ୱାକଫ୍ ସଂଶୋଧିତ ବିଲ୍‌ ଉପରେ ବାଜିଲା ରାଷ୍ଟ୍ରପତିଙ୍କ ମୋହର, ଆଇନ୍‌ରେ ପରିଣତ ହେଲା ବିଲ୍‌

The Sakala Picture
Published On

ନୂଆଦିଲ୍ଲୀ: ଆଇନ୍‌ରେ ପରିଣତ ହେଲା ୱାକଫ୍ ବିଲ୍‌ । ୱାକଫ ସଂଶୋଧିତ ବିଲ୍‌ ଉପରେ ବାଜିଲା ରାଷ୍ଟ୍ରପତିଙ୍କ ମୋହର । ରାଷ୍ଟ୍ରପତିଙ୍କ ମୋହର ପରେ ୱାକଫ୍ ସଂଶୋଧନ ବିଲ୍ ଆଇନରେ ପରିଣତ ହୋଇଛି । ବିଲ୍‌ ୱାକଫ୍ (ସଂଶୋଧିତ) ଆକ୍ଟ-୨୦୨୫ରେ ପରିଣତ । ସଂସଦର ଉଭୟ ଗୃହରେ ବିଲ୍‌ ପାସ୍‌ ପରେ ୱାକଫ୍ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିଛି । ଏବେ ନୂଆ ୱକଫ ଆଇନକୁ ସାରା ଦେଶରେ ଲାଗୁ କରାଯିବ । ଏ ବାବଦ ପରବର୍ତ୍ତୀ […]

ନୂଆଦିଲ୍ଲୀ: ଆଇନ୍‌ରେ ପରିଣତ ହେଲା ୱାକଫ୍ ବିଲ୍‌ । ୱାକଫ ସଂଶୋଧିତ ବିଲ୍‌ ଉପରେ ବାଜିଲା ରାଷ୍ଟ୍ରପତିଙ୍କ ମୋହର । ରାଷ୍ଟ୍ରପତିଙ୍କ ମୋହର ପରେ ୱାକଫ୍ ସଂଶୋଧନ ବିଲ୍ ଆଇନରେ ପରିଣତ ହୋଇଛି । ବିଲ୍‌ ୱାକଫ୍ (ସଂଶୋଧିତ) ଆକ୍ଟ-୨୦୨୫ରେ ପରିଣତ । ସଂସଦର ଉଭୟ ଗୃହରେ ବିଲ୍‌ ପାସ୍‌ ପରେ ୱାକଫ୍ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିଛି । ଏବେ ନୂଆ ୱକଫ ଆଇନକୁ ସାରା ଦେଶରେ ଲାଗୁ କରାଯିବ । ଏ ବାବଦ ପରବର୍ତ୍ତୀ ପ୍ରକ୍ରିୟା ସେହି ଆଧାରରେ ହେବ ।

ଆହୁରି ପଢ଼ନ୍ତୁ: ସୋନମ ରଘୁବଂଶୀଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା: ଜାମିନ ଖାରଜ, ୩ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ ପାଇଁ ନିର୍ଦ୍ଦେଶ

ପୂର୍ବରୁ ଏହି ବିଲ୍ ସଂସଦର ଉଭୟ ଗୃହରେ ପାରିତ ହୋଇଥିଲା । ଲୋକସଭାରେ ବିଲ୍ ସପକ୍ଷରେ ୨୨୮ଟି ଭୋଟ୍ ପଡ଼ିଥିଲା ବେଳେ ଏହା ବିରୋଧରେ ୨୩୨ଟି ଭୋଟ୍ ପଡ଼ିଥିଲା । ଅନ୍ୟପଟେ ରାଜ୍ୟସଭାରେ ୧୨୮ ଜଣ ସାଂସଦ ୱାକଫ୍ ବିଲ୍‌କୁ ସମର୍ଥନ କରିଥିଲେ । ୯୫ ଜଣ ବିରୋଧ କରିଥିଲେ ।

ଆହୁରି ପଢ଼ନ୍ତୁ: ସିଜେପି ପ୍ରଦର୍ଶନକାରୀଙ୍କ ଉପରେ ପୁଲିସ କାର୍ଯ୍ୟାନୁଷ୍ଠାନ ମାମଲା: ଭୁଲ ଖବର ପ୍ରସାରଣକୁ ନେଇ କ୍ଷୁବ୍ଧ ହେଲେ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

ଅନ୍ୟପଟେ ଏହି ନୂଆ ଆଇନକୁ କଂଗ୍ରେସ ସମେତ କିଛି ଦଳ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିବା ବେଳେ ବିଭିନ୍ନ ରାଜ୍ୟରେ ମୁସଲିମ ସଂଗଠନ ମାନେ ବିରୋଧ ଜାରି ରଖିଛନ୍ତି । ନୂଆ ଆଇନ ଦ୍ବାରା ୱକଫରେ ପକ୍ଷପାତିତା, ୱକଫ ସମ୍ପତ୍ତିର ଅପବ୍ୟବହାର ଓ ଜବରଦଖଲକୁ ରୋକିବା ସମ୍ଭବ ହୋଇପାରିବ ବୋଲି ସରକାର ଯୁକ୍ତି ବାଢିଛନ୍ତି

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଘନୀଭୂତ ହେଉଛି ସଂଘର୍ଷ: ଇରାନର ସାମରିକ ଘାଟି ଉପରେ ଆମେରିକାର ବି-୧ ଲାନ୍ସର ଆକ୍ରମଣ

06 Apr 2025 By The Sakala

ୱାକଫ୍ ସଂଶୋଧିତ ବିଲ୍‌ ଉପରେ ବାଜିଲା ରାଷ୍ଟ୍ରପତିଙ୍କ ମୋହର, ଆଇନ୍‌ରେ ପରିଣତ ହେଲା ବିଲ୍‌

ନୂଆଦିଲ୍ଲୀ: ଆଇନ୍‌ରେ ପରିଣତ ହେଲା ୱାକଫ୍ ବିଲ୍‌ । ୱାକଫ ସଂଶୋଧିତ ବିଲ୍‌ ଉପରେ ବାଜିଲା ରାଷ୍ଟ୍ରପତିଙ୍କ ମୋହର । ରାଷ୍ଟ୍ରପତିଙ୍କ ମୋହର ପରେ ୱାକଫ୍ ସଂଶୋଧନ ବିଲ୍ ଆଇନରେ ପରିଣତ ହୋଇଛି । ବିଲ୍‌ ୱାକଫ୍ (ସଂଶୋଧିତ) ଆକ୍ଟ-୨୦୨୫ରେ ପରିଣତ । ସଂସଦର ଉଭୟ ଗୃହରେ ବିଲ୍‌ ପାସ୍‌ ପରେ ୱାକଫ୍ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିଛି । ଏବେ ନୂଆ ୱକଫ ଆଇନକୁ ସାରା ଦେଶରେ ଲାଗୁ କରାଯିବ । ଏ ବାବଦ ପରବର୍ତ୍ତୀ ପ୍ରକ୍ରିୟା ସେହି ଆଧାରରେ ହେବ ।

ପୂର୍ବରୁ ଏହି ବିଲ୍ ସଂସଦର ଉଭୟ ଗୃହରେ ପାରିତ ହୋଇଥିଲା । ଲୋକସଭାରେ ବିଲ୍ ସପକ୍ଷରେ ୨୨୮ଟି ଭୋଟ୍ ପଡ଼ିଥିଲା ବେଳେ ଏହା ବିରୋଧରେ ୨୩୨ଟି ଭୋଟ୍ ପଡ଼ିଥିଲା । ଅନ୍ୟପଟେ ରାଜ୍ୟସଭାରେ ୧୨୮ ଜଣ ସାଂସଦ ୱାକଫ୍ ବିଲ୍‌କୁ ସମର୍ଥନ କରିଥିଲେ । ୯୫ ଜଣ ବିରୋଧ କରିଥିଲେ ।

ଅନ୍ୟପଟେ ଏହି ନୂଆ ଆଇନକୁ କଂଗ୍ରେସ ସମେତ କିଛି ଦଳ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିବା ବେଳେ ବିଭିନ୍ନ ରାଜ୍ୟରେ ମୁସଲିମ ସଂଗଠନ ମାନେ ବିରୋଧ ଜାରି ରଖିଛନ୍ତି । ନୂଆ ଆଇନ ଦ୍ବାରା ୱକଫରେ ପକ୍ଷପାତିତା, ୱକଫ ସମ୍ପତ୍ତିର ଅପବ୍ୟବହାର ଓ ଜବରଦଖଲକୁ ରୋକିବା ସମ୍ଭବ ହୋଇପାରିବ ବୋଲି ସରକାର ଯୁକ୍ତି ବାଢିଛନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର