ଯବାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

The Sakala Picture
Published On

ନୂଆଦିଲ୍ଲୀ: ଯବାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପଞ୍ଜାବ ଆଦମପୁର ଏୟାରବେସରେ ଯବାନଙ୍କୁ ଭେଟି ଆଲୋଚନା କରିଛନ୍ତି ମୋଦୀ । ଆଜି ସକାଳେ ସକାଳେ ଆଦମପୁର ଗସ୍ତ କରି ସେଠାରେ ଥିବା ବୀର ଯବାନମାନଙ୍କ ସହ ବୀରତ୍ବର ମୁହୂର୍ତ୍ତ ବିତାଇଛନ୍ତି ପ୍ରଧାନମନ୍ତ୍ରୀ । ତେବେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ପରେ ପ୍ରଧାନମନ୍ତ୍ରୀ ପ୍ରଥର ଥର ପାଇଁ ଆମ ବୀର ଯବାନଙ୍କ ସହ ସାକ୍ଷାତ କରିଛନ୍ତି । ମୋଦୀଙ୍କ ସହ କଥା ହୋଇ ଯବାନମାନେ ମଧ୍ୟ ଖୁସି ଥିବା […]

ନୂଆଦିଲ୍ଲୀ: ଯବାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପଞ୍ଜାବ ଆଦମପୁର ଏୟାରବେସରେ ଯବାନଙ୍କୁ ଭେଟି ଆଲୋଚନା କରିଛନ୍ତି ମୋଦୀ । ଆଜି ସକାଳେ ସକାଳେ ଆଦମପୁର ଗସ୍ତ କରି ସେଠାରେ ଥିବା ବୀର ଯବାନମାନଙ୍କ ସହ ବୀରତ୍ବର ମୁହୂର୍ତ୍ତ ବିତାଇଛନ୍ତି ପ୍ରଧାନମନ୍ତ୍ରୀ । ତେବେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ପରେ ପ୍ରଧାନମନ୍ତ୍ରୀ ପ୍ରଥର ଥର ପାଇଁ ଆମ ବୀର ଯବାନଙ୍କ ସହ ସାକ୍ଷାତ କରିଛନ୍ତି । ମୋଦୀଙ୍କ ସହ କଥା ହୋଇ ଯବାନମାନେ ମଧ୍ୟ ଖୁସି ଥିବା ଦେଖିବାକୁ ମିଳିଛି । ଯବାନଙ୍କ ସହ ଫଟୋ ସାମ୍ନାକୁ ଆସିଥିବା ବେଳେ ଏ ଗର୍ବର ମୁହୂର୍ତ୍ତ ଦେଖିଛି ଦେଶ ।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି

ତେବେ ପହଲଗାମ୍ ହମଲା ପରେ ପ୍ରତିଶୋଧ ନେବାକୁ ଅପରେସନ ସିନ୍ଦୂର ଜରିଆରେ ଆମ ବୀର ଯବାନମାନେ ନିଜର ଅଦମ୍ୟ ସାହସ ଦେଖାଇଥିଲେ । ୩ ସେନା ନିଜର ସାହସ ବଳରେ ପାକିସ୍ତାନକୁ ଧୂଳି ଚଟାଇଲା, ଆତଙ୍କୀଙ୍କୁ ସଫା କଲା ।

ଆହୁରି ପଢ଼ନ୍ତୁ: ପାକିସ୍ତାନ ସୀମା ନିକଟରେ ବାୟୁସେନାର ମେଗା ସମରାଭ୍ୟାସ, ସିଜ୍ ହେଲା ଆକାଶମାର୍ଗ, ଗର୍ଜିବେ ଯୁଦ୍ଧ ବିମାନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର