କର୍ଣ୍ଣାଟକର ୨୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବାସବରାଜ ବୋମାଇ

The Sakala Picture
Published On

ବେଙ୍ଗାଲୁରୁ: କର୍ଣ୍ଣାଟକର ୨୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବାସବରାଜ ବୋମାଇ । ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ପଦ ଓ ଗୋପନୀୟତାର ଶପଥପାଠ କରିଛନ୍ତି । ବାସବରାଜ କର୍ଣ୍ଣାଟକ ରାଜନୀତିର ଜଣେ ବରିଷ୍ଠ ନେତା । ଆଜିର ଶପଥ ଗ୍ରହଣ ସମାରୋହରେ କର୍ଣ୍ଣାଟକ ବିଜେପିର ସମସ୍ତ ବରିଷ୍ଠ ନେତା, ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିଲେ । ଏଥିସହ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ରହିବେ । ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ବାସବରାଜଙ୍କୁ […]

ବେଙ୍ଗାଲୁରୁ: କର୍ଣ୍ଣାଟକର ୨୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବାସବରାଜ ବୋମାଇ । ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ପଦ ଓ ଗୋପନୀୟତାର ଶପଥପାଠ କରିଛନ୍ତି । ବାସବରାଜ କର୍ଣ୍ଣାଟକ ରାଜନୀତିର ଜଣେ ବରିଷ୍ଠ ନେତା । ଆଜିର ଶପଥ ଗ୍ରହଣ ସମାରୋହରେ କର୍ଣ୍ଣାଟକ ବିଜେପିର ସମସ୍ତ ବରିଷ୍ଠ ନେତା, ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିଲେ । ଏଥିସହ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ରହିବେ । ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ବାସବରାଜଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ବଛାଯାଇଥିଲା । କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ.ଆର. ବୋମାଇଙ୍କ ପୁତ୍ର ହେଉଛନ୍ତି ବାସବରାଜ୍‌ । ବିଜେପି ମହଲରେ ଜଣେ ବିଶ୍ୱସ୍ତ ନେତା ହେଉଛନ୍ତି ବାସବରାଜ୍ । ୟେଦ୍ୟୁରପ୍ପାଙ୍କ ଇସ୍ତଫା ପରେ ବାସବରାଜ ହିଁ ଥିଲେ ଏକ ମାତ୍ର ପ୍ରତିଦ୍ୱନ୍ଦ୍ୱି । ଲିଙ୍ଗାୟତ ସମ୍ପ୍ରଦାୟରୁ ଆସିଥିବାରୁ ବିଧାୟକ ଦଳ ବୈଠକରେ ତାଙ୍କ ନାଁରେ ସମର୍ଥନ ମିଳିଥିଲା । କର୍ଣ୍ଣାଟକ ରାଜନୀତିରେ ବେଶ ଚର୍ଚ୍ଚିତ ଚେହେରା ବାସବରାଜ ବୋମାଇ ।

ଆହୁରି ପଢ଼ନ୍ତୁ: କୁକୁର ପରିସ୍ରା କରିବାକୁ ନେଇ ତୁମୁଳକାଣ୍ଡ; ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ବରିଷ୍ଠ ନାଗରିକ

28 Jul 2021 By The Sakala

କର୍ଣ୍ଣାଟକର ୨୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବାସବରାଜ ବୋମାଇ

ବେଙ୍ଗାଲୁରୁ: କର୍ଣ୍ଣାଟକର ୨୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବାସବରାଜ ବୋମାଇ । ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ପଦ ଓ ଗୋପନୀୟତାର ଶପଥପାଠ କରିଛନ୍ତି । ବାସବରାଜ କର୍ଣ୍ଣାଟକ ରାଜନୀତିର ଜଣେ ବରିଷ୍ଠ ନେତା । ଆଜିର ଶପଥ ଗ୍ରହଣ ସମାରୋହରେ କର୍ଣ୍ଣାଟକ ବିଜେପିର ସମସ୍ତ ବରିଷ୍ଠ ନେତା, ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିଲେ । ଏଥିସହ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ରହିବେ । ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ବାସବରାଜଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ବଛାଯାଇଥିଲା । କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ.ଆର. ବୋମାଇଙ୍କ ପୁତ୍ର ହେଉଛନ୍ତି ବାସବରାଜ୍‌ । ବିଜେପି ମହଲରେ ଜଣେ ବିଶ୍ୱସ୍ତ ନେତା ହେଉଛନ୍ତି ବାସବରାଜ୍ । ୟେଦ୍ୟୁରପ୍ପାଙ୍କ ଇସ୍ତଫା ପରେ ବାସବରାଜ ହିଁ ଥିଲେ ଏକ ମାତ୍ର ପ୍ରତିଦ୍ୱନ୍ଦ୍ୱି । ଲିଙ୍ଗାୟତ ସମ୍ପ୍ରଦାୟରୁ ଆସିଥିବାରୁ ବିଧାୟକ ଦଳ ବୈଠକରେ ତାଙ୍କ ନାଁରେ ସମର୍ଥନ ମିଳିଥିଲା । କର୍ଣ୍ଣାଟକ ରାଜନୀତିରେ ବେଶ ଚର୍ଚ୍ଚିତ ଚେହେରା ବାସବରାଜ ବୋମାଇ ।

https://www.thesakala.in/national-international/basavaraj-bommai-has-been-sworn-in-as-the-23rd-chief-minister-of-karnataka/article-4169
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର