକଙ୍କୁ ପସନ୍ଦ କରିବେ ଓ ଲୋକମାନେ ମଧ୍ୟ ତାଙ୍କୁ ପସନ୍ଦ କରିବେ । କିନ୍ତୁ ଏବେସୁଦ୍ଧା ଏହା ସ୍ପଷ୍ଟ ହୋଇନାହିଁ । ମାର୍ଚ୍ଚ ୭ରେ  କଲକାତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରାଲିରେ ଯୋଗଦେବାକୁ ଚାହୁଁଛନ୍ତି କି ନାହିଁ ତାହା ଜଣାପଡ଼ିବ।

ସୂଚନାଯୋଗ୍ୟ, ଗାଙ୍ଗୁଲିଙ୍କର ନିକଟରେ ଆଉ ଏକ ଏ଼ଞ୍ଜିୟୋପ୍ଲାଷ୍ଟି କରାଯାଇଥିଲା । ସେ ୩ ଦିନ ହସ୍ପିଟାଲରେ ରହି ଜାନୁଆରୀ ୩୧ ତାରିଖରେ ଡିସଚାର୍ଜ ହୋଇଥିଲେ । ଅପରେସନ ପରେ ତାଙ୍କୁ ବିଶ୍ରାମ ନେବାକୁ କୁହାଯାଇଥିଲା ।

ତେବେ ଏହି ପ୍ରସଙ୍ଗରେ ବିସିସିଆଇ ମୁଖ୍ୟ ସୌରଭ ଗାଙ୍ଗୁଲିଙ୍କ ପକ୍ଷରୁ କୌଣସି ବିବୃତ୍ତି ଦିଆଯାଇ ନାହିଁ। ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ସେ ରାଜନୀତିରେ ଯୋଗଦେବେ ବୋଲି ଅନୁମାନ କରାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର