ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

The Sakala Picture
Published On

ନୂଆଦିଲ୍ଲୀ:  ଆଜି ସକାଳେ ଦିଲ୍ଲୀ ଏନସିଆରରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ତୀବ୍ରତା ୪.୧ ରହିଥିବା ଜଣାପଡିଛି । ଭୂକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ରେୱାଡିରେ ଥିଲା । ଫଳରେ ଲୋକେ ୟରେ ଘର ବାହାରକୁ ଦୌଡିଥିଲେ । କିନ୍ତୁ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ନାହିଁ । ସୂଚନାନୁଯାୟୀ, ଆଜି ସକାଳ ୯.୪ ମିନିଟରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ରେୱାଡିର ଗୁରୁଗ୍ରାମଠାରୁ ୪ କିଲୋମିଟର ଦୂରରେ ଥିଲା । ଯାହାଦ୍ବାରା […]

ନୂଆଦିଲ୍ଲୀ:  ଆଜି ସକାଳେ ଦିଲ୍ଲୀ ଏନସିଆରରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ତୀବ୍ରତା ୪.୧ ରହିଥିବା ଜଣାପଡିଛି । ଭୂକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ରେୱାଡିରେ ଥିଲା । ଫଳରେ ଲୋକେ ୟରେ ଘର ବାହାରକୁ ଦୌଡିଥିଲେ । କିନ୍ତୁ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ନାହିଁ ।

ଆହୁରି ପଢ଼ନ୍ତୁ: ଇରାନୀ ଡ୍ରୋନ୍ ଆକ୍ରମଣରେ ଆମେରିକୀୟ ସୈନିକଙ୍କ ମୃତ୍ୟୁ: ଟ୍ରମ୍ପଙ୍କ ନିର୍ଦ୍ଦେଶରେ ଇରାନ ଉପରେ ବଡ଼ ଧରଣର ଏୟାର ଷ୍ଟ୍ରାଇକ୍

ସୂଚନାନୁଯାୟୀ, ଆଜି ସକାଳ ୯.୪ ମିନିଟରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ରେୱାଡିର ଗୁରୁଗ୍ରାମଠାରୁ ୪ କିଲୋମିଟର ଦୂରରେ ଥିଲା । ଯାହାଦ୍ବାରା ପୁରା ହରିୟାଣା, ପଞ୍ଜାବର କିଛି ସ୍ଥାନ ଏବଂ ଦିଲ୍ଲୀ ଏନସିଆରରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା ।

ଆହୁରି ପଢ଼ନ୍ତୁ: ପ୍ରଶ୍ନପତ୍ର ଲିକକୁ ନେଇ କଡ଼ା ଆଇନ ଆଣିବେ କେନ୍ଦ୍ର ସରକାର, ଆସନ୍ତା ସପ୍ତାହରେ ସଂସଦରେ ଆସିବ ବିଲ୍

10 Jul 2025 By The Sakala

ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ:  ଆଜି ସକାଳେ ଦିଲ୍ଲୀ ଏନସିଆରରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ତୀବ୍ରତା ୪.୧ ରହିଥିବା ଜଣାପଡିଛି । ଭୂକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ରେୱାଡିରେ ଥିଲା । ଫଳରେ ଲୋକେ ୟରେ ଘର ବାହାରକୁ ଦୌଡିଥିଲେ । କିନ୍ତୁ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ନାହିଁ ।

ସୂଚନାନୁଯାୟୀ, ଆଜି ସକାଳ ୯.୪ ମିନିଟରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ରେୱାଡିର ଗୁରୁଗ୍ରାମଠାରୁ ୪ କିଲୋମିଟର ଦୂରରେ ଥିଲା । ଯାହାଦ୍ବାରା ପୁରା ହରିୟାଣା, ପଞ୍ଜାବର କିଛି ସ୍ଥାନ ଏବଂ ଦିଲ୍ଲୀ ଏନସିଆରରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର