ଜାମୁ ଓ କାଶ୍ମୀର ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ, ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ଦୃଢ ନିନ୍ଦା…
ନୂଆଦିଲ୍ଲୀ: ଜାମୁ ଓ କାଶ୍ମୀର ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ନେଇ ସ୍ୱତନ୍ତ୍ର ଅଧିବେଶନ। ବିଧାନସଭାରେ ପହଲଗାମ ଆକ୍ରମଣକୁ ନିନ୍ଦା କରାଯାଇଛି। ସ୍ୱତନ୍ତ୍ର ଅଧିବେଶନରେ ଆକ୍ରମଣ ବିରୋଧରେ ପ୍ରସ୍ତାବ ଦିଆଯାଇଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ଘୋଷିତ କୂଟନୈତିକ ପଦକ୍ଷେପକୁ ସମର୍ଥନ ଏବଂ ସାମ୍ପ୍ରଦାୟିକ ସଦ୍ଭାବନା ବଜାୟ ରଖିବା ପାଇଁ ବିଧାନସଭାରେ ପ୍ରସ୍ତାବ ପାରିତ ହୋଇଥିଲା। ଏଥିରେ ସାରା ଭାରତର ନାଗରିକଙ୍କ ସୁରକ୍ଷା ପାଇଁ ନିବେଦନ କରାଯାଇଥିଲା। ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ […]
ନୂଆଦିଲ୍ଲୀ: ଜାମୁ ଓ କାଶ୍ମୀର ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ନେଇ ସ୍ୱତନ୍ତ୍ର ଅଧିବେଶନ। ବିଧାନସଭାରେ ପହଲଗାମ ଆକ୍ରମଣକୁ ନିନ୍ଦା କରାଯାଇଛି। ସ୍ୱତନ୍ତ୍ର ଅଧିବେଶନରେ ଆକ୍ରମଣ ବିରୋଧରେ ପ୍ରସ୍ତାବ ଦିଆଯାଇଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ଘୋଷିତ କୂଟନୈତିକ ପଦକ୍ଷେପକୁ ସମର୍ଥନ ଏବଂ ସାମ୍ପ୍ରଦାୟିକ ସଦ୍ଭାବନା ବଜାୟ ରଖିବା ପାଇଁ ବିଧାନସଭାରେ ପ୍ରସ୍ତାବ ପାରିତ ହୋଇଥିଲା। ଏଥିରେ ସାରା ଭାରତର ନାଗରିକଙ୍କ ସୁରକ୍ଷା ପାଇଁ ନିବେଦନ କରାଯାଇଥିଲା। ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ୨୬ ଜଣଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଜମ୍ମୁ ଓ କାଶ୍ମୀର ବିଧାନସଭାର ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା।