ଆସନ୍ତକାଲି ରାଜକୋଟରେ ହେବ ବିଜୟ ରୂପାନୀଙ୍କ ଅନ୍ତିମ ସଂସ୍କାର

The Sakala Picture
Published On

ଗୁଜୁରାଟ: ଆଜି ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ ହୋଇଛି। ଆଜି ସନ୍ଧ୍ୟାରେ ତାଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ। ଆସନ୍ତାକାଲିବିଜୟ ରୂପାନୀଙ୍କ ଅନ୍ତିମ ସଂସ୍କାର ରାଜକୀୟ ସମ୍ମାନ ସହ ରାଜକୋଟରେ ହେବ। ସୂଚନା ଅନୁଯାୟୀ, ତାଙ୍କ ମର ଶରୀରକୁ ଏକ ଚାର୍ଟର୍ଡ ବିମାନ ଯୋଗେ ରାଜକୋଟ ପଠାଯିବ। ଯେ ହେତୁ ହଜାର ହଜାର ଲୋକ ତାଙ୍କ ଶେଷକୃତ୍ୟରେ ଯୋଗ ଦେବେ ବୋଲି ଆଶା କରାଯାଉଛି, ତେଣୁ ସାଧାରଣ ପରିବହନ ସୁଗମ କରିବା ପାଇଁ […]

ଗୁଜୁରାଟ: ଆଜି ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ ହୋଇଛି। ଆଜି ସନ୍ଧ୍ୟାରେ ତାଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ। ଆସନ୍ତାକାଲିବିଜୟ ରୂପାନୀଙ୍କ ଅନ୍ତିମ ସଂସ୍କାର ରାଜକୀୟ ସମ୍ମାନ ସହ ରାଜକୋଟରେ ହେବ।

ଆହୁରି ପଢ଼ନ୍ତୁ: ‘ୟୁକେ ୦୭ ରାଇଡର’ ଅନୁରାଗ ଡୋଭାଲଙ୍କ ଆତ୍ମହତ୍ୟା ଉଦ୍ୟମ; ପରିବାର ବିରୋଧରେ ଆଣିଲେ ସାଂଘାତିକ ଅଭିଯୋଗ

ସୂଚନା ଅନୁଯାୟୀ, ତାଙ୍କ ମର ଶରୀରକୁ ଏକ ଚାର୍ଟର୍ଡ ବିମାନ ଯୋଗେ ରାଜକୋଟ ପଠାଯିବ। ଯେ ହେତୁ ହଜାର ହଜାର ଲୋକ ତାଙ୍କ ଶେଷକୃତ୍ୟରେ ଯୋଗ ଦେବେ ବୋଲି ଆଶା କରାଯାଉଛି, ତେଣୁ ସାଧାରଣ ପରିବହନ ସୁଗମ କରିବା ପାଇଁ ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯାଇଛି। ଗତ ଜୁନ୍ ୧୨ ତାରିଖରେ ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ବିମାନ ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ବିମାନରେ ଥିବା ୨୪୨ ଜଣ ଯାତ୍ରୀ ମଧ୍ୟରେ ଗୁଜରାଟ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ରହିଥିଲେ।

ଆହୁରି ପଢ଼ନ୍ତୁ: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ ପାୱାର ଉପରେ ଇଡିର ଚଢ଼ଉ: ମୁମ୍ବାଇ ଓ ହାଇଦ୍ରାବାଦର ୧୨ଟି ସ୍ଥାନରେ ଚାଲିଛି ତଲାସି

15 Jun 2025 By The Sakala

ଆସନ୍ତକାଲି ରାଜକୋଟରେ ହେବ ବିଜୟ ରୂପାନୀଙ୍କ ଅନ୍ତିମ ସଂସ୍କାର

ଗୁଜୁରାଟ: ଆଜି ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ ହୋଇଛି। ଆଜି ସନ୍ଧ୍ୟାରେ ତାଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ। ଆସନ୍ତାକାଲିବିଜୟ ରୂପାନୀଙ୍କ ଅନ୍ତିମ ସଂସ୍କାର ରାଜକୀୟ ସମ୍ମାନ ସହ ରାଜକୋଟରେ ହେବ।

ସୂଚନା ଅନୁଯାୟୀ, ତାଙ୍କ ମର ଶରୀରକୁ ଏକ ଚାର୍ଟର୍ଡ ବିମାନ ଯୋଗେ ରାଜକୋଟ ପଠାଯିବ। ଯେ ହେତୁ ହଜାର ହଜାର ଲୋକ ତାଙ୍କ ଶେଷକୃତ୍ୟରେ ଯୋଗ ଦେବେ ବୋଲି ଆଶା କରାଯାଉଛି, ତେଣୁ ସାଧାରଣ ପରିବହନ ସୁଗମ କରିବା ପାଇଁ ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯାଇଛି। ଗତ ଜୁନ୍ ୧୨ ତାରିଖରେ ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ବିମାନ ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ବିମାନରେ ଥିବା ୨୪୨ ଜଣ ଯାତ୍ରୀ ମଧ୍ୟରେ ଗୁଜରାଟ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ରହିଥିଲେ।

https://www.thesakala.in/national-international/gujarat-announces-one-day-state-mourning-tomorrow-for-vijay-rupani/article-41184
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର