ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ , ଶାହରୁଖ ଓ ବିକ୍ରାନ୍ତ ମେସି ଶ୍ରେଷ୍ଠ ଅଭିନେତା…

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀରେ ଶୁକ୍ରବାର ୭୧ତମ ଜାତୀୟ ପୁରସ୍କାର ଘୋଷଣା କରାଯାଇଛି। ଶାହରୁଖ ଖାନଙ୍କୁ ଫିଲ୍ମ ‘ଜବାନ୍‌’ ଓ ବିକ୍ରାନ୍ତ ମେସିଙ୍କୁ ‘12th ଫେଲ୍‌’ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ଘୋଷଣା କରାଯାଇଛି। ଫିଲ୍ମ ‘ମିସେଜ୍‌ ଚଟର୍ଜୀ ଭର୍ସେସ୍‌ ନରୱେ’ ପାଇଁ ରାଣୀ ମୁଖାର୍ଜୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ‘କଠାଲ’ ଫିଲ୍ମକୁ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ସେହିପରି, ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ମନୋନୀତ ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’ର ମୁଖ୍ୟ […]

ନୂଆଦିଲ୍ଲୀ: ଦିଲ୍ଲୀରେ ଶୁକ୍ରବାର ୭୧ତମ ଜାତୀୟ ପୁରସ୍କାର ଘୋଷଣା କରାଯାଇଛି। ଶାହରୁଖ ଖାନଙ୍କୁ ଫିଲ୍ମ ‘ଜବାନ୍‌’ ଓ ବିକ୍ରାନ୍ତ ମେସିଙ୍କୁ ‘12th ଫେଲ୍‌’ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ଘୋଷଣା କରାଯାଇଛି। ଫିଲ୍ମ ‘ମିସେଜ୍‌ ଚଟର୍ଜୀ ଭର୍ସେସ୍‌ ନରୱେ’ ପାଇଁ ରାଣୀ ମୁଖାର୍ଜୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ‘କଠାଲ’ ଫିଲ୍ମକୁ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ପୁରସ୍କାର ମିଳିଛି।

ଆହୁରି ପଢ଼ନ୍ତୁ: ପଶ୍ଚିମ ଏସିଆରେ ବଢ଼ିଲା ଉତ୍ତେଜନା: ଇରାନ ଉପରେ ଇସ୍ରାଏଲର ପାଲଟା ମିସାଇଲ ମାଡ଼, ତେହେରାନରେ ଥରିଲା ଛାତି

ସେହିପରି, ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ମନୋନୀତ ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’ର ମୁଖ୍ୟ ଚରିତ୍ରରେ ନଜର ଆସିଥିଲେ ସବ୍ୟସାଚୀ ମିଶ୍ର।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁରେ ବେଆଇନ ପଥର କ୍ୱାରୀ ଠାବ: ବିପୁଳ ପରିମାଣର ବିସ୍ଫୋରକ ଜବତ, ୫ ଜଣଙ୍କ ନାମରେ ମାମଲା

01 Aug 2025 By The Sakala

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ , ଶାହରୁଖ ଓ ବିକ୍ରାନ୍ତ ମେସି ଶ୍ରେଷ୍ଠ ଅଭିନେତା…

ନୂଆଦିଲ୍ଲୀ: ଦିଲ୍ଲୀରେ ଶୁକ୍ରବାର ୭୧ତମ ଜାତୀୟ ପୁରସ୍କାର ଘୋଷଣା କରାଯାଇଛି। ଶାହରୁଖ ଖାନଙ୍କୁ ଫିଲ୍ମ ‘ଜବାନ୍‌’ ଓ ବିକ୍ରାନ୍ତ ମେସିଙ୍କୁ ‘12th ଫେଲ୍‌’ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ଘୋଷଣା କରାଯାଇଛି। ଫିଲ୍ମ ‘ମିସେଜ୍‌ ଚଟର୍ଜୀ ଭର୍ସେସ୍‌ ନରୱେ’ ପାଇଁ ରାଣୀ ମୁଖାର୍ଜୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ‘କଠାଲ’ ଫିଲ୍ମକୁ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ପୁରସ୍କାର ମିଳିଛି।

ସେହିପରି, ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ମନୋନୀତ ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’ର ମୁଖ୍ୟ ଚରିତ୍ରରେ ନଜର ଆସିଥିଲେ ସବ୍ୟସାଚୀ ମିଶ୍ର।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର