ପହଲଗାମ ଆଟାକ୍‌ର ପ୍ରତିଶୋଧ; ୨ ଆତଙ୍କବାଦୀଙ୍କୁ ନିପାତ କଲା ସେନା…

The Sakala Picture
Published On

ଜମ୍ମୁକଶ୍ମୀର: ଗତକାଲି ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଆଜି ସକାଳୁ ଜମ୍ମୁକଶ୍ମୀରରେ ପ୍ରବଳ ଗୁଳି ବିନିମୟ ପରେ ସେନା ଦୁଇ ଜଣ ଆତଙ୍କବାଦୀଙ୍କୁ ନିଷ୍କ୍ରିୟ କରିଛି। ଏହି ଅଭିଯାନ ଆତଙ୍କବାଦୀଙ୍କ ଅନୁପ୍ରବେଶ ପ୍ରୟାସକୁ ସଫଳତାର ସହ ପଣ୍ଡ କରିଛି ଭାରତୀୟ ସେନା।ଘଟଣାସ୍ଥଳରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଏବଂ ଅନ୍ୟାନ୍ୟ ଯୁଦ୍ଧ ସାମଗ୍ରୀ ଜବତ କରାଯାଇଛି। ସାମରିକ ଅଭିଯାନ ଜାରି ରହିଛି। ମଙ୍ଗଳବାର ଦିନ ପ୍ରାୟ ୨:୩୦ ସମୟରେ ପହଲଗାମରେ ହୋଇଥିବା ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ […]

ଜମ୍ମୁକଶ୍ମୀର: ଗତକାଲି ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଆଜି ସକାଳୁ ଜମ୍ମୁକଶ୍ମୀରରେ ପ୍ରବଳ ଗୁଳି ବିନିମୟ ପରେ ସେନା ଦୁଇ ଜଣ ଆତଙ୍କବାଦୀଙ୍କୁ ନିଷ୍କ୍ରିୟ କରିଛି। ଏହି ଅଭିଯାନ ଆତଙ୍କବାଦୀଙ୍କ ଅନୁପ୍ରବେଶ ପ୍ରୟାସକୁ ସଫଳତାର ସହ ପଣ୍ଡ କରିଛି ଭାରତୀୟ ସେନା।ଘଟଣାସ୍ଥଳରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଏବଂ ଅନ୍ୟାନ୍ୟ ଯୁଦ୍ଧ ସାମଗ୍ରୀ ଜବତ କରାଯାଇଛି। ସାମରିକ ଅଭିଯାନ ଜାରି ରହିଛି।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

ମଙ୍ଗଳବାର ଦିନ ପ୍ରାୟ ୨:୩୦ ସମୟରେ ପହଲଗାମରେ ହୋଇଥିବା ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ଜୀବନ ଯାଇଥିବାର ଗୋଟିଏ ଦିନ ପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ପାକିସ୍ତାନ ଭିତ୍ତିକ ଲସ୍କର-ଏ-ତୋଇବାର ଏକ ସ୍ଥାନୀୟ ଶାଖାକୁ ଏହି ହତ୍ୟାକାଣ୍ଡ ପାଇଁ ଦାୟୀ କରାଯାଉଛି।

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର