ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

The Sakala Picture
Published On

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଳ ମଲ୍ଲିକଙ୍କ ୭୯ ବର୍ଷ ବୟସରେ ପରଲୋକ ଘଟିଛି। ସେ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୧ଟା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୧୯୪୬ ଜୁଲାଇ ୨୪ରେ ଉତ୍ତରପ୍ରଦେଶର ବାଗପତରେ ଜନ୍ମଗ୍ରହଣ କରିଥିବା ସେ ୨୦୧୮-୨୦୧୯ ମସିହାରେ ଜମ୍ମୁ-କାଶ୍ମୀର, ୨୦୧୯-୨୦୨୦ରେ ଗୋଆ ଏବଂ ୨୦୨୦-୨୦୨୨ ପର୍ଯ୍ୟନ୍ତ ମେଘାଳୟର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଥିଲେ। ତାଙ୍କ ଜମ୍ମୁ-କାଶ୍ମୀର ରାଜ୍ୟପାଳ କାର୍ଯ୍ୟକାଳରେ ଅନୁଚ୍ଛେଦ ୩୭୦ […]

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଳ ମଲ୍ଲିକଙ୍କ ୭୯ ବର୍ଷ ବୟସରେ ପରଲୋକ ଘଟିଛି। ସେ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୧ଟା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ଆହୁରି ପଢ଼ନ୍ତୁ: ପଶ୍ଚିମ ଏସିଆରେ ବଢ଼ିଲା ଉତ୍ତେଜନା: ଇରାନ ଉପରେ ଇସ୍ରାଏଲର ପାଲଟା ମିସାଇଲ ମାଡ଼, ତେହେରାନରେ ଥରିଲା ଛାତି

୧୯୪୬ ଜୁଲାଇ ୨୪ରେ ଉତ୍ତରପ୍ରଦେଶର ବାଗପତରେ ଜନ୍ମଗ୍ରହଣ କରିଥିବା ସେ ୨୦୧୮-୨୦୧୯ ମସିହାରେ ଜମ୍ମୁ-କାଶ୍ମୀର, ୨୦୧୯-୨୦୨୦ରେ ଗୋଆ ଏବଂ ୨୦୨୦-୨୦୨୨ ପର୍ଯ୍ୟନ୍ତ ମେଘାଳୟର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଥିଲେ। ତାଙ୍କ ଜମ୍ମୁ-କାଶ୍ମୀର ରାଜ୍ୟପାଳ କାର୍ଯ୍ୟକାଳରେ ଅନୁଚ୍ଛେଦ ୩୭୦ ରଦ୍ଦ ହୋଇଥିଲା। ଏହା ସହ ସେ ୨୦୧୯ ପୁଲଓ୍ଵାମା ଆକ୍ରମଣ ସମୟରେ ଗୁଇନ୍ଦା ବିଫଳତା ଓ ସୁରକ୍ଷା ତ୍ରୁଟି ନେଇ ଗମ୍ଭୀର ଅଭିଯୋଗ ଉଠାଇଥିଲେ।

ଆହୁରି ପଢ଼ନ୍ତୁ: ନେପାଳ ସୀମାରୁ ପୋଲିସ ଜାଲରେ ତୃଣମୂଳ ନେତା ଜାହାଙ୍ଗୀର ଖାନ

05 Aug 2025 By The Sakala

ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଳ ମଲ୍ଲିକଙ୍କ ୭୯ ବର୍ଷ ବୟସରେ ପରଲୋକ ଘଟିଛି। ସେ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୧ଟା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

୧୯୪୬ ଜୁଲାଇ ୨୪ରେ ଉତ୍ତରପ୍ରଦେଶର ବାଗପତରେ ଜନ୍ମଗ୍ରହଣ କରିଥିବା ସେ ୨୦୧୮-୨୦୧୯ ମସିହାରେ ଜମ୍ମୁ-କାଶ୍ମୀର, ୨୦୧୯-୨୦୨୦ରେ ଗୋଆ ଏବଂ ୨୦୨୦-୨୦୨୨ ପର୍ଯ୍ୟନ୍ତ ମେଘାଳୟର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଥିଲେ। ତାଙ୍କ ଜମ୍ମୁ-କାଶ୍ମୀର ରାଜ୍ୟପାଳ କାର୍ଯ୍ୟକାଳରେ ଅନୁଚ୍ଛେଦ ୩୭୦ ରଦ୍ଦ ହୋଇଥିଲା। ଏହା ସହ ସେ ୨୦୧୯ ପୁଲଓ୍ଵାମା ଆକ୍ରମଣ ସମୟରେ ଗୁଇନ୍ଦା ବିଫଳତା ଓ ସୁରକ୍ଷା ତ୍ରୁଟି ନେଇ ଗମ୍ଭୀର ଅଭିଯୋଗ ଉଠାଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର