ରାସ୍ତାରେ ଶୋଇଥିବା ଶ୍ରମିକମାନଙ୍କ ଉପରେ ଟ୍ରକ୍ ଚଢି ଯାଇ 18 ଜଣଙ୍କର ମୃତ୍ୟୁ
ଉତ୍ତରପ୍ରଦେଶର ବାରବାଙ୍କିରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ରାସ୍ତାରେ ଶୋଇଥିବା ଶ୍ରମିକମାନଙ୍କ ଉପରେ ଟ୍ରକ୍ ଚଢି ଯାଇ 18 ଜଣଙ୍କର ମୃତ୍ୟୁ ୧୯ ଜଣ ଆହତ ହୋଇଛନ୍ତି । ଏଠାରେ ଏକ ସଡ଼କ ଉପରେ ରାତିରେ କିଛି ଶ୍ରମିକ ଶୋଇଥିଲେ । ଏକ ଡବଲ ଡେକର ବସ୍ ସହ ଏକ ଟ୍ରକର ଧକ୍କା ହେବା ପରେ ସେମାନଙ୍କ ଉପରକୁ ଚଢିଯାଇଥିଲା । ଘଟଣାସ୍ଥଳରେ ୧୮ ଜଣଙ୍କ ପ୍ରାଣହାନୀ ହୋଇଛି । ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି […]
ଉତ୍ତରପ୍ରଦେଶର ବାରବାଙ୍କିରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ରାସ୍ତାରେ ଶୋଇଥିବା ଶ୍ରମିକମାନଙ୍କ ଉପରେ ଟ୍ରକ୍ ଚଢି ଯାଇ 18 ଜଣଙ୍କର ମୃତ୍ୟୁ ୧୯ ଜଣ ଆହତ ହୋଇଛନ୍ତି । ଏଠାରେ ଏକ ସଡ଼କ ଉପରେ ରାତିରେ କିଛି ଶ୍ରମିକ ଶୋଇଥିଲେ । ଏକ ଡବଲ ଡେକର ବସ୍ ସହ ଏକ ଟ୍ରକର ଧକ୍କା ହେବା ପରେ ସେମାନଙ୍କ ଉପରକୁ ଚଢିଯାଇଥିଲା । ଘଟଣାସ୍ଥଳରେ ୧୮ ଜଣଙ୍କ ପ୍ରାଣହାନୀ ହୋଇଛି । ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ପୋଲିସ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରିରହିଛି । ଅପରପକ୍ଷରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ନିମନ୍ତେ ୨ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହିତ ଆହତଙ୍କ ନିମନ୍ତେ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘାେଷଣା କରିଛନ୍ତି ।
PM @narendramodi announced an ex-gratia of Rs. 2 lakh each from PMNRF for the next of kin of those who lost their lives in the tragic accident in Barabanki. The injured would be given Rs. 50,000 each.
ଆହୁରି ପଢ଼ନ୍ତୁ: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ ପାୱାର ଉପରେ ଇଡିର ଚଢ଼ଉ: ମୁମ୍ବାଇ ଓ ହାଇଦ୍ରାବାଦର ୧୨ଟି ସ୍ଥାନରେ ଚାଲିଛି ତଲାସି— PMO India (@PMOIndia) July 28, 2021
ରାସ୍ତାରେ ଶୋଇଥିବା ଶ୍ରମିକମାନଙ୍କ ଉପରେ ଟ୍ରକ୍ ଚଢି ଯାଇ 18 ଜଣଙ୍କର ମୃତ୍ୟୁ
ଉତ୍ତରପ୍ରଦେଶର ବାରବାଙ୍କିରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ରାସ୍ତାରେ ଶୋଇଥିବା ଶ୍ରମିକମାନଙ୍କ ଉପରେ ଟ୍ରକ୍ ଚଢି ଯାଇ 18 ଜଣଙ୍କର ମୃତ୍ୟୁ ୧୯ ଜଣ ଆହତ ହୋଇଛନ୍ତି । ଏଠାରେ ଏକ ସଡ଼କ ଉପରେ ରାତିରେ କିଛି ଶ୍ରମିକ ଶୋଇଥିଲେ । ଏକ ଡବଲ ଡେକର ବସ୍ ସହ ଏକ ଟ୍ରକର ଧକ୍କା ହେବା ପରେ ସେମାନଙ୍କ ଉପରକୁ ଚଢିଯାଇଥିଲା । ଘଟଣାସ୍ଥଳରେ ୧୮ ଜଣଙ୍କ ପ୍ରାଣହାନୀ ହୋଇଛି । ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ପୋଲିସ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରିରହିଛି । ଅପରପକ୍ଷରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ନିମନ୍ତେ ୨ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହିତ ଆହତଙ୍କ ନିମନ୍ତେ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘାେଷଣା କରିଛନ୍ତି ।
PM @narendramodi announced an ex-gratia of Rs. 2 lakh each from PMNRF for the next of kin of those who lost their lives in the tragic accident in Barabanki. The injured would be given Rs. 50,000 each.
— PMO India (@PMOIndia) July 28, 2021