ମନୋରଞ୍ଜନ

ଆମେରିକାରେ ଶାହରୁଖ୍ ଖାନଙ୍କ ନୂଆ କ୍ରିକେଟ୍ ଷ୍ଟାଡିୟମ୍: ଉଦ୍‌ଘାଟନୀ ଭିଡିଓରେ ନଜର ଆସିଲେ ପାକିସ୍ତାନୀ ବଂଶୋଦ୍ଭବ ଖେଳାଳି
ରିଆଲିଟି ସୋ 'ଦି ଆଲାଏନ୍ସ'ରେ ସୋହେଲ୍ ଖାନ୍‌ଙ୍କ ୱାଇଲ୍ଡ କାର୍ଡ ଏଣ୍ଟ୍ରି: ସଲମାନଙ୍କ ରିଆକ୍ସନ ବିଷୟରେ କହିଲେ ଅଭିନେତା
'କାଲା ହିରଣ' ବିବାଦ: ସେନ୍ସର ବୋର୍ଡକୁ ଯାଇନାହିଁ ଫିଲ୍ମ, ସଲମାନ ଖାନଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ସ୍ଥଗିତ
'ଟକ୍ସିକ୍'ର ନୂଆ ଟିଜର ରିଲିଜ୍: ଆକ୍ସନ୍ ବଦଳରେ ବୋଲ୍ଡ ସିନ୍ ଦେଖି ତାଜୁବ୍ ଫ୍ୟାନ୍ସ, ୟଶ୍ ଏବଂ କିଆରାଙ୍କ ରୋମାନ୍ସକୁ ନେଇ ଟ୍ରୋଲ୍ ହେଲେ ମେକର୍ସ
ବିବାହ ପୂର୍ବରୁ ଲିଭ୍-ଇନ୍‌ରେ ରହିବାକୁ ପରାମର୍ଶ ଦେଲେ ଭେଟେରାନ୍ ଅଭିନେତ୍ରୀ ଜୀନତ ଅମାନ, କହିଲେ '୧୫ ବର୍ଷ ଦୁଃଖରେ ରହିବା ଅପେକ୍ଷା ୫ ବର୍ଷ ଖୁସି ଭଲ'

୨୦୨୭ ମାର୍ଚ୍ଚ ୧ରୁ ଆରମ୍ଭ ହୋଇପାରେ ଜନଗଣନା…

The Sakala Picture
Published On

ନୂଆଦିଲ୍ଲୀ: ଭାରତରେ ଆଗାମୀ ଜନଗଣନା ୨୦୨୭ ମାର୍ଚ୍ଚ ୧ ତାରିଖରୁ ଆରମ୍ଭ ହୋଇପାରେ ବୋଲି ସୂଚନା ମିଳିଛି। ସୂତ୍ରରୁ ପ୍ରକାଶ ଯେ, ଏହି ଜନଗଣନା ୨୦୨୭ ମସିହାରୁ ଆରମ୍ଭ ହୋଇ ୨୦୨୮ ପର୍ଯ୍ୟନ୍ତ ଚାଲିପାରେ। ଏହା ପୂର୍ବରୁ ୨୦୨୧ରେ ଜନଗଣନା ହେବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ କୋଭିଡ୍‌-୧୯ ମହାମାରୀ ଯୋଗୁଁ ଏହା ସ୍ଥଗିତ ରହିଥିଲା।ଏହି ଜନଗଣନାରେ ଜାତିଗତ ତଥ୍ୟ ସଂଗ୍ରହ କରାଯିବା ନେଇ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୧୯୪୧ ପରେ ଏହା ହେଉଛି ପ୍ରଥମ ଜାତିଗତ […]

ନୂଆଦିଲ୍ଲୀ: ଭାରତରେ ଆଗାମୀ ଜନଗଣନା ୨୦୨୭ ମାର୍ଚ୍ଚ ୧ ତାରିଖରୁ ଆରମ୍ଭ ହୋଇପାରେ ବୋଲି ସୂଚନା ମିଳିଛି। ସୂତ୍ରରୁ ପ୍ରକାଶ ଯେ, ଏହି ଜନଗଣନା ୨୦୨୭ ମସିହାରୁ ଆରମ୍ଭ ହୋଇ ୨୦୨୮ ପର୍ଯ୍ୟନ୍ତ ଚାଲିପାରେ। ଏହା ପୂର୍ବରୁ ୨୦୨୧ରେ ଜନଗଣନା ହେବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ କୋଭିଡ୍‌-୧୯ ମହାମାରୀ ଯୋଗୁଁ ଏହା ସ୍ଥଗିତ ରହିଥିଲା।ଏହି ଜନଗଣନାରେ ଜାତିଗତ ତଥ୍ୟ ସଂଗ୍ରହ କରାଯିବା ନେଇ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୧୯୪୧ ପରେ ଏହା ହେଉଛି ପ୍ରଥମ ଜାତିଗତ ଜନଗଣନା, ଯାହାର ତଥ୍ୟ ୨୦୨୮ ଶେଷ ସୁଦ୍ଧା ପ୍ରକାଶ ପାଇପାରେ।

ଆହୁରି ପଢ଼ନ୍ତୁ: ସି ଜିନପିଙ୍ଗଙ୍କ 'ଆଣ୍ଟି-କରପସନ୍' ଅଭିଯାନ: ଚୀନ୍‌ର ଶୀର୍ଷ ସଂସଦରୁ ବିଦା ହେଲେ ୬ ସାମରିକ କମାଣ୍ଡର

ଓଡ଼ିଶାରେ ଏହି ଜନଗଣନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ନିଖିଲ ପବନ କଲ୍ୟାଣଙ୍କୁ ସେନସସ୍‌ ଅପରେସନର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ଡିଓପିଟି ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛି।ଜନଗଣନା ପରେ ଲୋକସଭା ଓ ବିଧାନସଭା ଆସନଗୁଡ଼ିକର ପରିସୀମନ ମଧ୍ୟ କରାଯାଇପାରେ, ଯାହା ୨୦୨୮ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ଏହା ପରେ ୨୦୨୯ରୁ ନୂଆ ଆସନ ବିଭାଜନ ଅନୁସାରେ ନିର୍ବାଚନ ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଆବଶ୍ୟକ ପଡ଼ିଲେ ଇରାନ ଉପରେ ପୁଣିଥରେ ଆକ୍ରମଣ କରାଯିବ: ଚେତାବନୀ ଦେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ

ଆହୁରି ପଢ଼ନ୍ତୁ: ମିସାଇଲ୍ ଓ ଡ୍ରୋନ୍ ବର୍ଷାରେ ଥରିଲା କିଭ୍: ଜେଲେନସ୍କିଙ୍କ ସତର୍କବାଣୀ ପରେ ରୁଷର ଭୟଙ୍କର ଆକ୍ରମଣ

04 Jun 2025 By The Sakala

୨୦୨୭ ମାର୍ଚ୍ଚ ୧ରୁ ଆରମ୍ଭ ହୋଇପାରେ ଜନଗଣନା…

ନୂଆଦିଲ୍ଲୀ: ଭାରତରେ ଆଗାମୀ ଜନଗଣନା ୨୦୨୭ ମାର୍ଚ୍ଚ ୧ ତାରିଖରୁ ଆରମ୍ଭ ହୋଇପାରେ ବୋଲି ସୂଚନା ମିଳିଛି। ସୂତ୍ରରୁ ପ୍ରକାଶ ଯେ, ଏହି ଜନଗଣନା ୨୦୨୭ ମସିହାରୁ ଆରମ୍ଭ ହୋଇ ୨୦୨୮ ପର୍ଯ୍ୟନ୍ତ ଚାଲିପାରେ। ଏହା ପୂର୍ବରୁ ୨୦୨୧ରେ ଜନଗଣନା ହେବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ କୋଭିଡ୍‌-୧୯ ମହାମାରୀ ଯୋଗୁଁ ଏହା ସ୍ଥଗିତ ରହିଥିଲା।ଏହି ଜନଗଣନାରେ ଜାତିଗତ ତଥ୍ୟ ସଂଗ୍ରହ କରାଯିବା ନେଇ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୧୯୪୧ ପରେ ଏହା ହେଉଛି ପ୍ରଥମ ଜାତିଗତ ଜନଗଣନା, ଯାହାର ତଥ୍ୟ ୨୦୨୮ ଶେଷ ସୁଦ୍ଧା ପ୍ରକାଶ ପାଇପାରେ।

ଓଡ଼ିଶାରେ ଏହି ଜନଗଣନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ନିଖିଲ ପବନ କଲ୍ୟାଣଙ୍କୁ ସେନସସ୍‌ ଅପରେସନର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ଡିଓପିଟି ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛି।ଜନଗଣନା ପରେ ଲୋକସଭା ଓ ବିଧାନସଭା ଆସନଗୁଡ଼ିକର ପରିସୀମନ ମଧ୍ୟ କରାଯାଇପାରେ, ଯାହା ୨୦୨୮ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ଏହା ପରେ ୨୦୨୯ରୁ ନୂଆ ଆସନ ବିଭାଜନ ଅନୁସାରେ ନିର୍ବାଚନ ହେବାର ସମ୍ଭାବନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର