ଟୋକିଓ ଅଲିମ୍ପିକ୍ସ: ୪୧ ବର୍ଷ ପରେ ସେମିଫାଇନାଲରେ ପ୍ରବେଶ କଲା ଭାରତୀୟ ହକି ଟିମ୍

The Sakala Picture
Published On

ଟୋକିଓ ଅଲିମ୍ପିକ୍ସ ପୁରୁଷ ହକିରେ ଭାରତର ଦମଦାର ବିଜୟ । ଗ୍ରେଟ ବ୍ରିଟେନକୁ ହାରଇ ସେମିଫାଇନାଲରେ ପ୍ରବେଶ କରିଛି ଭାରତ। ଆଜିର  କ୍ୱାର୍ଟରରେ ବ୍ରିଟେନ୍‌କୁ ୧-୩ ଗୋଲ୍‌ରେ ଭାରତ ପରାସ୍ତ କରିଛି। ଏଥିସହ ଦୀର୍ଘ ୪୧ ବର୍ଷ ପରେ ଅଲିମ୍ପିକ୍ସ ସେମିରେ ଭାରତ ପ୍ରବେଶ କରିଛି। ଆଜି କ୍ବାର୍ଟର ଫାଇନାଲରେ ଭାରତ ପକ୍ଷରୁ ଦିଲପ୍ରୀତ, ଗୁରଜନ୍ତ ଓ ହାର୍ଦ୍ଦିକ୍ ଗୋଟିଏ ଲେଖାଁଏ ଗୋଲ ସ୍କୋର କରିଥିଲେ। ସେମିଫାଇନାଲରେ ଭାରତ ଓ ବେଲଜିୟମ୍ ମଧ୍ୟରେ ମୁକାବିଲା ହେବ।

ଟୋକିଓ ଅଲିମ୍ପିକ୍ସ ପୁରୁଷ ହକିରେ ଭାରତର ଦମଦାର ବିଜୟ । ଗ୍ରେଟ ବ୍ରିଟେନକୁ ହାରଇ ସେମିଫାଇନାଲରେ ପ୍ରବେଶ କରିଛି ଭାରତ। ଆଜିର  କ୍ୱାର୍ଟରରେ ବ୍ରିଟେନ୍‌କୁ ୧-୩ ଗୋଲ୍‌ରେ ଭାରତ ପରାସ୍ତ କରିଛି। ଏଥିସହ ଦୀର୍ଘ ୪୧ ବର୍ଷ ପରେ ଅଲିମ୍ପିକ୍ସ ସେମିରେ ଭାରତ ପ୍ରବେଶ କରିଛି। ଆଜି କ୍ବାର୍ଟର ଫାଇନାଲରେ ଭାରତ ପକ୍ଷରୁ ଦିଲପ୍ରୀତ, ଗୁରଜନ୍ତ ଓ ହାର୍ଦ୍ଦିକ୍ ଗୋଟିଏ ଲେଖାଁଏ ଗୋଲ ସ୍କୋର କରିଥିଲେ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ସେମିଫାଇନାଲରେ ଭାରତ ଓ ବେଲଜିୟମ୍ ମଧ୍ୟରେ ମୁକାବିଲା ହେବ।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର