ବସ-ଟ୍ରକ୍ ଧକ୍କା, ୧୮ କାଉଡ଼ିଆଙ୍କ ମୃତ୍ୟୁ…

The Sakala Picture
Published On

ରାଞ୍ଚି: ଝାଡ଼ଖଣ୍ଡର ଦେଓଘର ଜିଲ୍ଲାରେ ଭୟାବହ ସଡ଼କ ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଏକ ବସ୍‌, ଯେଉଁଥିରେ କାଉଡିଆମାନେ ଯାତ୍ରା କରୁଥିଲେ। ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଘଟଣାଟି ଦେଓଘର ଜିଲ୍ଲାର ଜାତୀୟ ରାଜପଥରେ ଘଟିଥିବା ଜଣାପଡ଼ିଛି। ବସ୍‌ଟି ଅତ୍ୟଧିକ ବେଗରେ ଯାଉଥିବା ବେଳେ ଚାଳକ ନିୟନ୍ତ୍ରଣ ହରାଇଥିଲେ। ଯାହା ଫଳରେ ଏକ ଟ୍ରକ୍‌ ସହ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ଅଧିକାଂଶ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା […]

ରାଞ୍ଚି: ଝାଡ଼ଖଣ୍ଡର ଦେଓଘର ଜିଲ୍ଲାରେ ଭୟାବହ ସଡ଼କ ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଏକ ବସ୍‌, ଯେଉଁଥିରେ କାଉଡିଆମାନେ ଯାତ୍ରା କରୁଥିଲେ। ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଘଟଣାଟି ଦେଓଘର ଜିଲ୍ଲାର ଜାତୀୟ ରାଜପଥରେ ଘଟିଥିବା ଜଣାପଡ଼ିଛି। ବସ୍‌ଟି ଅତ୍ୟଧିକ ବେଗରେ ଯାଉଥିବା ବେଳେ ଚାଳକ ନିୟନ୍ତ୍ରଣ ହରାଇଥିଲେ। ଯାହା ଫଳରେ ଏକ ଟ୍ରକ୍‌ ସହ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ଅଧିକାଂଶ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ପୁଲିସ ଓ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

29 Jul 2025 By The Sakala

ବସ-ଟ୍ରକ୍ ଧକ୍କା, ୧୮ କାଉଡ଼ିଆଙ୍କ ମୃତ୍ୟୁ…

ରାଞ୍ଚି: ଝାଡ଼ଖଣ୍ଡର ଦେଓଘର ଜିଲ୍ଲାରେ ଭୟାବହ ସଡ଼କ ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଏକ ବସ୍‌, ଯେଉଁଥିରେ କାଉଡିଆମାନେ ଯାତ୍ରା କରୁଥିଲେ। ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଘଟଣାଟି ଦେଓଘର ଜିଲ୍ଲାର ଜାତୀୟ ରାଜପଥରେ ଘଟିଥିବା ଜଣାପଡ଼ିଛି। ବସ୍‌ଟି ଅତ୍ୟଧିକ ବେଗରେ ଯାଉଥିବା ବେଳେ ଚାଳକ ନିୟନ୍ତ୍ରଣ ହରାଇଥିଲେ। ଯାହା ଫଳରେ ଏକ ଟ୍ରକ୍‌ ସହ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ଅଧିକାଂଶ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ପୁଲିସ ଓ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

https://www.thesakala.in/national-international/18-kanwariyas-killed-in-bus-truck-collision-in-jharkhands-deoghar/article-41801
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର