ନାରାୟଣପୁର ସୀମାନ୍ତ କୋଣ୍ଡାଗାଁରେ ଏନ୍‌କାଉଣ୍ଟର : ୨ ହାର୍ଡକୋର ମାଓବାଦୀ ନିହତ

The Sakala Picture
Published On

ମାଲକାନଗିରି : ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ। ଛତିଶଗଡ଼ ନାରାୟଣପୁର ସୀମାନ୍ତ କୋଣ୍ଡାଗାଁରେ ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି। ମୃତ ଦୁଇ ମାଓବାଦୀ ହେଉଛନ୍ତି ପୂର୍ବ ବସ୍ତର ଡିଭିଜନର DVCM ହଳଧର ଓ ACM ରାମେ । ହଳଧରଙ୍କ ମୁଣ୍ଡ ଉପରେ ପୂର୍ବରୁ ଛତିଶଗଡ ସରକାର ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିବା ବେଳେ ରାମେଙ୍କ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ନାରାୟଣପୁର […]

ମାଲକାନଗିରି : ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ। ଛତିଶଗଡ଼ ନାରାୟଣପୁର ସୀମାନ୍ତ କୋଣ୍ଡାଗାଁରେ ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି। ମୃତ ଦୁଇ ମାଓବାଦୀ ହେଉଛନ୍ତି ପୂର୍ବ ବସ୍ତର ଡିଭିଜନର DVCM ହଳଧର ଓ ACM ରାମେ । ହଳଧରଙ୍କ ମୁଣ୍ଡ ଉପରେ ପୂର୍ବରୁ ଛତିଶଗଡ ସରକାର ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିବା ବେଳେ ରାମେଙ୍କ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ଗଣତନ୍ତ୍ରର ବିଜୟ କହିଲେ ସୋନମ ୱାଙ୍ଗଚୁକ୍‌, CJP ଏବଂ ଦେଶର ଜେନ୍‌ Zଙ୍କୁ ଅଭିନନ୍ଦନ ଜଣାଇଲେ

ନାରାୟଣପୁର ସୀମାନ୍ତ କୋଣ୍ଡାଗାଁ ଜିଲ୍ଲାର କିଲମ ଜଙ୍ଗଲ ଭିତରେ ମାଓବାଦୀଙ୍କ ଏକ ବଡ ଟିମ ଲୁଚି ରହିଥିବା ନେଇ ପୁଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା ଅପରେସନ । ପ୍ରାୟ ଦୁଇ ଘଣ୍ଟା ରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଘଟଣା ସ୍ଥଳରୁ ପଳାୟନ କରିଥିବା ବେଳେ ଜବାନ ମାନେ ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଘଟଣାସ୍ଥଳରୁ ୨ ହାର୍ଡକୋର ମାଓବାଦୀଙ୍କ ମୃତଦେହ ସହ ଗୋଟିଏ AK-47 ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ମାଓବାଦୀଙ୍କ ମୃତ ଦେହ ଠାବ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି ।

ଆହୁରି ପଢ଼ନ୍ତୁ: ଜୟପୁର ମର୍ଡର କେସ୍: ମଦ ବିଲ୍ ଦେବାକୁ କେନ୍ଦ୍ର କରି ସାଙ୍ଗକୁ ହତ୍ୟା, ପୋଲିସରୁ ବର୍ତ୍ତିବା ପାଇଁ ୟୁଟ୍ୟୁବ୍ ସର୍ଚ୍ଚ କଲେ ଅଭିଯୁକ୍ତ

16 Apr 2025 By The Sakala

ନାରାୟଣପୁର ସୀମାନ୍ତ କୋଣ୍ଡାଗାଁରେ ଏନ୍‌କାଉଣ୍ଟର : ୨ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ। ଛତିଶଗଡ଼ ନାରାୟଣପୁର ସୀମାନ୍ତ କୋଣ୍ଡାଗାଁରେ ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି। ମୃତ ଦୁଇ ମାଓବାଦୀ ହେଉଛନ୍ତି ପୂର୍ବ ବସ୍ତର ଡିଭିଜନର DVCM ହଳଧର ଓ ACM ରାମେ । ହଳଧରଙ୍କ ମୁଣ୍ଡ ଉପରେ ପୂର୍ବରୁ ଛତିଶଗଡ ସରକାର ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିବା ବେଳେ ରାମେଙ୍କ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ।

ନାରାୟଣପୁର ସୀମାନ୍ତ କୋଣ୍ଡାଗାଁ ଜିଲ୍ଲାର କିଲମ ଜଙ୍ଗଲ ଭିତରେ ମାଓବାଦୀଙ୍କ ଏକ ବଡ ଟିମ ଲୁଚି ରହିଥିବା ନେଇ ପୁଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା ଅପରେସନ । ପ୍ରାୟ ଦୁଇ ଘଣ୍ଟା ରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଘଟଣା ସ୍ଥଳରୁ ପଳାୟନ କରିଥିବା ବେଳେ ଜବାନ ମାନେ ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଘଟଣାସ୍ଥଳରୁ ୨ ହାର୍ଡକୋର ମାଓବାଦୀଙ୍କ ମୃତଦେହ ସହ ଗୋଟିଏ AK-47 ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ମାଓବାଦୀଙ୍କ ମୃତ ଦେହ ଠାବ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର