ଅର୍ଥନୀତି ବିଜ୍ଞାନରେ ୩ ବିଶିଷ୍ଟ ଅର୍ଥନୀତିଜ୍ଞଙ୍କୁ ନୋବେଲ ପୁରସ୍କାର

Deviprasad Mohanty Picture
Published On

ନୂଆଦିଲ୍ଲୀ: ଅର୍ଥନୀତି ବିଜ୍ଞାନରେ ୩ ବିଶିଷ୍ଟ ଅର୍ଥନୀତିଜ୍ଞଙ୍କୁ ନୋବେଲ ପୁରସ୍କାର। ଜୋଏଲ ମୋକିର, ଫିଲିପ ଅଘିଓନ, ପିଟର ହୋୱିଟଙ୍କୁ ନୋବେଲ୍‌ । ଅର୍ଥନୈତିକ ଅଭିବୃଦ୍ଧି ବ୍ୟାଖ୍ୟା ପାଇଁ ଜୋଏଲ ମୋକିରଙ୍କୁ ଏହି ସମ୍ମାନ ଜନକ ନୋବେଲ୍‌ ପୁରସ୍କାର ପ୍ରଦାନ କରାଯିବ। ସୃଜନଶୀଳତାରେ ନିରନ୍ତର ଅଭିବୃଦ୍ଧିର ତତ୍ତ୍ୱ ପାଇଁ ଫିଲିପ, ପିଟରଙ୍କୁ ନୋବେଲ୍‌ ପୁରସ୍କାର ପ୍ରଦାନ କରାଯିବ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରଦେଶର ଦେବାସରେ ବଡ଼ ଧରଣର ସିମ୍ ଜାଲିଆତି: ଗୋଟିଏ ଫଟୋ ବ୍ୟବହାର କରି ୮୪ଟି ସିମ୍ କାର୍ଡ ଇସ୍ୟୁ କରିଥିବା ଏଜେଣ୍ଟ ଗିରଫ

13 Oct 2025 By Deviprasad Mohanty

ଅର୍ଥନୀତି ବିଜ୍ଞାନରେ ୩ ବିଶିଷ୍ଟ ଅର୍ଥନୀତିଜ୍ଞଙ୍କୁ ନୋବେଲ ପୁରସ୍କାର

ନୂଆଦିଲ୍ଲୀ: ଅର୍ଥନୀତି ବିଜ୍ଞାନରେ ୩ ବିଶିଷ୍ଟ ଅର୍ଥନୀତିଜ୍ଞଙ୍କୁ ନୋବେଲ ପୁରସ୍କାର। ଜୋଏଲ ମୋକିର, ଫିଲିପ ଅଘିଓନ, ପିଟର ହୋୱିଟଙ୍କୁ ନୋବେଲ୍‌ । ଅର୍ଥନୈତିକ ଅଭିବୃଦ୍ଧି ବ୍ୟାଖ୍ୟା ପାଇଁ ଜୋଏଲ ମୋକିରଙ୍କୁ ଏହି ସମ୍ମାନ ଜନକ ନୋବେଲ୍‌ ପୁରସ୍କାର ପ୍ରଦାନ କରାଯିବ। ସୃଜନଶୀଳତାରେ ନିରନ୍ତର ଅଭିବୃଦ୍ଧିର ତତ୍ତ୍ୱ ପାଇଁ ଫିଲିପ, ପିଟରଙ୍କୁ ନୋବେଲ୍‌ ପୁରସ୍କାର ପ୍ରଦାନ କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର