ପାକିସ୍ତାନରୁ ସମସ୍ତ ପ୍ରକାର ଆମଦାନୀ ଓ ରପ୍ତାନୀ ବ୍ୟାନ୍‌ କଲେ ଭାରତ ସରକାର

The Sakala Picture
Published On

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ ପଦକ୍ଷେପ ନେଇଛି । ଭାରତ ପକ୍ଷରୁ ପାକିସ୍ତାନରୁ ଆମଦାନୀ ରପ୍ତାନୀ ବନ୍ଦ କରାଯାଇଛି । ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍ କରିଛନ୍ତି ଭାରତ ସରକାର। ଏନେଇ ବାଣିଜ୍ୟ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି । ବିଜ୍ଞପ୍ତିରେ କୁହାଯାଇଛି ଯେ, ଜାତୀୟ ସୁରକ୍ଷା ଏବଂ ସାର୍ବଜନୀନ ନୀତିର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ପ୍ରତିବନ୍ଧକ ଲଗାଯାଇଛି । ଏହି […]

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ ପଦକ୍ଷେପ ନେଇଛି । ଭାରତ ପକ୍ଷରୁ ପାକିସ୍ତାନରୁ ଆମଦାନୀ ରପ୍ତାନୀ ବନ୍ଦ କରାଯାଇଛି । ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍ କରିଛନ୍ତି ଭାରତ ସରକାର। ଏନେଇ ବାଣିଜ୍ୟ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଇଣ୍ଟରନେଟ୍ ବ୍ୟବହାର କରିବା ପିଲାମାନଙ୍କ ସମେତ ପ୍ରତ୍ୟେକ ବ୍ୟକ୍ତିଙ୍କ ମୌଳିକ ଅଧିକାର

ବିଜ୍ଞପ୍ତିରେ କୁହାଯାଇଛି ଯେ, ଜାତୀୟ ସୁରକ୍ଷା ଏବଂ ସାର୍ବଜନୀନ ନୀତିର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ପ୍ରତିବନ୍ଧକ ଲଗାଯାଇଛି । ଏହି ପ୍ରତିବନ୍ଧକର ଯେକୌଣସି ବ୍ୟତିକ୍ରମ ପାଇଁ ଭାରତ ସରକାରଙ୍କ ଅନୁମୋଦନ ଆବଶ୍ୟକ ହେବ ।

ଆହୁରି ପଢ଼ନ୍ତୁ: ଆଟଲାଣ୍ଟିକ୍ ମହାସାଗରର ନାମ ବଦଳାଇବାକୁ ଦାବି କଲେ ଡୋନାଲ୍ଡ ଟ୍ରମ୍ପ, ମନା କରିଦେଇଥିଲେ ଗୁଗୁଲ୍ ସିଇଓ ସୁନ୍ଦର ପିଚାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର